Delimitation bill: ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର: ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଏକ ଚିଠି ଲେଖି ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ବିଧାନ ସଭାର ସ୍ୱତନ୍ତ୍ର ଅଧିବେଶନ ଡାକି ଏ ପ୍ରସଙ୍ଗ ରେ ଆଲୋଚନା କରିବା ପାଇଁ ଅନୁରୋଧ କରିଛନ୍ତି । ନବୀନ…