ଭିକମଗା କଥା
ଶ୍ରୀମାନ ସର୍ବଗିଳାଙ୍କ ଲଘୁକଥା
ଗଲା ସୋମବାରଦିନ ସାବୀ ଭିକାରୁଣୀ ତା 'ପାଖରେ ବସିଥିବା ସଦାକୁ ଯୋଉ ଜ୍ଞାନଗର୍ଭକ କଥା କହୁଥିଲା, ତାହା ଏମିତି ସେମିତିଆ କଥାନୁହଁ । ସେଇକଥାରେ ଗଭୀରତା ଥିଲା l କହିଲା.. ଜାଣିଲୁରେ ସଦା ! ଆଜିକାଲି ଆମକୁସିନା ଲୋକେ ଭିକମଗା ବୋଲି ଛିଃ ଛାକରକରି କେତେକଥା…