ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ: ଭାରତ ପାଇଁ ତୃତୀୟ ସ୍ୱର୍ଣ୍ଣ ଜିତିଲେ ନିଖତ
ନୂଆଦିଲ୍ଲୀ: ଭାରତର ଷ୍ଟାର ବକ୍ସର ନିଖିତ ଜରୀନ ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଏଥିସହ ସେ ତାଙ୍କ ଟାଇଟଲ ବଜାୟ ରଖିବାରେ ସଫଳ ହୋଇଛନ୍ତି । ରବିବାର ୪୮ରୁ ୫୦ କିଗ୍ରା ବିଭାଗର ଫାଇନାଲରେ ନିଖତ ଭିଏତନାମର ନ୍ୟୁଗେନ ଥୀ ତାମଙ୍କୁ ୫-୦ରେ ପରାସ୍ତ…