ପତ୍ନୀହନ୍ତା ସ୍ୱାମୀକୁ ଆଜୀବନ ଜେଲଦଣ୍ଡ
ଭଦ୍ରକ:ପତ୍ନୀଙ୍କୁ ହତ୍ୟାକାରୀଙ୍କୁ ମିଳିଲା ଆଜୀବନ ଜେଲଦଣ୍ଡ । ଏମିତି ରାୟ ଶୁଣାଇଛନ୍ତି ଭଦ୍ରକ ଅତିରିକ୍ତ ଜିଲ୍ଲା ତଥା ଦୌରା ଜଜ ଆଶୀଷ କୁମାର ତ୍ରିପାଠୀ । ଆଜି ଏକ ବଧୂ ହତ୍ୟା ମାମଲାର ବିଚାର କରି ବାଂଶଡା ଥାନା କେସରପୁର ଗ୍ରାମର ରମାକାନ୍ତ ବାରିକଙ୍କ ପୁତ୍ର ଟୁଟୁ ଓରଫ କୈଳାସ ବାରିକ…