ସଲମାନଙ୍କୁ ଧମକ ମାମଲା: ଇଂଲଣ୍ଡରୁ ମିଳିଲା ଇମେଲର ଲିଙ୍କ
ନୂଆଦିଲ୍ଲୀ: ବଲିଉଡ ସୁପରଷ୍ଟାର ସଲମାନ ଖାଁଙ୍କୁ ହତ୍ୟା ଧମକ ଗୋଲ୍ଡି ବରାର ତରଫରୁ ମିଳିବା ପରେ ପୋଲିସ ସତର୍କ ହୋଇ ଉଠିଛି । ଏ ନେଇ ଯେଉଁ ଇ-ମେଲ କରାଯାଇଥିଲା ତାହାକୁ ଟ୍ରେସ କରିବାରେ ପୋଲିସ କିଛି ମାତ୍ରାରେ ସଫଳ ହୋଇଛି । ରିପୋର୍ଟ ମୁତାବକ ଏହି ଇ-ମେଲର ଲିଙ୍କ ୟୁକେରୁ ପଠାଯାଇଛି । ଇ-ମେଲ…