Latest Odisha News

BREAKING NEWS

ଅମ୍ରିତପାଲ ସମର୍ଥନରେ ବାହାରିଲା ଗୁରପତୱନ୍ତ ପନ୍ନୁ, ଦିଲ୍ଲୀ ପାୱାର ହାଉସ ବନ୍ଦ କରିବାକୁ ଧମକ

ନୂଆଦିଲ୍ଲୀ: ଆତଙ୍କବାଦୀ ତଥା ଖଲିସ୍ତାନ ସମର୍ଥକ ଗୁରପତୱନ୍ତ ସିଂ ପନ୍ନୁ ବୁଧବାର ଖୋଲାଖୋଲି ଭାବେ ଅମ୍ରିତପାଲ ସିଂ ସମର୍ଥନରେ ବାହାରିଛି । ସେ ଏକ ଅଡିଓ ମେସେଜ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚେତାବନୀ ଦେଇଛି । ସିଖ ଫର ଜଷ୍ଟିସର ମୂଖ୍ୟ କହିଛି…

ବାଣ କାରଖାନାରେ ବିସ୍ଫୋରଣ, ୮ ମୃତ

ଚେନ୍ନାଇ: ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ରୁ ଅଧିକ ଆହତ ହୋଇଛନ୍ତି । ବୁଧବାର ତାମିଲନାଡ଼ୁର କାଞ୍ଚିପୁରମ ଜିଲ୍ଲାର ଏକ ବାଣ କାରଖାନାରେ ଅଚାନକ ବିସ୍ଫୋରଣ ହୋଇ ନିଆଁ ଲାଗି ଯାଇଥିଲା । ସମସ୍ତ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।…

ସ୍କୁଲ୍ ପିଲାଙ୍କୁ ଧକ୍କା ଦେଲା ଇନୋଭା, ଚାଲିଗଲା ୩ ଛାତ୍ରଙ୍କ ଜୀବନ

ସୁବର୍ଣ୍ଣପୁର: ଶରଧାପାଲି ବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଇନୋଭା ଗାଡ଼ି ଧକ୍କାରେ ୩ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଛାତ୍ର ଗୁରୁତର ଅଛନ୍ତି । ସୂଚନା ଅନୁଯାୟୀ, ବିଦ୍ୟାଳୟରୁ ପରୀକ୍ଷା ଦେଇ ଛାତ୍ରଛାତ୍ରୀ ମାନେ ବାହୁାରୁଥିବା ବେଳେ ମୁଖ୍ୟ ଫାଟକ ସମ୍ମୁଖରେ…

ଆହୁରି ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ଆଗାମୀ ୩ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଗାମୀ ତିନି ଘଣ୍ଟା ପାଇଁ ୨୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା । ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, କନ୍ଧମାଳ, ବରଗଡ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ…

ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଆଉ ନେଇ ହେବନି ସିମ୍ କାର୍ଡ ! ସାଇବର ଅପରାଧ ଉପରେ ରୋକ୍ ଲଗାଇବାକୁ UIDAIର…

ନୂଆଦିଲ୍ଲୀ : ପ୍ରତିଦିନ ଆଗକୁ ଆସୁଛି ଆଧାର କାର୍ଡ ଜନିତ ସାଇବର ଠକାମି ଓ ଅପରାଧ । ଆଉ ସାଇବର ଠକାମି କରିବାରେ ମୋବାଇଲ ସିମ୍ କାର୍ଡର ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। ତେଣୁ ଲୋକଙ୍କୁ ଚୂନା ଲଗାଇବାକୁ ଏମାନେ ପ୍ରଥମେ ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଦୋକାନରୁ ସିମ୍ କାର୍ଡ…

ନୂତନ ରେଳପଥରେ ଚାଲିଗଲା ପ୍ରଥମ ଜୀବନ

ଢେଙ୍କାନାଳ: ଗତ କିଛି ଦିନ ହେବ ଅନୁଗୁଳ-ସୁକିନ୍ଦା ନୂତନ ରେଳପଥରେ ଗଡିଥିଲା ପ୍ରଥମ ଟ୍ରେନ । ଆଉ ଏହି ନୂଆ ରେଳପଥରେ ଆଜି ଚାଲିଗଲା ପ୍ରଥମ ଜୀବନ । ଟ୍ରେନ ଧକ୍କାରେ ଜଣେ ୪୦ ବର୍ଷୀୟ ମହିଳାଙ୍କର ମୃତ୍ୟୁ  ଘଟିଛି। ମୃତ ମହିଳା ଜଣକ ହେଲେ  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥରଖମ୍ବ…

କିଏ ସେହି ଫ୍ୟାନ୍ ଯାହାକୁ ‘ଶହେନଶାହ’ ଜ୍ୟାକେଟ ଉପହାର ଦେଲେ ବିଗ ବି ?

ମୁମ୍ବାଇ:‘ଶହେନଶାହ’ ଶବ୍ଦ ମନେ ପଡିଲେ ଆଖି ଆଗରେ ଭାସିଯାଏ ଷ୍ଟିଲ ହାତ ଲାଗି ବ୍ଲାକ ଜାକେଟ ପିନ୍ଧିଥିବା   ଅମିତାଭ ବଚ୍ଚନଙ୍କ ସେଇ ରୁକ୍ଷ, ଗମ୍ଭୀର ଚେହେରା । ଶହେନଶାହର ବିଶେଷତ୍ୱ ଥିଲା ସେହି କଳାରଙ୍ଗ ଷ୍ଟିଲହାତର ଡ୍ରେସ । ସବୁଠାରୁ ମଜା କଥା ହେଉଛି ଏହି ଡ୍ରେସକୁ ଅମିତାଭ କଲେ କ’ଣ ?…

ଡବ୍ଲ୍ୟୁପିଏଲ: ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ: ମହିଳା ପ୍ରିମିୟର ଲିଗର ଉଦଘାଟନୀ ସଂସ୍କରଣରେ ପ୍ରଥମ ଦଳ ଭାବେ ଦିଲ୍ଲୀ କ୍ୟାପିଟାଲ୍ସ ଫାଇନାଲରେ ପ୍ରବେଶ କରିଛି । ଏ ପର୍ଯ୍ୟନ୍ତ ଲିଗ ପର୍ଯ୍ୟାୟର ସମସ୍ତ ମୁକାବିଲାରେ ଦଳ ଭଲ ପ୍ରଦର୍ଶନ କରି ଆସିଛି । ମାର୍ଚ୍ଚ ୨୬ରେ ଫାଇନାଲ ମ୍ୟାଚ ଖେଳାଯିବ । ମାର୍ଚ୍ଚ ୨୪ରେ ମୁମ୍ବାଇ…

ମାରୁତିର ଏହି କାର ଦେଇଥାଏ ୩୫ କିଲୋମିଟରର ମାଇଲେଜ

ନୂଆଦିଲ୍ଲୀ:ଆଜିକାଲି ପେଟ୍ରୋଲ ମୂଲ୍ୟ ଦିନକୁଦିନ ବଢୁଥିବାବେଳେ ମଧ୍ୟବିତ୍ତ ପରିବାରଟିଏ ଏମିତି ଏକ କାର ଖୋଜିଥାଏ ଯାହାକି ଭଲ ମାଇଲେଜ ଦେଇପାରିବ । ତେବେ ଭଲ ମାଇଲେଜ ସାଙ୍ଗକୁ ଭଲ ସର୍ଭିସିଂ ମଧ୍ୟ ମିଳୁଥିବା କାରକୁ ଲୋକ ଅଧିକ ପସନ୍ଦ କରନ୍ତି । ଆଉ ଭାରତରେ ମାରୁତି ସୁଜୁକି ନିଜର ସ୍ୱତନ୍ତ୍ର…

ଆଧାର-ଭୋଟର ଲିଙ୍କ ସମୟ ସୀମା ବର୍ଷେ ଘୁଞ୍ଚିଲା; ଜାଣନ୍ତୁ, କେମିତି କରିବେ ଲିଙ୍କ

ଭୁବନେଶ୍ୱର: ସ। ମାର୍ଚ୍ଚ ୩୧ ତାରିଖ ୨୦୨୪ ପର୍ଯ୍ୟନ୍ତ ପୁଣି ବଢିଲା ଅବଧି । ଅଧିକାରୀକ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଆଧାର-ଭୋଟର ଲିଙ୍କ ପାଇଁ ଲୋକଙ୍କୁ ପୁଣି ଏକ ବର୍ଷ ସମୟ ଦିଆଯାଇଛି । ଏହି ସମୟସୀମା ଭିତରେ ଠିକ ଭାବେ ସମସ୍ତଙ୍କୁ ଆଧାର-ଭୋଟର ଲିଙ୍କ କରାଇବାକୁ ପଡିବ ବୋଲି…