ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାନବମୀ ଅବସରରେ ମା’ ବିମଳା ଦେବୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିଥିବାରୁ ମଙ୍ଗଳବାର ସକାଳ ୮ଟାରୁ ସାଧାରଣ ଦର୍ଶନ ପୁନର୍ବାର ଆରମ୍ଭ ହେବାର ସମ୍ଭାବନା ରହିଛି।
ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ପକ୍ଷରୁ ସୋମବାର ଜାରି ଏକ ବିଜ୍ଞପ୍ତିରେ…