Latest Odisha News

BREAKING NEWS

ରାଜସ୍ଥାନର ଗଠିତ ହେବ ୧୯ ନୂତନ ଜିଲ୍ଲା

ଜୟପୁର: ଆଗାମୀ ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲେଟ ୧୯ଟି ନୂତନ ଜିଲ୍ଲା ଗଠନ କରିବା ପାଇଁ ଘୋଷଣା କରାଯାଇଛି । ଏହା କଂଗ୍ରେସ ସରକାରଙ୍କ ଏକ ବଡ ରଣନୀତି ଭାବେ ବିବେଚନା କରାଯାଉଛି । ରାଜସ୍ଥାନରେ ୩୧ ଜିଲ୍ଲା ଥିବାରୁ ଏବେ ଏହା ବୃଦ୍ଧି ପାଇ ୫୦ରେ ପଂହଚିବ ।…

କଳାହାଣ୍ଡିର ଉତକେଲାରୁ ଖୁବଶୀଘ୍ର ଉଡ଼ିବ ବିମାନ !

ଭୁବନେଶ୍ୱର: ଜୟପୁର, ରାଉରକେଲା, ରଙ୍ଗେଇଲୁଣ୍ଡା ପରେ ଖୁବଶୀଘ୍ର କଳାହାଣ୍ଡିର ଉତକେଲାକୁ ବିମାନ ସେବା ଆରମ୍ଭ ହେବ । ରଙ୍ଗେଇଲୁଣ୍ଡାକୁ ବିମାନ ସେବା ଆରମ୍ଭ ପରେ ଉତକେଲା ବିମାନବନ୍ଦରକୁ ନେଇ କାମ ଆଗେଇ ଚାଲିଛି । ବ୍ରହ୍ମପୁର ସହର ଉପକଣ୍ଠରେ ଥିବା ରଙ୍ଗେଇଲୁଣ୍ଡାକୁ ମାର୍ଚ୍ଚ ୫ ତାରିଖ…

ଫେକ୍ ଜବ୍ ରାକେଟ୍ ମାମଲାରେ ଆଉ ଜଣଙ୍କୁ ବିହାରରୁ ବାନ୍ଧିଲା EOW

ଭୁବନେଶ୍ୱର: ଗ୍ରାମୀଣ ରୋଜଗାର କଲ୍ୟାଣ ସଂସ୍ଥାନ ସଂଗଠନ ନାଁରେ ଫେକ୍ ଜବ୍ ରାକେଟ ମାମଲାରେ ଇଓଡବ୍ଲୁ ଆଉ ଜଣଙ୍କୁ ଗିରଫ କରିଛି । ବିହାରର ମହାରାଜଗଞ୍ଜରୁ ଅମିତ କୁମାର ସିଂଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧ ଶାଖା । ପୂର୍ବରୁ ଏହି ମାମଲାରେ ଇଓଡବ୍ଲୁ ମୁଖ୍ୟ ଅଭିଯୁକ୍ତ ଧର୍ମପାଲ…

୯୦ରୁ ୯୧ ଦିନ ହେଲେ ଆତ୍ମାହୁତି; ଏମିତି ଚେତାବନୀ ଦେଇ ଆନ୍ଦୋଳନ ସ୍ଥଗିତ କଲା ଡ୍ରାଇଭର ମହାସଂଘ

ଭୁବନେଶ୍ୱର: ଶେଷରେ ଡ୍ରାଇଭର ମହାସଂଘ ନିଜ ଜିଦରୁ ଓହରିଲା । ଅନ୍ଦାେଳନ ପ୍ରତ୍ୟାହାର କଲା ଡ୍ରାଇଭର ମହାସଂଘ । ଏ ନେଇ ସୂଚନା ଦେଇଛନ୍ତି ମହାସଂଘ ସଭାପତି  ପ୍ରଶାନ୍ତ ମେନ୍ଦୁଲି । ୩ ମାସ ପାଇଁ ଆନ୍ଦୋଳନ ସ୍ଥଗିତ ରହିବା ନେଇ ସୂଚନା ଦେଇଛନ୍ତି ସଭାପତି । ତେବେ ୯୧ ଦିନ ହେଲେ ଆତ୍ମାହୁତି ଦେବୁ…

ତୃତୀୟ ଦିନରେ ଡ୍ରାଇଭରଙ୍କ ଆନ୍ଦୋଳନ, ଚେତାବନୀ ଦେଲେ ପୋଲିସ ଡିଜି

ଭୁବନେଶ୍ୱର: ଥମୁନି ଡ୍ରାଇଭର ଏକତା ମହାସଂଘର ଆନ୍ଦୋଳନ । ଗତକାଲି ମୁଖ୍ୟ ଶାସନ ସଚିବଙ୍କୁ ମହାସଂଘ ଭେଟିବା ପରେ ୩ ମାସ ମଧ୍ୟରେ ଦାବି ପୂରଣ ନେଇ ପଦକ୍ଷେପ ନିଆଯିବ ବୋଲି ସରକାରଙ୍କ ପକ୍ଷରୁ ଚିଠି କରାଯାଇଥିଲା । ହେଲେ ଆଜି ସ୍ଥିତି ବଦଳିନି । ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଡ୍ରାଇଭର…

୭୦୦ ଲୋକଙ୍କୁ ଗୋଟିଏ ନଳକୂପ, ଅଚଳକୁ ସଜାଡ଼ୁନି ପ୍ରଶାସନ

ଜୟପୁର: ଖରା ଆରମ୍ଭ ହେଲାଣି ହେଲେ ପ୍ରଶାସନର ନିଘା ନାହିଁ । ମାସ ମାସ ଧରି ନଳକୂପ ଅଚଳ ହୋଇ ପଡ଼ିଥିଲେ ବି ମରାମତି ହେଉନି । ଫଳରେ ଲୋକେ କିଲୋ କିଲୋ ମିଟର ଚାଲି ଚାଲି ଯାଇ କୂଅ ଓ ପୋଖରି ପାଣି ପିଉଛନ୍ତି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକରେ ଗ୍ରୀଷ୍ମ ଆରମ୍ଭରୁ ଦେଖା ଦେଇଛି ଜଳକଷ୍ଟ ।…

ବିଶ୍ୱବିଦ୍ୟାଳୟର ଅଜବ ପରୀକ୍ଷା; ଫୁଲମାର୍କ ୧୦୦ରୁ ପିଲା ରଖିଲେ ୧୧୫

ମୁମ୍ବାଇ:ପରୀକ୍ଷାରେ ଆଶା କରିଥିବା ନମ୍ବରରୁ ଅଧିକ ପାଇଲେ ସମସ୍ତଙ୍କୁ ଖୁସି ଲାଗେ । ମୁମ୍ବାଇ ବିଶ୍ୱ ବିଦ୍ୟାଳୟର କିଛି ପିଲାଙ୍କୁ ମିଳିଥିଲା ଆଶାତୀତ ନମ୍ବର ଏବେ ସେମାନଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ବିଶ୍ୱବିଦ୍ୟାଳୟର ୬ ଜଣ ଛାତ୍ରଛାତ୍ରୀ ୫ମ ସେମିଷ୍ଟାର ଗଣିତ ପରୀକ୍ଷାରେ ୧୧୫ ନମ୍ବର…

ସମାଜ ସଂସ୍କାରକ ହୋଇଥିଲେ କ’ଣ କରିଥାନ୍ତେ ? ଆଖି ଓଦା କରିଦେବ ୫ମ ଶ୍ରେଣୀ ଛାତ୍ରଙ୍କ ଉତ୍ତର

ଛୋଟ ପିଲାଟିଏ  । ହେଲେ ମୁଣ୍ଡରେ ତାର କେତେ ବଡ କଥା ଚିନ୍ତା କରିପାରୁଛି ! ଖାଇବା, ଖେଳିବା ବୟସରେ ସେ କେତେ ବଡ ବଡ କଥା ଭାବି ପାରୁଛି ! ସମାଜର ଅନେକ କଳଙ୍କିତ ପ୍ରଥା ଏଇ ଛୋଟ ପିଲାଟିକୁ କେତେ ପ୍ରଭାବିତ କରିଛି ସତରେ ? ୫ମ ଶ୍ରେଣୀରେ ପଢୁଥିବା ଏହି ପିଲାଟିର ଉତ୍ତର ଦେଖିଲେ ଆପଣ ବି…