ବଢ଼ୁଛି କରୋନା ସଂକ୍ରମଣ, ୬ଟି ରାଜ୍ୟକୁ ଚିଠି ଲେଖିଲା କେନ୍ଦ୍ର
ନୂଆଦିଲ୍ଲୀ: ଦେଶର ଅନେକ ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ୬ଟି ରାଜ୍ୟକୁ ଚିଠି ଲେଖିଛନ୍ତି। ମହାରାଷ୍ଟ୍ର, ଗୁଜରାଟ, ତେଲେଙ୍ଗାନା, ତାମିଲନାଡୁ, କେରଳ ଏବଂ କର୍ଣ୍ଣାଟକକୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏହି ଚିଠି…