ବିଳମ୍ବିତ ରାତିରେ ଶ୍ରୀମନ୍ଦିର ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗୁରୁତର
ପୁରୀ: ବିଳମ୍ବିତ ରାତିରେ ଶ୍ରୀମନ୍ଦିର ସେବାୟତଙ୍କୁ ସଂଘବଦ୍ଧ ଆକ୍ରମଣ । ଭୁଜାଲି ଓ ଗାଟାଳି ମାଡରେ ୪ ସେବାୟତ ଆହତ ହୋଇଛନ୍ତି । ସେମାନଙ୍କୁ ପୁରୀ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆହତ ସେବାୟତମାନେ ହେଲେ ଗୁଡିଆ ସାହିର ମଧୁସୂଦନ ପତ୍ରୀ, କାଶୀନାଥ ପ୍ରତିହାରୀ, ବଟକୃଷ୍ଣ…