ସ୍କୁଲ ଛାତରୁ ଖସୁଛି ଅତଡ଼ା, ମଣ୍ଡପରେ ଚାଲିଛି ଛାତ୍ରଛାତ୍ରୀଙ୍କ ପାଠପଢ଼ା
ନୂଆପଡ଼ା : ଭୁଶୁଡିପଡିଛି ଶିକ୍ଷା ବ୍ୟବସ୍ଥା । ଭଙ୍ଗା ଦଦରା ଅବସ୍ଥାରେ ପଡି ରହିଛି ପ୍ରାଥମିକ ସ୍କୁଲ। ମଣ୍ଡପରେ ଚାଲିଛି ପାଠ ପଢା । ଏ ଦୃଶ୍ୟ ହେଉଛି ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ବରଗାଁ ଠାରେ ଥିବା ଶବରପଡା ସରକାରୀ ପ୍ରକଳ୍ପ ପଥମିକ ବିଦ୍ୟାଳୟର ଅବସ୍ଥା । ସ୍କୁଲ ଘର ଭାଙ୍ଗିଯିବାରୁ…