ହୋଲିରେ ମଦ ମନା: ସାରା ସହରକୁ ଜଗିବ କମିଶନରେଟ ପୋଲିସ
ଭୁବନେଶ୍ୱର: ରାତି ପାଇଲେ ହୋଲି । ଚାଲିଛି ଅନେକ ପ୍ରସ୍ତୁତି । ଏସବୁ ଭିତରେ କମିଶନରେଟ ପୋଲିସ ଜାରି କରିଛି ହୋଲି ଗାଇଡଲାଇନ । ହୋଲି ଉତ୍ସବ ନାଁରେ ନିଶା ଖାଇ ମଉଜ କରିବା ପାଇଁ ଯଦି ଯୋଜନା ରଖିଛନ୍ତି ତେବେ ସାବଧାନ । କାରଣ ସବୁଆଡେ ଘୁରି ବୁଲିବ ପୋଲିସ । ମଦୁଆଙ୍କ ଉପରେ ରଖିବ କଡା…