ମାର୍ଚ୍ଚ ୨୬ରେ ଭଦ୍ରକ ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୬ ତାରିଖରେ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ…