କିଶୋର କିଶୋରୀ ମାନଙ୍କ ପାଇଁ ମାସ୍କଟ ‘କୁନି’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ କନ୍ଭେନସନ ସେଣ୍ଟର ଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହ ବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ସାଧାରଣ ଜୀବନରେ ଯେଉଁ କୋଟି କୋଟି ମାଆ ସଂଗ୍ରାମ ଜାରି ରଖିଛନ୍ତି ଏବଂ…