Latest Odisha News

BREAKING NEWS

ଆସନ୍ତାକାଲିଠୁ ଯୁକ୍ତ ୨ ପରୀକ୍ଷା, ଆନ୍ଦୋଳନରେ ବସିଛନ୍ତି ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ୱର: ଆସନ୍ତାକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା। ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଥିବା ବେଳେ ଅଧ୍ୟାପକମାନେ ନିଜ ଦାବି ପୂରଣ ଦାବିରେ ଆନ୍ଦୋଳନରେ ବସିଛନ୍ତି। ସମାନ ଗ୍ରେଡ୍‌ ପେ’କୁ ସମାନ ଦରମା, ସମସ୍ତଙ୍କୁ ପେନ୍‌ସନ୍‌ ଓ ଗ୍ରାଚୁଇଟି ଆଦି ଦାବି କରି ୬୬୨…

ସିସିଟିଭି ସର୍ଭିଲେନ୍ସରେ ହେବ ଯୁକ୍ତ ଦୁଇ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲିଠୁ ହେବ ଯୁକ୍ତ ଦୁଇ ପରୀକ୍ଷା। ପରୀକ୍ଷାରେ ସ୍ବଚ୍ଛତା ଆଣିବା ପାଇଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସୋମବାର ସେ ଏହି ସୂଚନା ଦେଇଛନ୍ତି। ବାର୍ଷିକ ବୋର୍ଡ…

ଅଭିଯୁକ୍ତ ଗୋପାଳର ପରିବାରକୁ ସୁରକ୍ଷା ଦେବା ପ୍ରସଙ୍ଗରେ ଶୁଣାଣି କଲେ ହାଇକୋର୍ଟ

କଟକ: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତ ଗୋପାଳ ଦାସର ପରିବାରକୁ ସୁରକ୍ଷା ଦିଆଯାଉ ବୋଲି ଦାବି କରି ହୋଇଥିବା ଆବେଦନର ଶୁଣାଣି କରିଛନ୍ତି ହାଇକୋର୍ଟ। ଯେଉଁଥିରେ ବିଚାରପତି ଡକ୍ଟର ଜଷ୍ଟିସ ସଂଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ସୁମନ୍ତ କୁମାର ସ୍ବାଇଁଙ୍କ…

ନବ ଦାସ ହତ୍ୟା ମାମଲା: ଘୁଞ୍ଚିଲା ଅଭିଯୁକ୍ତ ଗୋପାଳର ମାନସିକ ସ୍ଥିତି ଯାଞ୍ଚ ଶୁଣାଣି

ଝାରସୁଗୁଡା: ଝାରସୁଗୁଡ଼ା ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ନବ ଦାସ ହତ୍ୟା ମାମଲାରେ ଏକ ସଂଶୋଧିତ ଆବେଦନ ଦାଖଲ କରାଯାଇଛି। ଅଭିଯୁକ୍ତ ଗୋପାଳ ଦାସକୁ ବାଙ୍ଗାଲୋରର ନିମହାନ୍ସ ନେବା ପାଇଁ ସଂଶୋଧିତ ଆବେଦନ ଜରିଆରେ ଅନୁମତି ମାଗିଛି ତଦନ୍ତକାରୀ ଟିମ୍। ଫେବୃଆରୀ 27ରେ ଏହି ଶୁଣାଣି ହେବ ବୋଲି…

ନବ ଦାସଙ୍କ ହତ୍ୟାର ତଦନ୍ତ କେବଳ ଅଭିଯୁକ୍ତ ଉପରେ କେନ୍ଦ୍ରୀଭୂତ ରହିଛି: ବିରୋଧୀ

ଭୁବନେଶ୍ୱର: ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ରହସ୍ୟ ଉପରୁ କ୍ରାଇମବ୍ରାଞ୍ଚ ଏଯାଏ ପରଦା ଉଠାଇ ପାରି ନଥିବା ବେଳେ କଂଗ୍ରେସ ଓ ବିଜେପି ବିଧାୟକମାନେ ଏହି ପ୍ରସଙ୍ଗକୁ ନେଇ ଶାସକ ବିଜେଡି ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିବାକୁ କୌଣସି ସୁଯୋଗ ହାତଛଡ଼ା…

କମୁଛି ପୁରୁଷଙ୍କ ଅନ୍ତଃବସ୍ତ୍ର ବିକ୍ରି, ଦେଶର ଅର୍ଥନୀତିକୁ ଲାଗିବ କି ଝଟକା?

ନୂଆଦିଲ୍ଲୀ: ଦେଶ ଦୁନିଆର ଅର୍ଥନୀତି କିପରି ରହିଛି ତାହା ଜଣାପଡ଼ିବ ପୁରୁଷଙ୍କ ଅଣ୍ଡର ଓ୍ୱୟର ବି ଅନ୍ତଃବସ୍ତ୍ର ବିକ୍ରି ରିପୋର୍ଟରୁ। ଏହା ହେଉଛି ୟୁଏସ ଫେଡ ରିଜର୍ଭର ପୂର୍ବତନ ପ୍ରମୁଖ ଅଧିକାରୀ ଆଲନ ସାନ୍ ଗ୍ରୀନସପନ(Alan Greenspan)ଙ୍କ ମତ। ଯିଏକି ଚାରି ଦଶନ୍ଧି ହେବ ଅଣ୍ଡର ଓ୍ୱୟର…

PDSରେ ପ୍ଲାଷ୍ଟିକ ଚାଉଳ ! କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟରେ ବଣ୍ଟନ ହେଉଥିବା ପିଡିଏସ ଚାଉଳ ଅପମିଶ୍ରିତ ହେବା ଖବରର ତୁରନ୍ତ ତଦନ୍ତ କରିବା ସହ ପୁଷ୍ଟିଯୁକ୍ତ ଚାଉଳର ବଣ୍ଟନ ବିଷୟରେ ଜନସାଧାରଣଙ୍କୁ ଅବଗତ କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି…

JSPକୁ ସିଏସ୍ଆର୍ ଜର୍ଣ୍ଣାଲ୍ ଏକ୍ସଲେନ୍ସ ଆୱାର୍ଡ

ମୁମ୍ବାଇ/ଭୁବନେଶ୍ୱର: ଶିକ୍ଷା ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ, ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ସମ୍ମାନଜନକ ସିଏସ୍ଆର୍ ଜର୍ଣ୍ଣାଲ ଉତ୍କର୍ଷ ପୁରସ୍କାର ୨୦୨୨ରେ ସମ୍ମାନୀତ କରାଯାଇଛି । ଦିବ୍ୟାଙ୍ଗ ପିଲା ମାନଙ୍କ ପାଇଁ…

ଆଦିବାସୀ ମେଳାର ଅଷ୍ଟମ ଦିବସରେ ସ୍ୱୟଂ ସହାୟକ ଗୋଷ୍ଠୀର ସଫଳତାର ଝଲକ

ଭୁବନେଶ୍ୱର : ରାଜଧାନୀର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଆଦିବାସୀ ମେଳା ସରିବା ସମୟ ଆସିଲାଣି । ଜନଜାତି ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ବିଶେଷ ଭାବରେ ସେମାନଙ୍କ ଜୀବନଯାତ୍ରାରେ ପରିବର୍ତ୍ତନ ଆଣିବା କ୍ଷେତ୍ରରେ କିପରି ସହାୟକ ହୋଇଛନ୍ତି, ମେଳା ପରିସରରେ ଖୋଲିଥିବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ବିଧାନସଭା ଘେରାଓ କରିବ ବିଜେପି ଯୁବମୋର୍ଚ୍ଚା

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି । ପ୍ରତି ବର୍ଷ ଅପରାଧ ସଂଖ୍ୟା ବଢିବାରେ ଲାଗିଛି । ଗତ ୫ ବର୍ଷରେ ୬୫.୯୦ ପ୍ରତିଶତ ଅପରାଧ ବୃଦ୍ଧି ପାଇଛି । ୨୦୧୮ରେ ୧, ୦୭, ୪୦୮; ୨୦୧୯ରେ ୧, ୨୧, ୫୨୫; ୨୦୨୦ରେ ୧, ୩୪, ୨୩୦; ୨୦୨୧ରେ ୧, ୫୫, ୪୨୦;…