ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ, କ୍ରୀଡ଼ା ପ୍ରୋତ୍ସାହନରେ ଶ୍ରେଷ୍ଠ ରାଜ୍ୟ
ଭୁବନେଶ୍ୱର: କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡ଼ା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ଆଜି ମୁମ୍ବାଇରେ ଆୟୋଜିତ ‘Sportstar Aces-2023 Awards’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ…