ଓମ୍ ପ୍ରିୟଦର୍ଶୀଙ୍କ ପୁସ୍ତକ ‘ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ’ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ
ନୂଆଦିଲ୍ଲୀ : ଓମ୍ ପ୍ରିୟଦର୍ଶୀ ଛୋଟରାୟଙ୍କ ପୁସ୍ତକ "ପାଇକ: ଜନ, ଆଖ୍ୟାନ ଓ ଆନ୍ଦୋଳନ" ବିଶ୍ଵ ପୁସ୍ତକ ମେଳାର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଦ୍ଵାରା ଉନ୍ମୋଚିତ ହୋଇଯାଇଛି । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଦ୍ଵାରା ପ୍ରାୟୋଜିତ ଏବଂ ଭାରତ ସରକାରଙ୍କ ରାଷ୍ଟ୍ରୀୟ…