Latest Odisha News

BREAKING NEWS

ଏପ୍ରିଲରୁ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ; ବୋର୍ଡ ୱେବସାଇଟରେ ଜାରି ହେଲା ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର: ସରକାରୀ ସ୍କୁଲରେ ହାଇସ୍କୁଲ ପାଠ୍ୟକ୍ରମରେ ଏଣିକି ଏପ୍ରିଲ ମାସରୁ ଆରମ୍ଭ ହେବ ନୂଆ ଶିକ୍ଷବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ଚାଲିବ । ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହିତ ନୂତନ…

୨ ଟ୍ରକ୍‌ ମୁହାଁମୁହିଁ, ଘଟଣାସ୍ଥଳରେ ଚାଲିଗଲା ୭ ଜୀବନ

ଯାଜପୁର: ଧର୍ମଶାଳା ଥାନା ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ବଡ ଧରଣର ଅଘଟଣ। ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, କୋଲକାତା ପଟୁ ଆସୁଥିବା ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ଟ୍ରକୁକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସମସ୍ତ ୭ ଜଣ…

ଦେଶଦ୍ରୋହ ଅପରାଧରେ ଗିରଫ ଚାନ୍ଦିପୁର ଆଇଟିଆାର୍‌; ସହଜରେ ବିଶ୍ୱାସ କରିପାରୁ ନାହାନ୍ତି ଗାଁ ଲୋକେ

ଜଳେଶ୍ୱର : ପୁଣି ପାକିସ୍ତାନକୁ ଗୁପ୍ତ ତଥ୍ୟ ଲିକ୍‌  । ଭାରତୀୟ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା(ଡିଆରଡିଓ) ଅଧୀନରେ ଥିବା ଚାନ୍ଦିପୁର ସମନ୍ୱିତ କ୍ଷେପାଣାସ୍ତ୍ର ଘାଟି (ଆଇଟିଆାର୍‌)ର ଜଣେ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଆସିଛି ସଙ୍ଗିନ୍‌ ଦେଶଦ୍ରୋହ ଅପରାଧ  । ଭାରତୀୟ…

ମେ ୮ରେ ଓଜେଇଇ ପରୀକ୍ଷା, ଏପ୍ରିଲ ୨୦ରୁ ୱେବସାଇଟ୍‌‌ରେ ଉପଲବ୍ଧ ହେବ ଆଡମିଟ୍‌ କାର୍ଡ

ଭୁବନେଶ୍ବର : ମେ’ ୮ରେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏପ୍ରିଲ ୨୦ରୁ ପରୀକ୍ଷାର୍ଥୀଙ୍କ ଲାଗି ଓଜେଇଇ ୱେବସାଇଟ୍‌‌ରେ ଆଡମିଟ୍‌ କାର୍ଡ ଉପଲବ୍ଧ ହେବ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟ, କଲେଜର ବି.ଫାର୍ମା, ଏମ୍‌ସିଏ, ଏମ୍‌.ଏସ୍‌ସି(କମ୍ପ୍ୟୁଟର…

୫୧୨ କିଲୋ ପିଆଜକୁ ୨ ଟଙ୍କା ୪୯ ପଇସାରେ ବିକିଲେ ଚାଷୀ

ପୁଣେ: ମହାରାଷ୍ଟ୍ରର ସୋଲାପୁରର ଜଣେ ଚାଷୀ ବ୍ୟବସାୟୀକୁ ୫୧୨ କିଲୋ ପିଆଜ ବିକ୍ରି କରି ମାତ୍ର ୨ ଟଙ୍କା ୪୯ ପଇସା ପାଇଛନ୍ତି। ସାରା ଦେଶରେ ଏବେ ଏହାକୁ ନେଇ ଚର୍ଚ୍ଚା । ଯଦି ବ୍ୟବସାୟ ମାନେ ଏହିପରି ଦରରେ ଚାଷୀଙ୍କୁ ଯଦି ପିଆଜ ବିକ୍ରି କରିବେ ତାହେଲେ ଆଗାମୀ ଦିନରେ ପିଆଜ ଚାଷ ପ୍ରଭାବିତ ହେବା…

ଉଦ୍ଧବଙ୍କ ମାତୋଶ୍ରୀରେ ଅରବିନ୍ଦ କେଜ୍ରିଓ୍ୱାଲ ଏବଂ ଦଳୀୟ ନେତା

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏବଂ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶୁକ୍ରବାର ମୁମ୍ବାଇରେ ସାକ୍ଷାତ କରି ଦେଶର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଥିଲେ। ସନ୍ଧ୍ୟାରେ ସୌଜନ୍ୟମୂଳକ ଫୋନ୍ କଲ୍ ପାଇ ଅରବିନ୍ଦ କେଜ୍ରିୱାଲ, ପଞ୍ଜାବର…

ନିରପେକ୍ଷ ତଦନ୍ତ ଓ ବିଚାର ପାଇଁ ପୀଡ଼ିତାଙ୍କର ମୌଳିକ ଅଧିକାର ରହିଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଉଦ୍ଧବ ସରକାର ବେଳେ ଏକ ସୋଶିଆଲ ମିଡିଆ ପୋଷ୍ଟକୁ ନେଇ ଜଣେ ବ୍ୟକ୍ତିଙ୍କୁ ଏନସିପି ବିଧାୟକଙ୍କ ବଙ୍ଗଳାରେ ମାରପିଟ କରିବା ଘଟଣାରେ ସୁପ୍ରିମକୋର୍ଟ ଶୁଣାଣି କରିବା ବେଳେ କହିଛନ୍ତି, ନିରପେକ୍ଷ ତଦନ୍ତ ଓ ବିଚାର ପାଇଁ ପୀଡ଼ିତାଙ୍କର ମୌଳିକ ଅଧିକାର ରହିଛି। ତେଣୁ ଏହି ଘଟଣାରେ…

‘ସାଧାରଣ ଲୋକ ଦୁର୍ନୀତିରେ ଛନ୍ଦି ହୋଇଯାଇଛନ୍ତି’

ନୂଆଦିଲ୍ଲୀ: ରାଜନୀତିରେ ଅପରାଧୀକରଣ ଶ୍ରେଣୀର ଲୋକଙ୍କୁ ନିର୍ବାଚନରେ ଲଢିବାକୁ ସୁଯୋଗ ଦିଆନଯାଉ। ସାମାଜିକ କର୍ମୀ, ଆଇନଜୀବୀ ତଥା ବିଜେପି ନେତା ଅଶ୍ୱିନୀ ଉପାଧ୍ୟାୟ ଦାୟର କରିଥିବା ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କେନ୍ଦ୍ର ଓ ନିର୍ବାଚନ କମିସନଙ୍କ ଜବାବ ମାଗିଛନ୍ତି। ଏଥିସହ…

ଜିଲ୍ଲାପାଳ ମାନସିକ ନିର୍ଯାତନା ଦେଉଛନ୍ତି କହି ବଦଳି ଦାବି କଲେ ବରଗଡ ସିଡିଏମଓ

ବରଗଡ: ବରଗଡ଼ ଜିଲ୍ଲାପାଳଙ୍କ ବିରୋଧରେ ଦୁର୍ବବ୍ୟହାର ଅଭିଯୋଗ । ଖୋଦ୍ ଜିଲ୍ଲାର ମୁଖ୍ୟ ଚିକିତ୍ସା ଅଧିକାରୀ ବା ସିଡିଏମଓ ଏଭଳି ଅଭିଯୋଗ ଆଣିଛନ୍ତି । ସିଡିଏମଓ ଡାକ୍ତର ଚାରୁବାଳା ରଥ ଶୁକ୍ରବାର ଜିଲ୍ଲାପାଳ ମୋନିଷା ବାନାର୍ଜୀଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ ଆଣିବା ସହିତ ତାଙ୍କର…

ନବଦାସ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ଖିଅ ପାଉନି ନା ଜାଣି ଅଜଣା?

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କୁ ଦିନ ଦ୍ୱିପ୍ରହରରେ ନିର୍ମମ ହତ୍ୟା ଘଟଣାକୁ ୨୬ ଦିନ ବିତିଛି। ହେଲେ ପଶ୍ଚିମ ଓଡ଼ିଶାର ଏହି ହେଭିଓ୍ୱେଟ ନେତାଙ୍କ ହତ୍ୟାକାଣ୍ଡର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏଯାଏଁ ହତ୍ୟାର ଉଦ୍ଦେଶ୍ୟ ସ୍ପଷ୍ଟ କରିନାହିଁ। ବିରୋଧୀ ବିଜେପି ଏବଂ କଂଗ୍ରେସ ତଦନ୍ତକୁ ନେଇ…