କୋଭିଡ ଭୟରେ ପୁଅକୁ ଧରି ତିନି ବର୍ଷ ଘରେ ବନ୍ଦୀ ଥିଲେ ମହିଳା; ସ୍ୱାମୀଙ୍କୁ ବି ଆସିବାକୁ ଦେଇ ନ ଥିଲେ
ନୂଆଦିଲ୍ଲୀ: ହରିଆଣା ଗୁରୁଗ୍ରାମର ଚକରପୁରରେ ୩୩ ବର୍ଷୀୟ ଜଣେ ମହିଳା ନିଜ ନାବାଳକ ପୁଅ ସହ ନିଜକୁ ତିନି ବର୍ଷ ଧରି ଏକ ଭଡାଘରେ ବନ୍ଦୀ କରି ରଖିଛନ୍ତି । କରୋନା ମହାମାରୀରୁ ବଞ୍ଚିବା ପାଇଁ ସେ ଏପରି କରିଛନ୍ତି । ପୋଲିସର କହିବା ଅନୁଯାୟୀ, ଏହି ଘଟଣା ମଙ୍ଗଳବାର ଦିନ ସାମ୍ନାକୁ ଆସିଥିଲା…