Latest Odisha News

BREAKING NEWS

ଆଇପିଏଲ ୨୦୨୩ ସଂସ୍କରଣର କାର୍ଯ୍ୟସୂଚୀ ଘୋଷିତ

ମୁମ୍ବାଇ:ଇଣ୍ଡିଆନ ପ୍ରିମିୟର ଲିଗ ୧୬ତମ ସଂସ୍କରଣର କାର୍ଯ୍ୟସୂଚୀ ଆଜି ଘୋଷଣା କରାଯାଇଛି । ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମାର୍ଚ୍ଚ ୩୧ରେ ପ୍ରଥମ ମ୍ୟାଚ ଖେଳାଯିବ । ମେ ୨୮ରେ ଫାଇନାଲ ମ୍ୟାଚ ଆୟୋଜିତ ହେବ । ଟୁର୍ଣ୍ଣାମେଂଟରେ ୧୮ଥର ଡବଲ ହେଡର ମୁକାବିଲା…

ଅଷ୍ଟ୍ରେଲିଆ ୨୬୩ରେ ଅଲଆଉଟ, ଭାରତ ୨୧/୦

ନୂଆଦିଲ୍ଲୀ: ଏଠାରେ ଅନୁଷ୍ଠିତ ଭାରତ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୬୩ ରନରେ ଅଲଆଉଟ ହୋଇଯାଇଛି । ଜବାବରେ ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ବେଳକୁ ଭାରତ କୌଣସି ୱିକେଟ ନ ହରାଇ ୨୧ ରନ ସଂଗ୍ରହ କରିଛି । ଘରୋଇ ଦଳ ଏବେ ବି ଭ୍ରମଣକାରୀ ଟିମଠାରୁ ୨୪୨ ରନ…

ପିଏମ୍ ମୋଦିଙ୍କୁ କାହିଁକି ହଟାଇବାକୁ ଚାହୁଁଛନ୍ତି ଆମେରିକୀୟ ଅରବପତି ଜର୍ଜ ସୋରୋସ ?

ନୂଆଦିଲ୍ଲୀ: ହିଣ୍ଡେନବର୍ଗର ରିପୋର୍ଟ ପରେ ଖସି ଚାଲିଛି ଆଦାନୀଙ୍କ ସମ୍ପତ୍ତି । ଯାହାକୁ ନେଇ ଆମେରିକାର ଅରବପତି ବ୍ୟବସାୟୀ ଜର୍ଜ ସୋରୋସ ପିଏମ୍ ମୋଦିଙ୍କୁ ସମାଲୋଚନା କରିଛନ୍ତି । ଦାବି କରି କହିଛନ୍ତି, ଆଦାନୀଙ୍କ ପ୍ରସଙ୍ଗରେ ଭାରତରେ ଏକ ବଡ଼ ଗଣତାନ୍ତ୍ରିକ ପରିବର୍ତ୍ତନ ହେବ । ଜର୍ଜ…

କବି ଜୟନ୍ତ ମହାପାତ୍ରଙ୍କ ସାରସ୍ଵତ କୃତି ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

ଭୁବନେଶ୍ଵର : ମହାରାଜା କୃଷ୍ଣଚନ୍ଦ୍ର ଭଞ୍ଜଦେଓ ମହାବିଦ୍ୟାଳୟ ଓ ବରୋଦାସ୍ଥିତ ଫୋରମ୍ ଅନୁକମ୍ପେରାରୀ ଥିଓରୀ ଅନୁଷ୍ଠାନର ମିଳିତ ଆନୁକୁଲ୍ୟରେ ବିଶିଷ୍ଟ ସାହିତ୍ୟିକ ଜୟନ୍ତ ମହାପାତ୍ରଙ୍କ ସାରସ୍ଵତ କୃତି ଉପରେ ମହାରାଜା କୃଷ୍ଣଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ 'କବି ଜୟନ୍ତ ମହାପାତ୍ରଙ୍କ…

ପାଳିତା ମା’ର ବର୍ବରକାଣ୍ତ : ୭ ବର୍ଷର ଝିଅର ଜିଭ କାଟିଦେଲା, ଜଳନ୍ତା କୋଇଲାରେ ପକାଇ ଦେଲା

ନୂଆଦିଲ୍ଲୀ:  ଦିଲ୍ଲୀରେ ପୁଣି ଏକ ହୃଦୟଥରା ଘଟଣା । ଘଟଣା ତ ନୁହେଁ ଜଣେ ମହିଳାଙ୍କ ନିଷ୍ଠୁରତାର ଉଦାହରଣ । ରାଜଧାନୀ ଦିଲ୍ଲୀର ଆାରକେ ପୁରମ ଇଲାକାରେ ଜଣେ ମହିଳା ୭ ବର୍ଷ ବାଳିକା ସହ ଯେଉଁଭଳି ଅମାନବୀୟ ବ୍ୟବହାର ଦେଖାଇଛନ୍ତି ତାହା ଶୁଣିଲେ ମନରେ ସ୍ୱତଃସ୍ପୃତ ପ୍ରଶ୍ନ ଆସିବ, ଜଣେ ମହିଳା…

ବଦଳୁଛି କି ଗୋପାଳର ମନ ? ଜେଲରେ ପଢ଼ୁଛି ଭାଗବତ

କଟକ: ଗୋପାଳର ମନରେ ଆସୁଛି କି ପରିବର୍ତ୍ତନ ? ନବ ଦାସଙ୍କୁ ହତ୍ୟା ପରେ କରୁଛି କି ପଶ୍ଚାତାପ । ନାର୍କୋ ଓ ପଲିଗ୍ରାଫ୍ ଟେଷ୍ଟ ଲାଗି କ୍ରାଇମବ୍ରାଞ୍ଚ ୧୦ ଦିନ ତଳେ ଗୋପାଳକୁ ଗୁଜରାଟ ନେଇଥିଲା । ସେତେବେଳେ ଗୋପାଳର ହସ ହସ ମୁହଁ କହୁଥିଲା ଗୁଳି କରିବା ପରେ ବି ତା ମନରେ ପଶ୍ଚାତାପର…

ରବୀନ୍ଦ୍ର ଜାଡେଜାଙ୍କ ଆଉ ଏକ କୀର୍ତିମାନ

ନୂଆଦିଲ୍ଲୀ: ଏଠାରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ଏସୀୟ ଖେଳାଳିଙ୍କ ମଧ୍ୟରେ ଜାଡେଜା କମ ମ୍ୟାଚରେ ୨୫୦୦ ରନ ଏବଂ ୨୫୦ ୱିକେଟ ନେଇଛନ୍ତି । ସେ ୬୨ ଟେଷ୍ଟରେ ଏହି ସଫଳତା ହାସଲ…

ପଥରଖମ୍ବ ଗାଁ ଅଗ୍ନିବିପନ୍ନଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ଜିଲ୍ଲାପାଳ

ଢେଙ୍କାନାଳ: କାମାକ୍ଷାନଗର ଥାନା ପଥରଖମ୍ବ ଗାଁରେ ଗତ ୧୫ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡରେ ଜଳିଯାଇଥିଲା ୩୦ରୁ ଅଧିକ ଘର । ଆଜି ଅଗ୍ନିବିପନ୍ନଙ୍କ ପରିବାରକୁ ସହାୟତା ଯୋଗାଇଛନ୍ତି ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠି । ପଥରଖମ୍ବ ଗାଁ ହରିଜନ ସାହିର ମୋଟ ୨୪ ଗୋଟି ପରିବାରର…

ନିର୍ମଳାଙ୍କ ପୋଷ୍ଟ ବଜେଟ ଆଲୋଚନା: ୫୦ ବର୍ଷ ବିନା ସୁଧରେ ଋଣ ପାଇବେ ରାଜ୍ୟ

ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ।   ଭୁବନେଶ୍ୱ ଗସ୍ତରେ ବଜେଟ ଉପରେ ଆଲୋଚନା କରିଛନ୍ତି । ହୋଟେଲ ‘ମେ ଫେୟାର’ରେ ଆୟୋଜିତ ପୋଷ୍ଟ ବଜେଟ ଆଲୋଚନା ଚକ୍ରରେ ଭାଗ ନେଇ ନିର୍ମଳା କହିଛନ୍ତି, ୨୦୨୩-୨୪ ବଜେଟ ଅମୃତକାଳର ପ୍ରଥମ…

ଏଥର ଜିଏସଟି ଗଣିବେ କିରାନା ଷ୍ଟୋର

ନୂଆଦିଲ୍ଲୀ : ଟିକସ ପରିସରକୁ ବଢାଇବା ପାଇଁ ଏକ ନିର୍ଦ୍ଧିଷ୍ଟ ବର୍ଗର କିରାନା ଷ୍ଟୋରରୁ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ କରିବାକୁ ସରକାର ବିଚାର କରୁଛନ୍ତି। ଏବେର ନିୟମ ଅନୁସାରେ ବାର୍ଷିକ ୪୦ ଲକ୍ଷ ଟଙ୍କାରୁ ଅଧିକ କାରବାର କରୁଥିବା ବ୍ୟାବସାୟିକ ଅନୁଷ୍ଠାନଗୁଡ଼ିକୁ ଜିଏସ୍‌ଟି…