ସମ୍ବଲପୁରରେ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତରେ ଯାଇ ସେଠାରେ ଜିଲ୍ଲା ପାଇଁ ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ୨୫ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଉଛି । ସୂଚନାଯୋଗ୍ୟ ଯେ, ସେଥିରୁ ୫୭ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ୧୪ଟି…