Latest Odisha News

BREAKING NEWS

କୋର୍ଟରେ ରେକର୍ଡ ହେଲା ସୋମାଲିକାଙ୍କ ବୟାନ, କହିଲେ ‘ନ୍ୟାୟ ନ ମିଳିଲେ ରାସ୍ତାକୁ ଓହ୍ଲାଇବି’

ଜଗତସିଂହପୁର: ଥାନା ପରେ କୋର୍ଟରେ ରେକର୍ଡ ହେଲା ସୋମାଲିକାଙ୍କ ବୟାନ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ସୋମାଲିକା ଏତଲା ଦେଇଥିଲେ । ସୋମାଲିକାଙ୍କ ଏତଲା ଅନୁସାରେ ପୂର୍ବରୁ ପୋଲିସ ବୟାନ ରେକର୍ଡ କରିଥିବା ବେଳେ ଆଜି କୋର୍ଟରେ ବୟାନ ରେକର୍ଡ କରାଯାଇଛି । ଜଗତସିଂହପୁର…

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର…

ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆସନ୍ତା ମାସରୁ ଦୁବାଇକୁ ଉଡ଼ିବ ବିମାନ । ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇ ପାରିବେ ଯାତ୍ରୀ । ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରୁ…

ଭାରତରେ ବିବିସି କାମ ଉପରେ ପ୍ରତିବନ୍ଧକ ଲଗାଇବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗୁଜରାଟ ଦଙ୍ଗା ଉପରେ ବିବିସି ଡକ୍ୟୁମେଣ୍ଟ୍ରି ସହ ଭାରତରେ ବିବିସିର କାମ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ହିନ୍ଦୁ ସେନାର ଆବେଦନକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି । ଆବେଦନ ଅଗ୍ରାହ୍ୟ କରି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ଆବେଦନ ସମ୍ପୂର୍ଣ୍ଣ ଭାବେ ଭୁଲ୍ ଅଟେ ।…

ଗୃହ ସହାୟିକାଙ୍କୁ ନିର୍ଯାତନା ଦେଇ ଚାକିରିରୁ ବାହାରିଲେ ଦମ୍ପତି

ହରିଆଣା: ଗୃହ ସହାୟିକାଙ୍କୁ ନିର୍ଯାତନା ଦେଇ ଚାକିରିରୁ ବାହାରିଲେ ଦମ୍ପତି। ଏହି ଦମ୍ପତି ହେଉଛନ୍ତି ମନୀଷ ଖଟ୍ଟର ଏବଂ କମଲଜୀତ କୌର୍‌ । ନିଜ ନାବାଳିକା ଗୃହ ସହାୟିକାଙ୍କୁ ଶାରୀରିକ ଓ ଯୌନ ନିର୍ଯାତନା ଦେଉଥିବା ଅଭିଯୋଗରେ ସେମାନଙ୍କୁ ଗିରଫ କରିଛି ପୋଲିସ୍ । ସେମାନଙ୍କ ଘରେ ଗତ ୫ ମାସ…

ହାତ ଧରିଲେ ବିଜୟ ପଟ୍ଟନାୟକ, କହିଲେ ‘ଓଡ଼ିଶାର ଭବିଷ୍ୟତ ପାଇଁ ରାଜନୀତିକୁ ଆସିଛି’

ନୂଆଦିଲ୍ଲୀ: ହାତ ଧରିଲେ ବିଜୟ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ଦିଲ୍ଲୀ ଯାଇ କଂଗ୍ରେସରେ ସାମିଲ୍ ହୋଇଛନ୍ତି । ଆଜି ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ମିଶିଛନ୍ତି । କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ଗଣତନ୍ତ୍ରର ପୁନଃ ପ୍ରତିଷ୍ଠା…

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ନବମ ସନ୍ଧ୍ୟା ମୁଖ୍ୟ ଅତିଥି ଭାବରେ ୱାଲାର୍ ସ୍କିଲ ସେଣ୍ଟର୍‌ର ମୁଖ୍ୟ ନିର୍ବାହୀ ଅଧିକାରୀ ଅଳକା ମିଶ୍ର, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ…

ଗଳ୍ପ : ବାଳ ଶ୍ରମିକ

ପ୍ରସେନଜିତ୍ ସେଠୀ ରାମ ବାବୁ ବହୁତ୍ ଶିଶୁ ପ୍ରିୟ। ଶିଶୁଟିଏ ଦେଖିଲେ ତାଙ୍କ ମନରେ ଗୋଟେ ଅହେତୁକ ଆପଣାର ପଣ ଜାଗ୍ରତ ହୁଏ। ଶିଶୁଟି ପୁଅ ହେଉ କି ଝିଅ; ଧନୀ ଘରର ହେଉ କି ଗରିବ ଘରର; କାଳିଆ ଭୁସୁଣ୍ଡା ଟାଏ ହେଉ କି ଧୋବ ଫରଫର; ଅତି ବାଳୁଙ୍ଗା ଟାଏ ହେଉ କି ପୁରା ଶାନ୍ତ ଶିଷ୍ଟ ଅବା ପୁରା…

ରାଷ୍ଟ୍ରପତି ପୁରସ୍କାର ପାଇବେ ବିରଞ୍ଚି ନାରାୟଣ ମିଶ୍ର

ଜଗତସିଂହପୁର: ରାଷ୍ଟ୍ରପତି ପୁରସ୍କାର ପାଇବେ କଷ୍ଟମ୍ସ ବିଭାଗର ଅବସରପ୍ରାପ୍ତ ଅତିରିକ୍ତ କମିଶନର । ନାଉଗାଁ ଥାନା ଅନ୍ତର୍ଗତ ପଦ୍ମପୁର (ବ୍ରାହ୍ମଣ ଶାଶନ) ଗାଁର ବିରଞ୍ଚି ନାରାୟଣ ମିଶ୍ରଙ୍କୁ ଉଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପୁରସ୍କୃତ କରିବେ । ବିରଞ୍ଚି କଷ୍ଟମସ ବିଭାଗର ଆସିଷ୍ଟାଣ୍ଟ…

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକାତର ମାମଲାରେ ବାରମ୍ଵାର ଅରୁଚିକର ମନ୍ତବ୍ୟ ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି । ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ଵାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ବିଜୁ ଜନତା ଦଳ, ବିଜେପି ନେତୃବୃନ୍ଦଙ୍କୁ ପରାମର୍ଶ…