Latest Odisha News

BREAKING NEWS

ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟା

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ସପ୍ତମ ସନ୍ଧ୍ୟାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର କମିଶନର ତଥା ଶାସନ ସଚିବଭାସ୍କର ଜ୍ୟୋତି ଶର୍ମା, ଏବଂ…

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୩୯)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ଦୁଇମାଇଲ ଭଞ୍ଜନଗରର ବିରାଟ ଜଳଭଣ୍ଡାର, ପାହାଡ଼ ଉପରୁ ମାନଚିତ୍ରରେ ଥିବା ଛୋଟିଆ ନୀଳଦେଶଟିଏ ପରି ଦିଶୁଛି । ଅତି ନିକଟକୁ ଦେଖାଯାଉଛି ଭଞ୍ଜ ନଗର ଜେଲ୍‌ର ଅଭ୍ୟନ୍ତର ପରିସର । ବନ୍ଦୀମାନଙ୍କ ମଧ୍ୟରୁ କେହି କେହି ଦଉଡ଼ି…

ବାମହାତୀ ବ୍ୟାଟ୍ସମ୍ୟାନଙ୍କ ପାଇଁ ନର୍କ ସଦୃଶ ପିଚ କରିଛି ଭାରତ!

ନାଗପୁର: ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ନାଗପୁରରେ ଖେଳାଯିବ । ଭାରତ ଏହ ସିରିଜରେ ବିଜୟ ହାସଲ ସହ ୱାର୍ଲ୍ଡ ଟେଷ୍ଟ ସିରିଜ ଫାଇନାଲରେ ପ୍ରବେଶ କରିବା ପାଇଁ ଟିମ ଇଣ୍ଡିଆ ଉଦ୍ୟମ କରିବ । ତେବେ ବୁଧବାର ପିଚର ପ୍ରସ୍ତୁତି ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ପିଚର…

କବିତା : ସ୍ବାଗତ ଫଗୁଣ

ତରୁଣ କୁମାର ମିଶ୍ର  ଗାଆଁ ମୁଣ୍ଡେ କାଲି ଅଗି ଜଳା ଦେଖି ସକାଳୁ ମାଘୁଆ ଶୀତ , ତା ପେଡ଼ି ପୁଟୁଳା ରୁଣ୍ଡାଇ ଗୋଟାଇ ସଡ଼କେ ଯାଉଛି ଦେଖ । ଆସିଥିଲା ଯେବେ କହୁଥିଲା ବୁଲି ଶିବରାତ୍ରୀ ଯାଏଁ ରହି , ଫେରିବା ଟିକଟ କରିଛି ଆଗରୁ ଜାଗରରେ ଯିବା ପାଇଁ । ତା ଆସିବାବେଳେ ଗେଣ୍ଡୁ…

ରାହୁଲଙ୍କ ‘ରାଫେଲ ଡିଲ୍’ ଫେଲ୍, ୨୦୨୪ରେ ସ୍ୱପ୍ନ ପୂରଣ କରିବ କି ‘ଆଦାନୀ ପ୍ରସଙ୍ଗ’?

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୦୧୯ ସାଧାରଣ ନିର୍ବାଚନରେ ରାହୁଲ ଗାନ୍ଧୀ ରାଫେଲକୁ ନିଜର ମୁଖ୍ୟ ନିର୍ବାଚନୀ ଅସ୍ତ୍ର କରିଥିଲେ। କିନ୍ତୁ ନିର୍ବାଚନରେ ଏବଂ କୋର୍ଟରେ କୌଣସି ପ୍ରକାର ସଫଳ ହୋଇନଥିଲେ ରାହୁଲ ଗାନ୍ଧୀ ଏବଂ ତାଙ୍କ ଦଳ କଂଗ୍ରେସ। ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

JEE ମେନରେ ସାଇ ଇଣ୍ଟରାନ୍ୟାସନାଲ୍ ସ୍କୁଲର ନୂଆ ରେକର୍ଡ

ଭୁବନେଶ୍ୱର: ଜେଇ ମେନ୍-୨୦୨୩ରେ ସାଇ ଇଣ୍ଟରନ୍ୟାସନାଲ ସ୍କୁଲ୍ ନୂଆ ରେକର୍ଡ କରିଛି । ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୧୬ରୁ ଅଧିକ ଛାତ୍ରଛାତ୍ରୀ ଜେଇ ମେନରେ ୯୯ ପ୍ରତିଶତ ସ୍କୋର୍ କରିଛନ୍ତି । ୨୪ ଜଣ ଛାତ୍ରଛାତ୍ରୀ ୯୫ ପ୍ରତିଶତରୁ ଅଧିକ ମାର୍କ ପାଇଥିବା ବେଳେ ୩୧ରୁ ଅଧିକ ବିଦ୍ୟାର୍ଥୀ ୯୦…

ପିଣ୍ଟୁଙ୍କ ଚିକିତ୍ସା ପାଇଁ ୧୦ ଲକ୍ଷ ଟଙ୍କା ଦେଲେ ଅଭିନେତା ଅର୍ଦ୍ଧେନ୍ଦୁ ସାହୁ

ଭୁବନେଶ୍ୱର: ଅସୁସ୍ଥ ପିଣ୍ଟୁ ନନ୍ଦଙ୍କ ଚିକିତ୍ସା ପାଇଁ ବଢାଇଛନ୍ତି ସହାୟତାର ହାତ ବଢ଼ାଇଲେ ଅଭିନେତା ଅର୍ଦ୍ଧେନ୍ଦୁ ସାହୁ । ପିଣ୍ଟୁଙ୍କ ବାସ ଭବନକୁ ଯାଇ ସଫଳ ଅସ୍ତ୍ରୋପ୍ରଚାର ନିମନ୍ତେ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ଅର୍ଦ୍ଧେନ୍ଦୁ । ସାଙ୍ଗରେ ଥିଲେ କ୍ରିଏଟିଭ୍ ହେଡ…

ମହିଳା ପ୍ରିମିୟର ଲିଗ କାର୍ଯ୍ୟସୂଚୀ ଘୋଷିତ

କୋଲକାତା: ମହିଳା ପ୍ରିମିୟର ଲିଗର କାର୍ଯ୍ୟସୂଚୀ ଆଜି ଘୋଷଣା କରାଯାଇଛି । ବିସିସିଆଇ ଦ୍ୱାରା ଆୟୋଜିତ ଏହି ମେଗା ଲିଗ ମାର୍ଚ୍ଚ ୪ରୁ ୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ମୁମ୍ବାଇର ବ୍ରାବୋର୍ଣ୍ଣ ଓ ଡିୱାଇ ପାଟିଲ ଷ୍ଟାଡିୟମରେ ମ୍ୟାଚଗୁଡିକ ଖେଳାଯିବ । ମହିଳା ଟି୨୦ ବିଶ୍ୱକପ ପରେ ଖେଳାଳିମାନଙ୍କ…

ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ କାମରାନ ଆକମଲ

ଲାହୋର: ପାକିସ୍ତାନର ସିନିୟର ୱିକେଟ କିପର ବ୍ୟାଟ୍ସମ୍ୟାନ କାମରାନ ଆକମଲ ମଙ୍ଗଳବାର ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି । ସେ ଜାତୀୟ ଦଳରୁ ଦୀର୍ଘ ଦିନ ହେବ ବାଦ ପଡିଥିଲେ ମଧ୍ୟ ପିଏସଏଲ ଏବଂ ଅନ୍ୟ ଲିଗରେ ଖେଳିବା ଜାରୀ ରଖିଥିଲେ । ଏବେ ସେ କୋଚିଂ ଦାୟିତ୍ୱକୁ ଗମ୍ଭୀରତାର ସହ ନେବେ…

ସୋମାଲିକାଙ୍କ ନିଆଁରେ ଘିଅ ଢ଼ାଳିଲା କଂଗ୍ରେସ

ଜଗତସିଂହପୁର: ତିର୍ତ୍ତୋଲ ବିଧାୟକଙ୍କ ଅଡ଼ୁଆ ବଢ଼ୁଛି । ହାଇକୋର୍ଟ ନିର୍ଦ୍ଦେଶ ପରେ ପୋଲିସ ସୋମାଲିକାଙ୍କ ସାନି ଏତଲାକୁ ଗ୍ରହଣ କରି ମାମଲା ରୁଜୁ କରିଛି । ଇତି ମଧ୍ୟରେ ପୋଲିସ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ସୋମାଲିକା ଦାଶ କରିଥିବା ମାମଲାରେ ସୋମାଲିକାଙ୍କୁ ଜେରା…