Latest Odisha News

BREAKING NEWS

ମଣିଷ କିନ୍ତୁ ରବର କଣ୍ଢେଇ ପରି ଶରୀରକୁ ଯେମିତି ଚାହାନ୍ତି ସେମିତି ମୋଡନ୍ତି

ଗାବନ: ପତଳା ଶରୀର । ଯୁୃଆଡେ ଚାହିଲେ ସିଆଡେ ମୋଡି ହୋଇ ଯାଉଛି । ମୋଡାମୋଡି ଶରୀରରେ ଯିଏ ତାଙ୍କୁ ଦେଖିବ, ଡରିଯିବ । ଲାଗିବ ବୋଧହୁଏ ଶାରୀରିକ ଭିନ୍ନକ୍ଷମ । କିନ୍ତୁ ନା । ସେ ଶାରୀରିକ ଭାବେ ସୁସ୍ଥ ଏବଂ ସକ୍ଷମ । ଏତେ ସକ୍ଷମ ଯେ ତାଙ୍କର ଶରୀର ତାଙ୍କ ନିୟନ୍ତ୍ରଣରେ । ଯୋଗ ହେଉଛି…

ଚିନ୍ମୟ ହୋତାଙ୍କ ‘ଚେତନା ସଫାରୀ ଓ ଅନ୍ୟାନ୍ୟ ଗଳ୍ପ’ ଉନ୍ମୋଚିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ରତ୍ନଚିରା ପବ୍ଲିକେଶନ୍ସ ଆନୁକୂଲ୍ୟରେ ବିଶିଷ୍ଟ ଲେଖକ ଚିନ୍ମୟ ହୋତାଙ୍କର ଗଳ୍ପ ସଙ୍କଳନ 'ଚେତନା ସଫାରୀ ଓ ଅନ୍ୟାନ୍ୟ ଗଳ୍ପ' ଉନ୍ମୋଚିତ ହୋଇଯାଇଛି ।ପ୍ରାବନ୍ଧିକ ବସନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉନ୍ମୋଚନ ଉତ୍ସବରେ ବିଶିଷ୍ଟ ସାହିତ୍ୟିକ…

କବିତା : ଧାନ

ଦେବବ୍ରତ କର ଦଦରା ମାଟି ଚିଆରୀ କାନ୍ଥ ବୁଢ଼ା ବାଉଁଶର ହାଡ଼, କଣିର ଗଣ୍ଠିଆ ଆଙ୍ଗୁଳି, ପତଳା ଖପରା ପରି ମାଟିଚୋପା ଖସିଯାଏ ପରସ୍ତ, ପରସ୍ତ....। ଅସଂଖ୍ୟ ମୂଷାଗାତ ମାଟିରେ ସୁଡ଼ଙ୍ଗ, ଅପହଞ୍ଚ ଅନ୍ଧାରରେ ଧୂସର ସମାଧି ଦୀନତାର କଳାକୃତି, ମାଟିର କୋଣାର୍କ । ଏଠି ମଞ୍ଜ…

ହକି ବିଶ୍ୱକପ: ଭାରତ ୦, ଇଂଲଣ୍ଡ ୦

ରାଉରକେଲା: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ବିଶ୍ୱକପ ହକିର ଏକ ରୋମାଂଚକ ମୁକାବିଲା ଗୋଲ ଶୂନ୍ୟ ଭାବେ ଶେଷ ହୋଇଛି । ଷ୍ଟାଡିୟମରେ ୨୧୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ଏହି ରୋମାଂଚକର ମ୍ୟାଚକୁ ଭରପୂର ଉପଭୋଗ କରିଥିଲେ । ପ୍ରଥମାର୍ଦ୍ଧରେ ଇଂଲଣ୍ଡ ଏବଂ…

ୟୁଏଇ ଫୁଟବଲ ଲିଗ: ମେସିଙ୍କୁ ୨୪୪୦ କୋଟି ଟଙ୍କାରେ ନେଇପାରେ ଅଲ ହିଲାଲ

ରିୟାଦ: କ୍ରିଷ୍ଟିଆନ ରୋନାଲ୍ଡୋ ସାଉଦି ଆରବ କ୍ଲବ ସହିତ ଜଡିତ ହେବା ପରେ ଏବେ ସମସ୍ତଙ୍କ ନଜର ଆର୍ଜେଂଟିନା ଷ୍ଟାର ଲିଓନେଲ ମେସିଙ୍କ ଉପରେ ରହିଛି । ରିପୋର୍ଟ ମୁତାବକ ଅଲ ହିଲାଲ କ୍ଲବ ମେସିଙ୍କୁ ନେବା ପାଇଁ ଉଦ୍ୟମ ଆରମ୍ଭ କରିଛି । ଏପରିକି ବାର୍ଷିକ ୨୪୪୦ କୋଟି ଟଙ୍କା ଦେବା ପାଇଁ କ୍ଲବ…

ହକି ବିଶ୍ୱକପ: ୱେଲ୍ସକୁ ହରାଇ ଖାତା ଖୋଲିଲା ସ୍ପେନ

ରାଉରକେଲା: ଓଡିଶାରେ ଚାଲିଥିବା ବିଶ୍ୱକପ ହକିରେ ରବିବାର ଅନୁଷ୍ଠିତ ପ୍ରଥମ ମୁକାବିଲାରେ ସ୍ପେନ ୫-୧ ଗୋଲରେ ୱେଲ୍ସକୁ ପରାସ୍ତ କରିଛି । ଏଥିସହ ଚଳିତ ବିଶ୍ୱକପରେ ସ୍ପେନ ବିଜୟ ଖାତା ଖୋଲିଛି । ପୂର୍ବରୁ ସ୍ପେନ ୦-୨ ଗୋଲରେ ଭାରତ ନିକଟରୁ ପରାଜିତ ହୋଇଥିଲା । ପ୍ରଥମ କ୍ୱାର୍ଟରରେ ଉଭୟ ଟିମ…

ଅନୁଗୁଳ NH-୫୩ର ସମ୍ପ୍ରସାରଣ ପାଇଁ ୧୭୪ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା ଜାତୀୟ ରାଜପଥ -୫୩କୁ ସମ୍ପ୍ରସାରଣ କରିବା ସହ ଏହାକୁ ଦୁଇ ଲେନ୍ ବିଶିଷ୍ଟ କରିବା ପାଇଁ ୧୭୪.୨୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏନେଇ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନିତୀନ ଗଡକରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ସଚିନଙ୍କୁ ପଛରେ ପକାଇଲେ କୋହଲି, ଶ୍ରୀଲଙ୍କା ସମ୍ମୁଖରେ ୩୯୧ ରନର ଟାର୍ଗେଟ

ଥିରୁୱନ୍ତପୁରମ: ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବିରାଟ କୋହଲି ଓ ଶୁଭମନ ଗିଲ(୧୧୬)ଙ୍କ ଆକର୍ଷଣୀୟ ଶତକ ବଳରେ ଭାରତ ୩୯୧ ରନର ବିଜୟ ଲକ୍ଷ୍ୟ ଶ୍ରୀଲଙ୍କା ସମ୍ମୁଖରେ ରଖିଛି । କୋହଲି ୧୧୦ ବଲର ସମ୍ମୁଖୀନ ହୋଇ ୧୪ ଚୌକା ଓ ୨ ଛକା ବଳରେ ୧୬୬ ରନ କରି ଅପରାଜିତ ରହିଥିଲେ । ଏହା ତାଙ୍କ…

ଶ୍ରୀମନ୍ଦିରରେ ଭିଡ଼ ନିୟନ୍ତ୍ରଣରେ ବିଫଳ କି ପ୍ରଶାସନ ? ଅଣନିଶ୍ୱାସୀ ହେଲେ ଭକ୍ତ

ପୁରୀ: ବ୍ୟାରିକେଡ୍, ଧାଡ଼ି ଦର୍ଶନ । ତଥାପି ଶ୍ରୀମନ୍ଦିରରେ ଭକ୍ତ ହେଉଛନ୍ତି ହଇରାଣ । ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ସୁଧାର ପାଇଁ ପଦକ୍ଷେପ ସତ୍ତ୍ୱେ ସ୍ଥିତି ସୁଧୁରୁନି । ରବିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ହୋଇଥିବା ବେଳେ ଠେଲାପେଲା ସ୍ଥିତି…

ଅବତରଣର ୧୦ ସେକେଣ୍ଡ ପୂର୍ବରୁ ଜଳିଗଲା ବିମାନ, ୧୪ ଦିନ ତଳେ ଉଦଘାଟନ ହୋଇଥିଲା ବିମାନବନ୍ଦର

କାଠମାଣ୍ଡୁ: ବିମାନବନ୍ଦର ଉଦଘାଟନକୁ ମାତ୍ର ୧୪ ଦିନ । ଘଟିଗଲା ବଡ଼ ଅଘଟଣ । ରବିବାର ୟେଟି ଏୟାରଲାଇନ୍ସର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନରେ ୬୮ ଯାତ୍ରୀଙ୍କ ସହ କ୍ରିଉ ମେମ୍ବରଙ୍କୁ ମିଶାଇ ୭୨ ଜଣ ଥିଲେ । ଆଉ ବିମାନ ATR-72 ଅବତରଣର ଠିକ୍ ୧୦ ସେକେଣ୍ଡ ପୂର୍ବରୁ ଜଳି ଯାଇଛି ।…