Latest Odisha News

BREAKING NEWS

୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ଗଲା ୧୨୫ କୋଟି ଟଙ୍କା ସୁଧ ରିହାତି

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ଗ୍ରୁପର ମା ମାନଙ୍କ ହୁଳହୁଳି ଓ କରତାଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ କନ୍‌ଭେନ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ରାଜ୍ୟର…

ଆଘାତ ସମସ୍ୟା ଯୋଗୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜରୁ ଓହରିଲେ ବୁମରାହ

ନୂଆଦିଲ୍ଲୀ: ଆଘାତ ସମସ୍ୟା ଯୋଗୁ ଭାରତର ପେସ ବୋଲର ଯଶପ୍ରୀତ ବୁମରାହ ଶ୍ରୀଲଙ୍କା ବିପକ୍ଷ ଦିନିକିଆ କ୍ରିକେଟ ସିରିଜରୁ ଓହରି ଯାଇଛନ୍ତି । ଗତ ବର୍ଷ ସେପ୍ଟମ୍ବରରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପୂର୍ବରୁ ସେ ଆଘାତପ୍ରାପ୍ତ ହୋଇ ଦଳରୁ ଓହରି ଯାଇଥିଲେ । ସମ୍ପୂର୍ଣ୍ଣ ଫିଟ ହେବା ପରେ ସପ୍ତାହ…

ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର : ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ୯୭ତମ ଜୟନ୍ତୀ ଉତ୍ସବ ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶୀ ନୃତ୍ୟଗୁରୁ ନିତ୍ୟାନନ୍ଦ ଦାସ, ସୁକାନ୍ତ କୁମାର କୁଣ୍ଡୁ, ପ୍ରୀତିପ୍ରଜ୍ଞା ନାୟକ, ସୌମ୍ୟା ଶୁଭଦର୍ଶିନୀ,…

କବିତା : ସମ୍ପର୍କ

ସବିତା ତ୍ରିପାଠୀ କିଛି ସମ୍ପର୍କ ସାଉଁଟି ଥାଏ ସ୍ମୃତି ସବୁ ଜୀବନର, କିଛି ସମ୍ପର୍କ ଭେଟିଦିଏ ମୂଲ୍ୟହୀନ ସମୟ ଆମ ଜୀବନର,,,,, ସମ୍ପର୍କ ତ ଗଢିଉଠେ ଅନେକ କିନ୍ତୁ ମନ ଖୋଲି କଥା ହେବାକୁ ଦିପଦ, ଓଠ ପାଲଟିଥାଏ ମୁକ କିଛି ସମ୍ପର୍କ ଆଗେ ହାରିଯାଏ ଆମ ନିର୍ମଳ ହୃଦୟ, ମନଟା ଖଳ…

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଏମ୍ସ ପରିଦର୍ଶନର କିଛି ସମୟ ପରେ ଖସିଲା ସିଲିଂ, ୨ ଆହତ

ଭୁବନେଶ୍ୱର: ବିଭିନ୍ନ ସମୟରେ ଭୁବନେଶ୍ୱର ଏମ୍ସ ଚର୍ଚ୍ଚାରେ ରୁହେ । ସର୍ବାଧିକ ଚର୍ଚ୍ଚା ହୁଏ ରୋଗୀ ସେବାକୁ ନେଇ । ଘଣ୍ଟା ଘଣ୍ଟା, ରାତି ରାତି ଶୀତ କାକରରେ ପଡ଼ି ରହିବା ପରେ ଏମ୍ସ ଡାକ୍ତର ରୋଗୀ ଦେଖନ୍ତି । ଏବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟେ ଭୁବନେଶ୍ୱରରେ ଥିବା ବେଳେ…

ଟ୍ରକ୍ ଧକ୍କାରେ ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ

ଅନୁଗୁଳ: ସଡ଼କ ଦୁର୍ଘଟଣାରେ ୨ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ନିକଟରେ ବାଇକକୁ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା…

ଏଠାରେ ଆୟୋଜିତ ହେଉଛି ଭୂତ ମେଳା

ମଲାଜପୁର: ବୈତୁଲ ଜିଲ୍ଲାର ମଲାଜପୁରରେ ଥିବା ପ୍ରସିଦ୍ଧ ଗୁରୁ ସାହେବ ବାବା ସନ୍ଥ ଦେବ ସମାଧି ସ୍ଥଳରେ ସବୁ ବର୍ଷ ଆୟୋଜିତ ହୁଏ ଘୋଷ୍ଟ ଫେୟାର ବା ଭୂତ ମେଳା । ପ୍ରାୟ ୪୦୦ ବର୍ଷ ହେବ ଏଠାରେ ଏହା ଆୟୋଜିତ ହୋଇ ଆସୁଛି । ପୌଷ ପୂର୍ଣ୍ଣିମାରୁ ଏହି ମେଳା ଆରମ୍ଭ ହୋଇଥାଏ । ରାଜସ୍ଥାନ,…

ପୋଖରୀରେ ବୁଡିଗଲେ ଦୁଇ ଭଉଣୀ

ବ୍ରହ୍ମପୁର: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଖମାରପଲ୍ଲୀ ଗ୍ରାମର ନୂଆସାହି ହରିଜନ ସାହିର ଦୁଇ ଜଣ ଭଉଣୀ ପୋଖରୀରେ ଗାଧୋଉଥିବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି। ମୃତକମାନେ ହେଲେ ବୁଲୁ ନାଇକଙ୍କ ଦୁଇ ଝିଅ ୧୦ବର୍ଷର ଝିଅ ସାଲିନ ଏବଂ ୮ବର୍ଷର ସୋନାଲିକା। ରବିବାର…

ସ୍ତ୍ରୀର ଅଶ୍ଳୀଳ ଫୋଟ ଭାଇରଲ ଅଭିଯୋଗରେ ସ୍ୱାମୀ ଗିରଫ

ବ୍ରହ୍ମପୁର: ସ୍ତ୍ରୀର ଅଶ୍ଳୀଳ ଫୋଟ ସୋସିଆଲ ମିଡିଆରେ ପୋଷ୍ଟ କରିବା ସହ ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ୱାମୀକୁ ଗିରଫ କରିଛି ଗଞ୍ଜାମ ଜିଲାର ବୁଗୁଡ଼ା ପୋଲିସ। ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ଥାନା ମାଣିତରା ପଞ୍ଚାୟତ ଅନ୍ତର୍ଗତ ମଙ୍ଗରାଜପୁର ଡାଙ୍ଗିସାହିର ରାଜେନ୍ଦ୍ର ପ୍ରଧାନ ଓରଫ ମୁନା…

ଭାରତରେ ଏକ ନମ୍ବର ହଲିଉଡ ଫିଲ୍ମ ହେଲା ଅବତାର ୨

ମୁମ୍ବାଇ: ଜେମ୍ସ କାମେରୁନଙ୍କ ଅବତାର ୨ ଫିଲ୍ମ ସାରା ବିଶ୍ୱରେ ଜବରଦସ୍ତ ବ୍ୟବସାୟ କରୁଛି । ରିପୋର୍ଟ ମୁତାବକ ଏହା ପାଖାପାଖି ୧୩ ହଜାର କୋଟି ଟଙ୍କାର ବ୍ୟବସାୟ କରିସାରିଛି । ଭାରତରେ ମଧ୍ୟ ଏହା ରେକର୍ଡ ବ୍ୟବସାୟ ଜାରୀ ରଖିଛି । ରବିବାର ଆଡଭାନ୍ସ ବୁକିଂ ରିପୋର୍ଟ ଆସିବା ପରେ ଏହା ୩୭୨.୨୫…