Latest Odisha News

BREAKING NEWS

ରଣଜୀ ଟ୍ରଫି: ହରିୟାଣାର ୩୩୮ ରନ ଜବାବରେ ଓଡିଶା ୨୦୪/୩

କଟକ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ହରିୟାଣା ବିପକ୍ଷରେ ଦ୍ୱିତୀୟ ଦିବସ ଖେଳ ଶେଷ ସୁଦ୍ଧା ଓଡିଶା ୩ ୱିକେଟ ବିନିମୟରେ ୨୦୪ ରନ ସଂଗ୍ରହ କରିଛି । ଅନୁରାଗ ଷଡଙ୍ଗୀ ଓ ଶାନ୍ତନୁ ମିଶ୍ର ଅର୍ଦ୍ଧଶତକ ହାସଲ କରିଥିଲେ । ଅନୁରାଗ ୬୩ ଓ ଶାନ୍ତନୁ ୬୦ ରନ କରି ପ୍ୟାଭିଲିୟନ ଫେରି ଯାଇଥିଲେ । ଷ୍ଟମ୍ପସ…

ହକି ପାଇଁ ବିଡିଏ ଗଠନ କଲା ୧୭ଟି ଏନଫୋର୍ସମେଣ୍ଟ ସ୍କ୍ୱାଡ୍, ଜାନୁଆରୀ ପହିଲାରୁ ତନାଘନା

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ଭୁବନେଶ୍ୱର ସଜ୍ଜେଇ ହେଉଛି । ସହରକୁ ସରସ ସୁନ୍ଦର କରିବାକୁ ବିଏମସି ସହ ଅଣ୍ଟା ଭିଡ଼ିଛି ବିଡିଏ । ବିଶେଷ କରି ବିଶ୍ୱକପ୍ ହକି ସମୟରେ ରାସ୍ତାକଡ଼ରେ ଉଠା ଦୋକାନ, ରାସ୍ତା ଉପରେ ଯେଭଳି ଗାଡ଼ି ପାର୍କିଂ ନ ହେବ ସେଥିପ୍ରତି ବିଡିଏ ଦୃଷ୍ଟି ଦେଇଛି ।…

ବନ୍ଧା ହେଲେ ଜଗତସିଂହପୁର ଡେପୁଟି କଲେକ୍ଟର, ଆୟଠୁ ଅଧିକ ୧୯୧% ସମ୍ପତ୍ତି ଠାବ

ଭୁବନେଶ୍ୱର: ଆୟଠୁ ଅଧିକ ୧୯୧ ପ୍ରତିଶତ ସମ୍ପତ୍ତି ଠାବ ପରେ ଭିଜିଲାନ୍ସ ଜଗତସିଂହପୁର ଡେପୁଟି କଲେକ୍ଟରଙ୍କୁ ଗିରଫ କରିଛି । ଡେପୁଟି କଲେକ୍ଟରଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମଧ୍ୟରେ ୫ଟି ଫ୍ଲାଟ୍, ୨ଟି ଦୁଇ ମହଲା କୋଠା, ୧୧ଟି ପ୍ଲଟ ସହ ୪୮.୭୧ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଓ ବୀମା ଏବଂ ୧.୮୫…

ଜେଲରୁ ମୁକୁଳିଲେ ଏନସିପି ନେତା ଅନୀଲ ଦେଶମୁଖ

ମୁମ୍ବାଇ: ପ୍ରାୟ ୧ ବର୍ଷ ହେବ ଜେଲରେ ରହିବା ପରେ ମୁକୁଳିଛନ୍ତି ଅନୀଲ ଦେଶମୁଖ । ୧୦୦ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗରେ ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟିର ଏହି ନେତା ଆର୍ଥର ଜେଲରେ ଦଣ୍ଡ ଭୋଗୁଥିଲେ । ବମ୍ବେ ହାଇକୋର୍ଟ ତାଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି । ସେ ଜେଲରୁ ମୁକୁଳିବା…

ଝାଡଖଣ୍ଡ ଅଭିନେତ୍ରୀଙ୍କୁ ହାୱାଡାରେ ଗୁଳି କରି ହତ୍ୟା

କୋଲକାତା: ତୁନୀଷା ଶର୍ମାଙ୍କ ଆତ୍ମହତ୍ୟା ପରେ ଚଳିତ ବର୍ଷ ଶେଷ ଭାଗରେ ଆଉ ଏକ ଦୁଃଖଦ ଖବର ହସ୍ତଗତ ହୋଇଛି । ଝାଡଖଣ୍ଡର ଲୋକପ୍ରିୟ ଅଭିନେତ୍ରୀ ରିୟା କୁମାରୀଙ୍କୁ ହାୱାଡାରେ ଗୁଳି କରି ହତ୍ୟା କରାଯାଇଛି । ସେ ତାଙ୍କ ପରିବାର ସହ ହାୱାଡା ଦେଇ କୋଲକାତା ଯାଉଥିଲେ । ତାଙ୍କ ସହ ସ୍ୱାମୀ ପ୍ରକାଶ…

ସୋସିଆଲ ମିଡିଆର ଚର୍ଚ୍ଚିତ ଚେହେରା ଲୀନା କଲେ ଆତ୍ମହତ୍ୟା

ରାୟପୁର: ସୋସିଆଲ ମିଡିଆ ମାଧ୍ୟମରେ ଚର୍ଚ୍ଚିତ ହେବା ପରେ ଅନେକ ଯୁବକ, ଯୁବତୀ ଆତ୍ମହତ୍ୟା କରୁଥିବା ଖବର ହସ୍ତଗତ ହେଉଛି । ଏହି ତାଲିକାରେ ଯୋଡି ହୋଇଛନ୍ତି ରାୟପୁରର ୨୩ ବର୍ଷୀୟର ଲୀନା ନାଗବଂଶୀ । ସେ ତାଙ୍କ ଛାତ ଉପରେ ବେକରେ ଓଢ଼ଣୀ ଲଗାଇ ଝୁଲି ପଡିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ…

ଅନୁବାଦକ ଅଜୟ କୁମାର ପଟ୍ଟନାୟକ ପାଇଲେ ‘ସୁମିତ୍ରା ସ୍ମାରକୀ ଅନୁବାଦ ପୁରସ୍କାର’

କଟକ : ସାରଳା ସାହିତ୍ୟ ସଂସଦ ପକ୍ଷରୁ, ସାରଳା ଭବନ ପରିସରରେ ଆୟୋଜିତ ଏକ ଭବ୍ୟ ସାରସ୍ୱତ ଉତ୍ସବରେ ବିଶିଷ୍ଟ ଅନୁବାଦକ ଅଜୟ କୁମାର ପଟ୍ଟନାୟକଙ୍କୁ ଚଳିତ ବର୍ଷ ପାଇଁ ‘ସୁମିତ୍ରା ସ୍ମାରକୀ ଅନୁବାଦ ପୁରସ୍କାର’ ପ୍ରଦାନ କରାଯାଇଛି। ସାରଳା ସାହିତ୍ୟ ସଂସଦର ପ୍ରତିଷ୍ଠାତା ତଥା ସଭାପତି ପ୍ରଭାକର…

ମେସି ସାଇନ କରିଥିବା ଜର୍ସି ପିନ୍ଧିଲେ ଧୋନୀଙ୍କ ଝିଅ ଜୀଭା

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜୀଭା ଫୁଟବଲର ମହାନ ଖେଳାଳି ଆର୍ଜେଂଟିନାର ଲିଓନେଲ ମେସିଙ୍କ ବଡ ପ୍ରଶଂସକ । ଆର୍ଜେଂଟିନା ବିଶ୍ୱକପ ଜିତିବା ପରେ ମେସିଙ୍କ ସାଇନ ଥିବା ଜର୍ସି ପିନ୍ଧି ଫଟୋ ଉଠାଇଛନ୍ତି ଜୀଭା ଧୋନୀ । ଇନଷ୍ଟାଗ୍ରାମରେ ଧୋନୀ ଏହି ଫଟୋ ଶେୟାର କରିବା…

ଏକକ, ଯୁଗଳ ଓ ଦଳଗତ ଓଡ଼ିଶୀ ନୃତ୍ୟରେ ଦର୍ଶକଙ୍କ ମନ ମୋହିଲେ ନୃତ୍ୟଶିଳ୍ପୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆନ୍ତର୍ଜାତିକ ଓଡ଼ିଶୀ ନୃତ୍ୟ ମହୋତ୍ସବର ଦ୍ଵିତୀୟ ଦିବସ ଅବସରରେ ଖ୍ୟାତନାମା ନୃତ୍ୟଶିଳ୍ପୀମାନଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷିତ ହୋଇଯାଇଛି । ଏହି…

ରୂପକୁମାରଙ୍କ ଆଉ ଏକ ଖୁଲାସା:ଲାଗୁଥିଲା ସୁଶାନ୍ତଙ୍କ ଆଖିକୁ କିଏ ମୁଥା ମାରିଛି, ଭୟରେ କହି ନ ଥିଲି

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ଏବେ ନୂଆ ମୋଡ ନେଇଛି । ପୋଷ୍ଟମର୍ଟମ ଷ୍ଟାଫ ରୂପକୁମାର ଶାହ ବୁଧବାର ଆଉ ଏକ ଖୁଲାସା କରିଛନ୍ତି । ସୁଶାନ୍ତଙ୍କ ଶବ ଯେତେବେଳେ ପୋଷ୍ଟମର୍ଟମ ପାଇଁ ଅଣା ଯାଇଥିଲା ସେତେବେଳେ ତାଙ୍କ ଆଖିରେ ଆଘାତ ଲାଗିଥିବା ସ୍ପଷ୍ଟ ଭାବେ ଜଣା ପଡୁଥିଲା । ସତେ…