+୨ ପିଲାଙ୍କ ଇମ୍ପ୍ରୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ, ଗୋଟିଏ ବିଷୟରେ ଉନ୍ନତି ପାଇଁ ପରୀକ୍ଷା ସୁଯୋଗ
ଭୁବନେଶ୍ୱର: +୨ ପିଲାଙ୍କ ଇମ୍ପ୍ରୁଭମେଣ୍ଟ ପାଇଁ ନୂଆ ପଦକ୍ଷେପ। ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ପରୀକ୍ଷାର୍ଥୀଙ୍କୁ ମାର୍କରେ ଉନ୍ନତି ପାଇଁ ଗୋଟିଏ ବିଷୟରେ ପରୀକ୍ଷା ଦେବାକୁ ସୁଯୋଗ ମିଳିବ। ପରୀକ୍ଷା ଫଳାଫଳର ୬୦ ଦିନ ଭିତରେ ଇମ୍ପ୍ରୁଭ୍ମେଣ୍ଟ ତଥା ଉନ୍ନତି ପରୀକ୍ଷା ଦେବେ ଓ ରେଜଲ୍ଟ ମଧ୍ୟ…