Latest Odisha News

BREAKING NEWS

ନ୍ୟୁୟର୍କରେ ବମ୍ବ ସାଇକ୍ଲୋନ: ମାଇନସ ୪୫ ଡିଗ୍ରୀକୁ ଖସିଲା ତାପମାତ୍ରା

ଶିକାଗୋ: ଆମେରିକାରେ ବଡ ସମସ୍ୟା ସୃଷ୍ଟି କରୁଛି ବମ୍ବ ସାଇକ୍ଲୋନ । ରାସ୍ତାଘାଟ ଏବେ ଶୂନଶାନ । ତୁଷାର ଝଡକୁ ହ୍ରାସ ତାପମାତ୍ରା ସାଧାରଣ ଜନତାଙ୍କୁ ଅସ୍ତବ୍ୟସ୍ତ କରି ପକାଉଛି । ଶନିବାର ଏ ନେଇ ନ୍ୟୁୟର୍କରେ ଏର୍ମଜେନ୍ସି ଘୋଷଣା କରାଯାଇଛି । ପଶ୍ଚିମ ମୋଂଟାନା ରାଜ୍ୟରେ ତାପମାତ୍ରା ମାଇନସ ୪୫…

କବିତା : ଏମିତି ଜୀବନ

ଉମାକାନ୍ତ ଦାସ ଜୀବନ ଉଦ୍ଯାନେ ଫୁଟେ କେତେ ଫୁଲ ଫୁଟେ ପୁଣି କେତେ କଢି, କେ ବାସ ଚହଟେ ନ ଦେଖି କିରଣ ଗଛୁ ଯାଏ କିଏ ଝଡି।। ଜନନୀ ଜଠରୁ ଆସିଥିଲା ଯେବେ ଦେଇଥିଲା ରାଆ ରଡି, ରାମ ନାମ ନେଇ ସମାଜ କଲ୍ଯାଣେ ଉଠିବ ସେ ପୁଣି ଭିଡି ।। ଶୈଶବୁ କିଶୋର ହେଲା ପରେ ତାକୁ ଯୌବନ…

ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ, ‘ପ୍ରତିଭା ଓ ଦକ୍ଷତାର ଅଭାବ ନାହିଁ’: ରାଜ୍ୟପାଳ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ନିକଟରେ ପ୍ରତିଭା ଓ ଦକ୍ଷତାର ଅଭାବ ନାହିଁ । ସେମାନେ ଭଲ ପରିବେଶ ଓ ପ୍ରୋତ୍ସାହନ ପାଇଲେ ସମୟ ଭିତ୍ତିକ ପ୍ରଦର୍ଶନ କରିପାରିବେ । ପ୍ରଯୁକ୍ତି ବିଦ୍ୟା ଚେତନାରେ ରୂପାନ୍ତରିତ ହେବା ଦରକାର । ଫଳରେ ଛାତ୍ରଛାତ୍ରୀମାନେ ସଫଳତାର ଅନ୍ତିମ ସୋପାନରେ ପହଞ୍ଚି ପାରିବେ।…

ଓଡିଶାର ନିପେନ୍ଦ୍ର ଦାଶ ବିହାର ଫୁଟବଲ ଟିମର ମୂଖ୍ୟ କୋଚ ନିଯୁକ୍ତ

ଭୁବନେଶ୍ୱର: ଓଡିଶାର ପୂର୍ବତନ ଅଧିନାୟକ ନିପେନ୍ଦ୍ର କୁମାର ଦାସଙ୍କୁ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି । ବିହାର ଫୁଟବଲ ଟିମର ମୂଖ୍ୟ କୋଚ ନିଯୁକ୍ତ ହୋଇଛନ୍ତି । ଏ ନେଇ ବିହାର ଫୁଟବଲ ଆସୋସିଏଶନ ପକ୍ଷରୁ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି । ସନ୍ତୋଷ ଟ୍ରଫି ପାଇଁ ବିହାର…

କଟକ ଏବଂ ବରଗଡ଼ରୁ ପୁଣି ନକଲି ଔଷଧ ଜବତ

ଭୁବନେଶ୍ୱର: ପୁଣି ଜବତ ହୋଇଛି ନକଲି ଔଷଧ । ଆଜି କଟକ ଓ ବରଗଡ଼ର ଦୁଇଟି ଗୋଦାମରୁ ନକଲି ଔଷଧ ଜବତ କରାଯାଇଛି । ଏ ବିଷୟରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ କହିଛନ୍ତି, ସନ୍ଦେହାତ୍ମକ ଔଷଧ ପ୍ରସ୍ତୁତିରେ ଲିପ୍ତ ସଂସ୍ଥାକୁ…

ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା, କନ୍ଧମାଳ ଓ ପୁରୀ ଉପରେ ଫୋକସ୍

ଭୁବନେଶ୍ୱର: ଚଳିତବର୍ଷ ଦ୍ୱିତୀୟ ଥର ପାଇଁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୮ ତାରିଖରେ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସି କନ୍ଧମାଳ ଓ ପୁରୀ ଲୋକସଭା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏନେଇ ରାଜ୍ୟ…

ଫ୍ରାନ୍ସ ଅଭିମୁଖେ ବିକିନୀ କିଲର, ନେପାଳ ଆସିବା ଉପରେ ଆଜୀବନ କଟକଣା

ଦୋହା: କୁଖ୍ୟାତ ବିକିନ କିଲର ଚାର୍ଲସ ଶୋଭରାଜ ନେପାଳ ଜେଲରୁ ମୁକ୍ତ ହୋଇଛନ୍ତି । ଜେଲରୁ ବାହାରିବା ପରେ ତ୍ରିଭୁବନ ବିମାନ ବନ୍ଦର ତାଙ୍କୁ ନିଆଯାଇଥିଲା । ଏହାପରେ କାତାର ଏୟାରୱେଜ ବିମାନରେ ତାଙ୍କୁ ଫ୍ରାନ୍ସ ପଠାଯାଇଛି । ପ୍ରଥମେ ସେ ଦୋହା ଯିବେ, ସେଠାରୁ ଆଉ ଏକ ବିମାନରେ ଫ୍ରାନ୍ସ ଅଭିମୁଖେ…

ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟୋରେଟ୍‍

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ, କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି । ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ…

ରଣଜୀ ଟ୍ରଫି: ଓଡିଶାର ଇନିଂସ ପରାଜୟ

ଡେରାଡୁନ: ଚଳିତ ରଣଜୀ ଟ୍ରଫି କ୍ରିକେଟରେ ଓଡିଶାର ନୈରାଶ୍ୟଜନକ ପ୍ରଦର୍ଶନ ଜାରୀ ରହିଛି । ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଦଳର ପ୍ରଦର୍ଶନ ସେଭଳି ସନ୍ତୋଷଜନକ ରହୁ ନାହିଁ । ଶୁକ୍ରବାର ଉତରାଖଣ୍ଡ ବିପକ୍ଷରେ ଓଡିଶା ଇନିଂସ ପରାଜୟବରଣ କରିଛି । ଅନ୍ତିମ ଦିବସରେ ଓଡିଶା ୧୬୫ ରନ କରି ଅଲଆଉଟ ହୋଇ…

କେମିତି ଆତ୍ମହତ୍ୟା କରିଥିଲେ ଗୋବିନ୍ଦ ? କଣ୍ଟାବାଞ୍ଜି ସବ୍ ଜେଲରେ ହେଲା ସିନ୍ ରିକ୍ରିଏସନ୍

ଭୁବନେଶ୍ୱର: କଣ୍ଟାବାଞ୍ଜି ସବଜେଲରେ ଗୋବିନ୍ଦ ସାହୁ ଆତ୍ମହତ୍ୟାର ସିନ୍ ରିକ୍ରିଏସନ୍ କରିଛି କ୍ରାଇମବ୍ରାଞ୍ଚ । ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ କଣ୍ଟାବାଞ୍ଜି ଜେଲରେ ଆତ୍ମହତ୍ୟା କରିଥିଲେ । ତେବେ ଜେଲ୍ ଭିତରେ କଡ଼ା ସୁରକ୍ଷା ଥାଇ କିଭଳି ଗୋବିନ୍ଦ ଆତ୍ମହତ୍ୟା କଲେ…