ବିର୍ସା ମୁଣ୍ଡା ଷ୍ଟାଡିୟମ ସହ ରାଉରକେଲା ବିମାନବନ୍ଦର ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସାଶନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ 5T ଭି.କେ ପାଣ୍ଡିଆନ୍ । ଉଭୟ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ…