ଫିଫା ବିଶ୍ୱକପ: କ୍ୱାର୍ଟର ଫାଇନାଲ ଲାଇନ ଅପ ଚୂଡାନ୍ତ
ଦୋହା: ଫିଫା ବିଶ୍ୱକପ କ୍ୱାର୍ଟର ଫାଇନାଲ ଲାଇନଅପ ଚୂଡାନ୍ତ ହୋଇଯାଇଛି । ଆଉ ୨ଟି ପର୍ଯ୍ୟାୟ ପରେ କିଏ ହେବ ଚାମ୍ପିୟନ ତାହା ସ୍ପଷ୍ଟ ହେବ । ପ୍ରି-କ୍ୱାର୍ଟରରେ ସ୍ପେନକୁ ହରାଇ ମରକ୍କୋ ଆଉ ଏକ ନାଟକୀୟ ଫଳାଫଳ ପ୍ରଦାନ କରିଛି । ନେଦରଲାଣ୍ଡ ୩-୧ରେ ଆମେରିକାକୁ, ଆର୍ଜେଂଟିନା ୨-୧ରେ…