Latest Odisha News

BREAKING NEWS

HSRP ଲଗାଇବା କ୍ଷେତ୍ରରେ ଓଡ଼ିଶା ମଡେଲ୍, ୬ ମାସରେ ୩୩ ଲକ୍ଷ ବୁକିଂ

କଟକ: ସୁପ୍ରିମକୋର୍ଟ୍‌ଙ୍କ ନିର୍ଦ୍ଦେଶ ଅନୁସାରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଗାଡ଼ିଗୁଡ଼ିକରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବା କ୍ଷେତ୍ରରେ ଓଡ଼ିଶା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି । ମାତ୍ର ୬ ମାସ ଭିତରେ ୩୩ ଲକ୍ଷରୁ ଊର୍ଦ୍ଧ୍ୱ ଗାଡ଼ିରେ…

ଓଡ଼ିଶାରେ ଶିଶୁ ଅପପୁଷ୍ଟି ଓ ଗେଡ଼ାପଣ ଦୂର ଅଭିଯାନ ପାଇଁ ପୃଷ୍ଠଭୂମି ପ୍ରସ୍ତୁତ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାରେ ଶିଶୁ ଅପପୁଷ୍ଟି ଓ ଗେଡାପଣ କମାଯାଇ ପାରିବ ଏବଂ ଏଥିପାଇଁ ପୂର୍ଣ୍ଣ କ୍ଷେତ୍ର ପ୍ରସ୍ତୁତ କରାଯାଉଛି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ।  ଆଜି ହୋଟେଲ ମେ ଫେୟାରଠାରେ ଅନୁଷ୍ଠିତ ଭାରତରେ ଶିଶୁ ଅପପୁଷ୍ଟି ଓ ଗେଡାପଣ ନିରାକରଣ ଶୀର୍ଷକ…

ଆସନ୍ତା ୧୧ରେ ବିଜେବି ଫ୍ରେଣ୍ଡସର ବନ୍ଧୁ ମିଳନ

ଭୁବନେଶ୍ୱର: ବିଜେବି କଲେଜ ପୁରାତନ ଛାତ୍ର ସଂଘ 'ବିଜେବି ଫ୍ରେଣ୍ଡସ'ର ବନ୍ଧୁ ମିଳନ ଆସନ୍ତା ୧୧ ତାରିଖ ଦିନ ଆୟୋଜିତ ହେବାକୁ ଯାଉଛି | ଏ ନେଇ ମଙ୍ଗଳବାର ବିଜେବି ଫ୍ରେଣ୍ଡସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ବିଗତ ୨ ବର୍ଷ ହେବ ମହାମାରୀ କରୋନା କାରଣରୁ ବନ୍ଧୁ ମିଳନ ହୋଇ…

ରଣଜୀ ଟ୍ରଫିରେ ନିଯୁକ୍ତ ହେବେ ମହିଳା ଅମ୍ପାୟର୍ସ

ମୁମ୍ବାଇ: ବିସିସିଆଇ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛି । ପୁରୁଷ ଘରୋଇ କ୍ରିକେଟ ରଣଜୀ ଟ୍ରଫିରେ ଏଥର ମହିଳା ଅମ୍ପାୟରଙ୍କୁ ନିଯୁକ୍ତ କରାଯିବ । ବିସିସିଆଇର ଜନୈକ ଅଧିକାରୀ ନାମ ପ୍ରକାଶ ନ କରି ଏହା କହିଛନ୍ତି । ବୃନ୍ଦା ରାଠୀ ଜନନୀ ନାରାୟଣନ ଓ ଗାୟତ୍ରୀ ବେଣୁଗୋପଳନଙ୍କୁ…

ପୁରୀ ମେଡିକାଲ ସମସ୍ୟା ନେଇ ଛାତ୍ର କଂଗ୍ରେସର ସିଡିଏମଓଙ୍କ କାର୍ଯ୍ୟାଳୟ ଘେରାଉ

ପୁରୀ: ପୁରୀ ସଦର ମହକୁମା ଡାକ୍ତରଖାନାର ବିଭିନ୍ନ ସମସ୍ୟା ନେଇ ଆଜି ଜିଲ୍ଲା ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ସିଡିଏମଓ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା । ସେମାନେ ସିଡିଏମଓଙ୍କ ନିକଟରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିଥିଲେ । ଏଥିରେ ୫ ଦଫା ଦାବୀକୁ କାର୍ଯ୍ୟକାରୀ କରିବା ପାଇଁ ସେମାନେ…

୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ: ଭାରତର ନେତୃତ୍ୱ ନେବେ ଶେଫାଳୀ

ମୁମ୍ବାଇ: ୧୯ ବର୍ଷରୁ କମ ମହିଳା ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଷ୍ଟାର ବ୍ୟାଟର ଶେଫାଳୀ ବର୍ମା ଦଳର ନେତୃତ୍ୱ ନେବେ । ଚଳିତ ମାସ ୨୭ରୁ ଆରମ୍ଭ ହେବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ ପାଇଁ ମଧ୍ୟ ତାଙ୍କୁ ନେତୃତ୍ୱ ଭାର ପ୍ରଦାନ କରାଯାଇଛି ।…

ନିୟମିତ ସୋରିଷ ତେଲ ବ୍ୟବହାର କରନ୍ତୁ, ମିଳିବ ଏମିତି ଫାଇଦା

ସୋରିଷ ତେଲ ପ୍ରାୟତଃ ସମସ୍ତଙ୍କ ରୋଷ ଘରେ ମିଳିଥାଏ। ଖାଦ୍ୟର ସ୍ଵାଦ ବଢାଇବା ସହିତ ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ବେଶ ଉପକାରୀ। ଏହା ସ୍ୱାସ୍ଥ୍ୟ ଜନିତ ବିଭିନ୍ନ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରେ। ତେବେ ଆସନ୍ତୁ ସୋରିଷ ତେଲର ଉପକାରିତା ସମ୍ପର୍କରେ ଜାଣିବା  । -ସୌନ୍ଦର୍ଯ୍ୟ…

କୁକୁଡ଼ା ରାବ ଶୁଣି ରାଗିଗଲେ ମୋଦି, ଦେଲେ ଏଫଆଇଆର

ଇନ୍ଦୋର: ସକାଳୁ ସକାଳୁ କୁକୁଡ଼ା ରାବ ଶୁଣିଲେ ନିଦ ଭାଙ୍ଗୁଥିଲା । ଅଳସ ଭାଙ୍ଗି ମଣିଷ ଦିନଚର୍ଯ୍ୟାରେ ଲାଗି ଯାଉଥିଲା । ହେଲେ ଆଜିକାଲି କୁକୁଡା ରାବ ତ ଶୁଣିବାକୁ ମିଳୁନି । ଯଦି ବା କେଉଁଠି ଶୁଣିବାକୁ ମିଳୁଛି ତାହା ଲୋକଙ୍କୁ ଅରୁଚିକର ଲାଗୁଛି, ବିରକ୍ତ କରୁଛି । ଏହି ବିରକ୍ତି ଏବେ…

ତେଜୁଛି ବିସିସିଆଇ-ପିସିବି ବିବାଦ; ପାକିସ୍ତାନି ଖେଳାଳୀ ଦେଲେ ବଡ଼ ବୟାନ

ନୂଆାଦିଲ୍ଲୀ: ଭାରତୀୟ କ୍ରିକେଟ ବୋଡ଼ ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ ମଧ୍ୟରେ  ବିବାଦ ଲାଗି ରହିଥିବାବେଳେ ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦ୍ । କ୍ରିକେଟ ଦୁଇ ଦେଶର ସମ୍ପର୍କର; ସୁଧାର ଆଣିବ ବୋଲି ସେ କହିଛନ୍ତି । ବିସିସିଆଇ ଏବଂ…