ହଠାତ ବାଂଲାଦେଶ ସିରିଜରୁ ବାଦ ପଡିଲେ ପନ୍ତ
ଢ଼ାକା: ଭାରତ-ବାଂଲାଦେଶ ଦିନିକିଅ ସିରିଜ ଆଜିଠାରୁ ଆରମ୍ଭ ହୋଇଛି । ପ୍ରଥମ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଆଶ୍ଚର୍ଯ୍ୟଜନକ ଭାବେ ୱିକେଟ କିପର ରିଷଭ ପନ୍ତଙ୍କୁ ଦଳରୁ ବାଦ ଦିଆଯାଇଛି । ଆଘାତ ସମସ୍ୟା ଯୋଗୁ ସେ ଓହରି ଯାଇଥିବା କୁହାଯାଉଥିବା ବେଳେ ବିସିସିଆଇର ଏହି ନିଷ୍ପତି ସମସ୍ତଙ୍କୁ…