Latest Odisha News

BREAKING NEWS

ବଡ ପରେ ଭାଇରାଲ ହେଲା କିମ୍‌ ଜୋଙ୍ଗଙ୍କ ସାନ ଝିଅର ଫଟୋ

ପ୍ୟୋଙ୍ଗୟାଙ୍ଗ: ନର୍ଥ କୋରିଆର ତାନାଶାହ କିମ ଜୋଙ୍ଗଙ୍କୁ ନେଇ ଗଣମାଧ୍ୟମରେ ଗତ କିଛି ଦିନ ହେଲା ଚର୍ଚ୍ଚା ଜୋର ଧରିଛି । କେତେବେଳେ ମିସାଇଲ ପରୀକ୍ଷଣ ତ କେତେବେଳେ ନିଷ୍ଠୁର ଦଣ୍ଡପ୍ରଦାନ ପାଇଁ କିମ ଜୋଙ୍ଗ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଆଜିକାଲି କିମ ଜୋଙ୍ଗ ନିଜ ଝିଅମାନଙ୍କୁ ନେଇ…

କୋଟିପତି ଭିକାରୀ: ସମ୍ପତି ତାଲିକା ଶୁଣିଲେ ହୋସ ଉଡ଼ିଯିବ

ବ୍ରିଟେନ: ଭିକାରୀ ପୁଣି ଧନୀ ? ଏମିତି କଥା ତ ନିହାତି ଆଶ୍ଚର୍ଯ୍ୟଜନକ । ଆଶ୍ଚର୍ଯ୍ୟ ଲାଗିଲେ ବି ଏହା ଅସମ୍ଭବ ବୋଲି ଆପଣ କହିପାରିବେନି । କାରଣ ଆଜିର ଦୁନିଆରେ ଏମିତି କଥା ବି ସମ୍ଭବ । ଜାଣି ଆଶ୍ଚର୍ଯ୍ୟ ହେବେ, ରାସ୍ତାରେ ବୁଲି ବୁଲି ଭିକ ମାଗୁଥିବା ଜଣେ ବ୍ୟକ୍ତି ୫ କୋଟିରୁ ଅଧିକ…

ସିଂଘମ ଏଗେନରେ ପୁନର୍ବାର ଏକତ୍ର ହେବେ ରୋହିତ-ଅଜୟ

ମୁମ୍ବାଇ: ରୋହିତ ଶେଟ୍ଟୀ ଓ ଅଜୟ ଦେବଗାନ ପୁନର୍ବାର ସିଂଘମ ଏଗେନରେ ଏକତ୍ର ହେବାକୁ ଯାଉଛନ୍ତି । ସିଂଘମ ଫ୍ରାଂଚାଇଜର ପ୍ରଥମ ୨ଟି ସଂସ୍କରଣ ସୁପରହିଟ ହେବା ପରେ ଦର୍ଶକଙ୍କ ଏହି ଫିଲ୍ମ ପ୍ରତି ବେଶ ଉତ୍କଣ୍ଠା ରହିଛି । ଭୋଲା ଫିଲ୍ମ ପରେ ଏହାର ଶୁଟିଂ ଆରମ୍ଭ ହେବ । ଅଜୟ ଭୋଲା ନେଇ ଏବଂ ରୋହିତ…

ପୁରୀ ରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଉଦଘାଟିତ

ପୁରୀ:ରାଜ୍ୟ ସରକାରଙ୍କ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଏକ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା  ପୁରୀ ସ୍ଥିତ ନୀଳାଚଳ ହାଟ ଠାରେ ଉଦଘାଟିତ ହୋଇଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ବୁଣାକାର, କାରିଗରମାନଙ୍କ ଦ୍ୱାରା…

ବିସିସିଆଇ ଗଠନ କଲା ସିଏସି

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଗୁରୁବାର କ୍ରିକେଟ ପରାମର୍ଶ ଦାତା କମିଟି (ସିଏସି) ଗଠନ କରିଛି । ୩ ସଦସ୍ୟ ବିଶିଷ୍ଟ ଏହି କମିଟିରେ ଅଶୋକ ମାଲହୋତ୍ରା, ଜତୀନ ପରଞ୍ଜାପେ ଓ ସୁଲକ୍ଷଣା ନାଇକ ରହିଛନ୍ତି । ମାଲହୋତ୍ରା ୭ଟି ଟେଷ୍ଟ ଓ ୨୦ଟି ଦିନିକିଆ ମ୍ୟାଚ ଓ ଜତୀନ ୪ଟି ଦିନିକିଆ…

ମନ୍ତ୍ରୀଙ୍କୁ ଧକ୍କା ମାରିବାକୁ ସାମ୍ବାଦିକାଙ୍କୁ ଖୋଲାଖୋଲି କହୁଛନ୍ତି ଧର୍ମେନ୍ଦ୍ର, ସିଇଓଙ୍କୁ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ହିଂସା ପାଇଁ ଉସୁକାଉଛନ୍ତି କେନ୍ଦ୍ର ମନ୍ତ୍ରୀ । ଖୋଲାଖୋଲି ଟିଭି ସାମ୍ବାଦିକାଙ୍କୁ କହୁଛନ୍ତି ମନ୍ତ୍ରୀଙ୍କୁ ଧକ୍କା ମାର । ଏଭଳି ଭିଡିଓ ଦୁଇ ଦିନ ହେବ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ଯେଉଁଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର…

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା, ବନ୍ଧାହେଲେ କଲେଜ ଅଧ୍ୟକ୍ଷଙ୍କ ସହ ଅଧ୍ୟାପକ

ଭବାନୀପାଟଣା: ବହୁଚର୍ଚ୍ଚିତ ମମିତା ମେହେର ମାମଲାରେ ଆଉ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ମହାଲିଙ୍ଗ +୨ କଲେଜ ଅଧ୍ୟକ୍ଷ ରଞ୍ଜିତ ସାହୁଙ୍କ ସହ ଅଧ୍ୟାପକ କୃତି ଚନ୍ଦନଙ୍କୁ କଣ୍ଟାବାଞ୍ଜି ପୋଲିସ ଗିରଫ କରିଛି । ସାକ୍ଷୀଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ଉଭୟଙ୍କୁ ପୋଲିସ ଗିରଫ କରି କୋର୍ଟ…

କାର୍ତ୍ତିକ ଚନ୍ଦ୍ର ପ୍ରଧାନଙ୍କ ‘ଲୀଳାମୟ ନୀଳାଦ୍ରୀଶ’ ଉନ୍ମୋଚିତ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରର ଇତିହାସ ସହ ଶ୍ରୀଜଗନ୍ନାଥ ସଂସ୍କୃତି ସମ୍ପର୍କିତ ତଥ୍ୟ ଓ ତତ୍ତ୍ଵ ଉପରେ ଆଧାରିତ କାର୍ତ୍ତିକ ଚନ୍ଦ୍ର ପ୍ରଧାନଙ୍କ ରଚିତ ଗବେଷଣାତ୍ମକ ପୁସ୍ତକ "ଲୀଳାମୟ ନୀଳାଦ୍ରୀଶ" ସିଂହଦ୍ବାର ସମ୍ମୁଖରେ ଉନ୍ମୋଚିତ ହୋଇଯାଇଛି । ସୁନାବେଶ, ଭଜନ ସମାରୋହ, ଶ୍ରୀଜଗନ୍ନାଥ ଧର୍ମ…