Latest Odisha News

BREAKING NEWS

ବାହାଘରର ୩୫ ବର୍ଷ ପରେ ପତ୍ନୀଙ୍କୁ ପୁଣି ପ୍ରପୋଜ

ବର୍ଜିନିଆ:  ବାହାଘରର ୩୫ ବର୍ଷ ପରେ ପତ୍ନୀଙ୍କୁ ପ୍ରପୋଜ ।  ବେଳାଭୂମିରେ ପତ୍ନୀଙ୍କ ସାମ୍ନାରେ ଆଣ୍ଠେଇ ପଡ଼ିଲେ ଆଉ ପ୍ରପୋଜ କଲେ ଜଣେ ୫୮ ବର୍ଷିୟ ବ୍ୟକ୍ତି  ।  ଆପଣ ଭାବୁଥିବେ ବୋଧହୁଏ ବିବାହ ବାର୍ଷିକୀରେ ପୂର୍ବ ସ୍ମୃତି ରୋମନ୍ଥନ କରୁଥିଲେ  । କିନ୍ତୁ ନା, ସେମିତି କିଛି ବି ନୁହେଁ ।…

ଧଉଳି ରିଭ୍ୟୁ ଟ୍ରଷ୍ଟ ଆନୁକୂଲ୍ୟରେ ତିନିଦିନିଆ କଳା ଓ ସାହିତ୍ୟ ମହୋତ୍ସବ ଉଦଘାଟିତ

ଭୁବନେଶ୍ବର : ଧଉଳି ରିଭ୍ୟୁ ଟ୍ରଷ୍ଟ ଆନୁକୂଲ୍ୟରେ ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ତିନିଦିନିଆ କଳା ଓ ସାହିତ୍ୟ ମହୋତ୍ସବର ସପ୍ତମ ସଂସ୍କରଣ ଉଦ୍ଘାଟିତ ହୋଇଯାଇଛି। ଏହି ଉଦଘାଟନୀ ସମାରୋହରେ ବିଶିଷ୍ଟ ଲେଖକ ତଥା ପ୍ରକାଶକ ଡାଭିଡ଼୍ ଦାବିଦାର ଏବଂ ସତ୍ୟ ମହାନ୍ତି ଅତିଥି ଭାବରେ ଯୋଗ ଦେଇଥିଲେ ।…

ବରଫ ତଳୁ ୫୦ ହଜାର ବର୍ଷ ତଳର ଭୂତାଣୁକୁ ଜୀବିତ କରାଇଲେ ବୈଜ୍ଞାନିକ

ମସ୍କୋ: ଏକ ଆନ୍ତର୍ଜାତୀୟ ବୈଜ୍ଞାନିକ ଟିମ ବିଶ୍ୱର ସବୁଠାରୁ ପୁରାତନ ଭୂତାଣୁକୁ ଜୀବିତ କରିବାରେ ସଫଳ ହୋଇଛନ୍ତି । ଏହି ଭାଇରସ କୋଟି କୋଟି ବର୍ଷ ହେବ ସାଇବେରିୟାର ବରଫ ତଳେ ଜମି ରହିଥିଲା । ବୈଜ୍ଞାନିକଙ୍କ ମତରେ ଏହି ଭାଇରସ ମନୁଷ୍ୟ ପାଇଁ ବିପଦ ସୃଷ୍ଟି କରିପାରେ । ଜୀବିତ ହେବା ପରେ ଏହି…

ଚୀନରେ ବିକ୍ଷୋଭ ଶୋଭାଯାତ୍ରା; ପ୍ରଥମ ଥର ପାଇଁ ଜିନ୍ ପିଙ୍ଗଙ୍କ ବିରୋଧରେ ଗର୍ଜିଲେ ଜନତା

ବେଜିଂ: ଚୀନରେ ତେଜିଲା କମ୍ୟୁନିଷ୍ଟ ବିରୋଧୀ ସ୍ୱର । ସରକାରଙ୍କ ବିରୋରଧରେ ରାସ୍ତାକୁ ଓହ୍ଲାଇଲେ ଶହଶହ ଯୁବକଯୁବତୀ । ରାଷ୍ଟ୍ରପତି ଜିନ୍ ପିଙ୍ଗ ବିରୋଧର ନାରାବାଜିରେ କମ୍ପିଲା ସାଂଘାଇ, ବେଜିଂ ଏବଂ ଉହାନ । ଲକ ଡାଉନ ବନ୍ଦ କର, ଚୀନରେ କମ୍ୟୁନିଷ୍ଟ ପାର୍ଟିର ଅନ୍ତ କର-ଏମିିତି ଦାବି ନେଇ…

ଆର୍ନ୍ତଜାତିକ ମହାକାଶ କେନ୍ଦ୍ରରେ ହେବ ଚାଷ, ଟମାଟୋ ମଞ୍ଜି ପଠାଇଲା ନାସା

ନୂଆଦିଲ୍ଲୀ : ଆନ୍ତର୍ଜାତିକ ମହାକାଶ କେନ୍ଦ୍ର’କୁ ଅନେକ ସାମଗ୍ରୀ ପଠାଇଛି ନାସା । ମହାକାଶରେ ଖାଦ୍ୟ ଉତ୍ପାଦନ ପାଇଁ ପରୀକ୍ଷାମୂଳକ ଭାବେ ପନିପରିବା ଚାଷ କରାଯାଉଛି। କିନ୍ତୁ, ତଟକା ଖାଦ୍ୟ ସଙ୍କଟ ହେଉଥିବାରୁ ଆନ୍ତର୍ଜାତିକ ମହାକାଶ କେନ୍ଦ୍ରରେ ରହୁଥିବା ମହାକାଶଚାରୀମାନେ ସଂରକ୍ଷିତ ଥିବା…

କବିତା : ଅଜଣା ସକାଳ

ଶଶାଙ୍କ ପଣ୍ଡା ଅଜଣା ଘଡ଼ଘଡ଼ିରେ ଭାଙ୍ଗିଗଲା ସୁନେଲି ସପନଟା ସୂର୍ଯ୍ୟୋଦୟର ନଥିଲା ଚିହ୍ନବର୍ଣ୍ଣ ଧୂସର ଧୂସର ଲାଗୁଥିଲା ସମ୍ପୂର୍ଣ ଆକାଶଟା। ବୁଢ଼ା ବରଗଛରେ ଥିଲା ଏକ ଅସହାୟ କୋଇଲି ଅଶ୍ରୁଳ ରାବରେ କାନ ହେଉଥିଲା ସ୍ତବ୍ଧ ଯେମିତି କୋଇଲି ଆଉ ମୁଁ ପରସ୍ପର ଗୋଟେ ଅଜଣା…

ହକି ସିରିଜ: ଭାରତର କ୍ରମାଗତ ଦ୍ୱିତୀୟ ପରାଜୟ

ଆଡିଲେଡ: ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ହକି ସିରିଜରେ ରବିବାର ଭାରତ ପୁର୍ନବାର ପରାଜୟବରଣ କରିଛି । ଅଷ୍ଟ୍ରେଲିଆ ୭-୪ରେ ବିଜୟ ହାସଲ କରିବା ସହ ଏହି ସିରିଜରେ ୨-୦ର ଅଗ୍ରଣୀ ହାସଲ କରିଛି । ବିଶ୍ୱକପ ପ୍ରସ୍ତୁତି ପାଇଁ ଭାରତ ଏହି ସିରିଜ ଖେଳିବାକୁ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି ।…

‘ବିଜେବି ଫ୍ରେଣ୍ଡସ’ ପକ୍ଷରୁ ଆନ୍ତଃମହାବିଦ୍ଯାଳୟ କୁଇଜ୍ ପ୍ରତିଯୋଗିତା ଅୟୋଜିତ

ଭୁବନେଶ୍ୱର: ବିଜେବି କଲେଜ ପୁରାତନ ଛାତ୍ର ସଂଘ "ବିଜେବି ଫ୍ରେଣ୍ଡସ "ପକ୍ଷରୁ ରବିବାର ଆନ୍ତଃ ମହାବିଦ୍ଯାଳୟ କୁଇଜ୍ ପ୍ରତିଯୋଗିତା ୟୁନିଟ୍ ୨ ସ୍ଥିତ ଗୀତ ଗୋବିନ୍ଦ ଭବନରେ ଅୟୋଜିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟରୁ ୧୦୦ରୁ ଅଧିକ ଛାତ୍ରଛାତ୍ରୀ ଯୋଗ…

ବିଶ୍ୱକପ ଫୁଟବଲ ବିପର୍ଯ୍ୟୟ ନମ୍ବର ୩: ବେଲଜିୟମକୁ ହରାଇଲା ମରକ୍କୋ

ଦୋହା: ଚଳିତ ଫିଫା ବିଶ୍ୱକପରେ ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ଘଟିବାରେ ଲାଗିଛି । ରବିବାର ଗ୍ରୁପ ଏଫର ଏକ ମୁକାବିଲାରେ ମରକ୍କୋ ଅପେକ୍ଷାକୃତ ଶକ୍ତିଶାଳୀ ବିଶ୍ୱର ୨ ନମ୍ବର ଟିମ ବେଲଜିୟମକୁ ୨-୦ ଗୋଲରେ ପରାସ୍ତ କରିଛି । ବିଶ୍ୱକପରେ ୨୪ ବର୍ଷ ପରେ ମରକ୍କୋ ବିଜୟ ହାସଲ କରିଛି । ୧୯୯୮ରେ…

ସ୍ୱାସ୍ଥ୍ୟ ଗବେଷଣା ପାଇଁ ଭୁବନେଶ୍ୱର ଏମ୍ସ ସହ ଚୁକ୍ତି କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଓଡ଼ିଶାର ଗର୍ବ ଓ ଗୌରବ ଉତ୍କଳ ବିଶ୍ବବିଦ୍ୟାଳୟ। ଓଡ଼ିଶା ଏବଂ ଅନ୍ୟ ରାଜ୍ୟ ସହିତ ବିଶ୍ୱସମୁଦାୟର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଥମ ପସନ୍ଦ ହେଉଛି ଉତ୍କଳ ବିଶ୍ୱବିଦ୍ୟାଳୟ । ଆପଣ ଯେଉଁ କ୍ଷେତ୍ରକୁ ଯିବେ ସବୁଠାରେ ଉତ୍କଳ ବିଶ୍ୱବଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ…