ଭାରତର ପ୍ରଥମ ମହିଳା ଆଇଓଏ ସଭାପତି ଦୌଡରେ ପିଟି ଉଷା
ନୂଆଦିଲ୍ଲୀ: ମହାନ ଆଥଲେଟ ପିଟି ଉଷା ଭାରତୀୟ ଅଲିମ୍ପିକ ଆସୋସିଏଶନ ସଭାପତି ଦୌଡରେ ପ୍ରାର୍ଥୀ ହୋଇଛନ୍ତି । ରବିବାର ସେ ଏ ନେଇ ଅନ୍ୟ ୧୪ଜଣଙ୍କ ସହ ନୋମିନେଶନ ପତ୍ର ଦାଖଲ କରିଛନ୍ତି । ଯଦି ସେ ଏଥିରେ ବିଜୟୀ ହୁଅନ୍ତି ତାହାହେଲେ ପ୍ରଥମ ମହିଳା ଭାବେ ଆଇଓଏର ସଭାପତି ଦାୟିତ୍ୱ ତୁଲାଇବେ । ଆଇଓଏ…