Latest Odisha News

BREAKING NEWS

ବିଛଣାରେ ଗୋବିନ୍ଦ; ଯୌବନରେ ବି ଚାଲିବାକୁ ଅକ୍ଷମ

କାମାକ୍ଷାନଗର : ଖଟରେ ଶୋଇରହିଛି ୨୦ ବର୍ଷର ଭେଣ୍ଡିଆ ପୁଅ  । ଜୀବନ ସହ ଚାଲିଛି ସଂଘର୍ଷ । ପ୍ରତି ମୁହୂର୍ତ୍ତରେ ଯନ୍ତ୍ରଣାର ଯୁଇରେ ଜଳୁଛନ୍ତି ଗୋବିନ୍ଦ  । ଯେଉଁ ବୟସରେ ସେ ବାପା ମାଙ୍କ ସାହାରା ସାଜିଥାନ୍ତେ ସେହି ବୟସରେ ବାପା ମା ଉପରେ ପାଲଟିଛନ୍ତି ବୋଝ  । ସତରେ ଭଗବାନଙ୍କର  …

ଭୋଟର ତାଲିକା ସଂଶୋଧନର ସ୍ୱତନ୍ତ୍ର ଅଭିଯାନ ଦିବସ ଅନୁଷ୍ଠିତ

ପୁରୀ: ୨୦୨୩ ବର୍ଷ ପାଇଁ ନୂତନ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବୋର୍ଡ ଅଫ ରେଭିନ୍ୟୁର ସଚିବ ତଥା ପୁରୀ ଜିଲ୍ଲା ପାଇଁ ନିଯୁକ୍ତ ରୋଲ ଅବଜର୍ଭର ବିଜୟ କେତନ ଉପାଧ୍ୟାୟ, ପୁରୀ ପୌରପାଳିକା ତଥା ସଦରର ବିଭିନ୍ନ ବ୍ଲକ ପରିଦର୍ଶନ କରିଥିଲେ । ଏ ନେଇ…

ବେଳାଭୂମିରୁ ଯୁବତୀଙ୍କ ମୃତ ଦେହ ଉଦ୍ଧାର 

ପୁରୀ: ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ବେଳାଭୂମି ନିକଟରୁ ଜଣେ ଅଜଣା ଯୁବତୀଙ୍କ ମୃତ ଦେହ ଉଦ୍ଧାର କରିଛି ପୋଲିସ । କୋଣାର୍କ ମେରାଇନ୍ ଡ୍ରାଇଭ ରୋଡ ସ୍ଥିତ ବାଲିଗୁଆଳି ବେଳାଭୂମିରେ ଜଣେ ଯୁବତୀ ମୁହଁ ମାଡ଼ି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ  । ମୃତ ଯୁବତୀ ଜଣକ…

ଆରପାରିରେ ଅଭିନେତା ବିକ୍ରମ ଗୋଖଲେ

ନୂଆଦିଲ୍ଲୀ : ହିନ୍ଦୀ ଏବଂ ମରାଠୀ ସିନେମାର ପ୍ରସିଦ୍ଧ ଅଭିନେତା ବିକ୍ରମ ଗୋଖଲେଙ୍କ ଦେହାନ୍ତ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା  । ଗତ ୫ ତାରିଖରେ  ସ୍ଵାସ୍ଥ୍ୟାବସ୍ଥା ବିଗିଡିବାରୁ ପୁଣେର ପଣ୍ଡିତ ଦୀନାନାଥ…

ଶୋଭିତାଙ୍କ ସହ ବିଦେଶ ଯାତ୍ରା କଲେ ନାଗା, ଭାଇରାଲ ହେଲା ଫଟୋ

ନୂଆଦିଲ୍ଲୀ : ପୁଣି ଚର୍ଚ୍ଚାରେ ନାଗା ଚୈତନ୍ୟ । ଶୋଭିତାଙ୍କୁ ଡେଟ୍‌ କରୁଥିବା ନେଇ ସୋଶିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି  । ନିକଟରେ ସାଉଥ ସୁନ୍ଦରୀ ସାମନ୍ଥା ରୁଥ ଏବଂ ନାଗାଙ୍କର ଛାଡ଼ପତ୍ର ହୋଇଥିଲା  । ଏନେଇ ନାଗା ଏବଂ ଶୋଭିତାଙ୍କ ଫଟୋକୁ ନେଇ ସୋଶିଆଲ ମିଡିଆରେ ଭାଇରାଲ ହେଉଛି…

କୁକୁର ଭୁକିଲା ବୋଲି ମାଲିକଙ୍କ ଜୀବନ ନେଇଗଲେ

ନୂଆଦିଲ୍ଲୀ: କୁକୁର ଭୁକିଲା । ହେଲେ ରାଗ ସୁଝାଇଲେ ମାଲିକଙ୍କ ଉପରେ । ଫଳ କାଟିବା ପାଇଁ ଆଣିଥିବା ଛୁରିରେ ମାଲିକଙ୍କ ଗଳାକାଟି ହତ୍ୟା କରିଦେଲେ । ଏବେ ନିଜ ଦୋଷ ସ୍ୱୀକାର କରିଛନ୍ତି ଅଭିଯୁକ୍ତ ରାଜବିନ୍ଦର ସିଂ । ଅଷ୍ଟ୍ରେଲିଆ ପୋଲିସ  ଆସି ଦିଲ୍ଲୀରୁ ଅଭିଯୁକ୍ତଙ୍କୁ ଗିରଫ କରିଛି ।…

ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବଙ୍କ ବିରୁଦ୍ଧରେ ଅଭିଯୋଗ, କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର : ଦୀର୍ଘ ଦିନ ଧରି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୌଣସି କାର୍ଯ୍ୟକ୍ରମ ଠିକ ଭାବରେ ହେଉନଥିବାରୁ ଏକାଡେମୀର କର୍ମଚାରୀମାନେ ଅନୁଷ୍ଠାନର ସଚିବଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ ଆଣି ହଠାତ୍ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଦେଇଛନ୍ତି । ଫଳରେ ଏକାଡେମୀର କାର୍ଯ୍ୟରେ…

ଜେଲରୁ ପୁଣି ଭାଇରାଲ ହେଲା ସତ୍ୟେନ୍ଦ୍ର ଜୈନଙ୍କ ଭିଡିଓ

ନୂଆଦିଲ୍ଲୀ: ପୁଣି ଅଡୁଆାରେ ଆପ୍ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ   । ତିହାର  ଜେଲ ଭିତରେ ଆପ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବା ପରେ ଅଡୁଆ ବଢିବାରେ ଲାଗିଛି । ଏବେ ପୁଣି ଏକ ଭିଡିଓ ଭାଇରାଲ ହୋଇଛି । ସେପ୍ଟମ୍ବର ୧୨ ତାରିଖ ରାତି ପ୍ରାୟ ୮ଟା ସମୟର…

ନେତାଙ୍କ କାନ୍ଦ ଦେଖି ହସୁଛନ୍ତି ଜନତା, ଚାଷୀ ଜଳକା

ଭୁବନେଶ୍ୱର: କାହା  ଆଖିରେ ଲୁହ ନିଜ ଆଖି ଦେଖିଲେ ଆପେ ଓଦା ହୋଇଯାଏ । ସେଥିପାଇଁ କେହି ଜଣେ କାନ୍ଦକୁ ସଂକ୍ରମଣ ବୋଲି କହିଥିଲେ । ହେଲେ ଏ କି ଦୃଶ୍ୟ ! ଅନ୍ୟର କାନ୍ଦ କେବେ ହାସ୍ୟରୋଳ ସୃଷ୍ଟି କରପାରେ ? ହେଲେ ଏଠି ବିଜେଡି-ବିଜପି କାନ୍ଦ ସାରା ରାଜ୍ୟବାସୀଙ୍କୁ ହସାଉଛି ! ହଁ, ରାଜନୀତିରେ…

ବରଗଡ଼ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼ : ଧନୁଯାତ୍ରାକୁ ନେଇ ଚଳଚଞ୍ଚଳ ବରଗଡ଼ ସହର  । ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି  । ତେବେ ଆସନ୍ତା ଡିସେମ୍ବର ୨୭ ତାରିଖରୁ ଜାନୁୟାରୀ ୬ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ହେବ ଏହି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଆଉ ଅଳ୍ପ ଦିନ ପରେ ବରଗଡ ପାଲଟି…