ଲିଙ୍ଗରାଜ ମନ୍ଦିରରେ ସେବାୟତ ହାତାହାତି, ମହାପ୍ରଭୁଙ୍କ ନୀତିକାନ୍ତି ବନ୍ଦ…
ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ ପୁଣି ବନ୍ଦ ହେଲା ନୀତିକାନ୍ତି । ଆଜି ସକାଳ ୯ଟା ପରଠାରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ଲିଙ୍ଗରାଜ ମନ୍ଦିରର ଗର୍ଭଗୃହରେ ରୂପା ଘୋଡ଼ଣୀକୁ ନେଇ ବଡୁ ନିଯୋଗ ଓ ସୁଆର ନିଯୋଗ ମଧ୍ୟରେ ବିବାଦ ପାଇଁ ମହାପ୍ରଭୁଙ୍କର ନୀତି ପୁଣି ବନ୍ଦ…