Latest Odisha News

BREAKING NEWS

ଷ୍ଟିଲ୍ ସିଟିରେ ସେକ୍ସ ରାକେଟ୍ ଠାବ, ବନ୍ଧା ହେଲା ରାଣୀ ମହୁମାଛି

ରାଉରକେଲା: ଷ୍ଟିଲ୍ ସିଟିର ଛାତି ଉପରେ ବେଧଡ଼କ ଦେହ ବ୍ୟବସାୟ । ଦିନ ଦ୍ୱିପହରରେ ଚାଲିଥିଲା ସେକ୍ସ ରାକେଟ । ମଙ୍ଗଳବାର ପୋଲିସ ସହ ସ୍ପେଶାଲ୍ ସ୍କ୍ୱାଡ୍ ଛେଣ୍ଡ ଥାନା ଅଞ୍ଚଳର ଏକ ଘରେ ରେଡ୍ କରି ଏକ ସେକ୍ସ ରାକେଟକୁ ଧରିବାରେ ସଫଳ ହୋଇଛି । ରାଉରକେଲା ସହରର ଛେଣ୍ଡ କଲୋନୀର ଏହି ବିଲ୍ଡିଂର…

ଡ୍ରଗ୍ସ ପାଇଁ ୧୦ ଦିନରେ ୧୨ ଜଣଙ୍କ ମୁଣ୍ଡ କାଟିଲା ସାଉଦି ସରକାର

ରିୟାଦ: କଠୋର ଦଣ୍ଡାଦେଶ ନେଇ ସାଇଦି ଆରବର ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ରହିଛି । ଏଥର ମଧ୍ୟ ସାଉଦି ଆରବ ସରକାର ଅପରାଧୀ କୁ କଠୋର ଦଣ୍ଡ ଦେଇଛନ୍ତି । ସେ ପୁଣି ଏମିତି ସେମିତି ଦଣ୍ଡ ନୁହେଁ, ଦିଆଯାଇଛି ମୃତ୍ୟୁ ଦଣ୍ଡ । ୧୦ ଦିନ ମଧ୍ୟରେ ୧୨ ଜଣଙ୍କୁ ମୃତ୍ୟୁ ଦଣ୍ଡ ଦେଇଛି । ୧୨ ଜଣଙ୍କର…

ରାଜସ୍ଥାନରେ ବୁରାଡି ଘଟଣାର ପୁନରାବୃତ୍ତି, ଗୋଟିଏ ଘରୁ ମିଳିଲା ୬ ମୃତେଦହ

ନୂଆଦିଲ୍ଲୀ:  ଦିଲ୍ଲୀର ବୁରାଡି କାଣ୍ଡ ଘଟଣା  ଶୁଣିଲା ଏବେ ବି ଦେହ ଶୀତେଇ ଉଠେ । ଆଖି ଆଗକୁ ଚାଲି ଆସେ ସେହି ୧୦ ଜଣଙ୍କ ମୁହଁ । ଗୋଟିଏ ଘରେ ଏକାଥରକେ ଫାସିରେ ଝୁଲୁଥିଲେ ୧୦ଜଣ । ଏହି ଘଟଣା ଦିନେ ପୁରା ଦେଶକୁ ଦୋହଲାଇ ଦେଇଥିଲା । ଆଜି ପୁଣି ଥରେ ସେହି ହୃଦୟଥରା ଘଟଣାର ପୁନରାବୃତ୍ତି…

ବିଶ୍ୱକପ ଫୁଟବଲରେ ବିପର୍ଯ୍ୟୟ: ଆର୍ଜେଂଟିନାକୁ ହରାଇଲା ସାଉଦି ଆରବ

ଦୋହା: ବିଶ୍ୱକପ ଫୁଟବଲରେ ଆଜି ବଡ ବିପର୍ଯ୍ୟୟ ଘଟିଛି । ଟାଇଟଲ ଦୌଡରେ ଫେଭରାଇଟ ବିବେଚନା କରାଯାଉଥିବା ଆର୍ଜେଂଟିନା ୧-୨ ଗୋଲରେ ସାଉଦି ଆରବଠାରୁ ହାରିଯାଇଛି । ଲିଓନେଲ ମେସ ପ୍ରଥମାର୍ଦ୍ଧରେ ଚମତ୍କାର ଗୋଲ କରିବା ପରେ ଏହି ମ୍ୟାଚକୁ ସହଜରେ ଜିତିନେବ ବୋଲି ଆଶା କରାଯାଉଥିଲା । ମାତ୍ର ଏହା…

ପାରାଦୀପ ବନ୍ଦରରେ ଆଇଏନଏସ ଘଡିଆଳ

ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଲା ଇଣ୍ଡିଆନ୍ ନାଭିର ଜାହାଜ । ବନ୍ଦରରେ ଲାଗିଛି ନାଭିର  ଆଇ ଏନ୍ ଏସ ଘଡ଼ିଆଳ । ଜାହାଜ ଭିତରେ ଚାଲିଛି ସ୍ୱାସ୍ଥ୍ୟ ମେଳା । ମହତ ଉଦ୍ଦେଶ୍ୟ ନେଇ ପାରାଦୀପକୁ ଆସିଛି ଆଇଏନଏସ ଘଡିଆଳ । ବନ୍ଦର ନଗରୀ ପାରାଦ୍ଵୀପରେ ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡ଼ିଲେ କନିଷ୍ଠ କିରାଣୀ ଅଜୟ ପାଣ୍ଡେ

ଝାରସୁଗୁଡ଼ା : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ  । ଝାରସୁଗୁଡା କୃଷି ବିଭାଗର କନିଷ୍ଠ କିରାଣୀ ଅଜୟ ପାଣ୍ଡେ  ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି l ସୂଚନା ଅନୁଯାୟୀ ଝାରସୁଗୁଡା କୃଷି ବିଭାଗ…

ତୃତୀୟ ଟି୨୦ ବର୍ଷା ଯୋଗୁ ଟାଏ, ୧-୦ରେ ସିରିଜ ଜିତିଲା ଟିମ ଇଣ୍ଡିଆ

ନାପିୟର: ଭାରତ-ନ୍ୟୁଜିଲାଣ୍ଡ ତୃତୀୟ ଟି୨୦ ବର୍ଷା ଯୋଗୁ ଅଧାରୁ ବାତିଲ ହୋଇଯାଇଛି । ଫଳରେ ଭାରତୀୟ କ୍ରିକେଟ ଟିମ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୦ରେ ଜିତି ନେଇଛି । ଆଜି ଅନୁଷ୍ଠିତ ତୃତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୧୯.୪ ଓଭରରେ ୧୬୦ ରନ କରି ଅଲଆଉଟ ହୋଇ ଯାଇଥିଲା । ଡେଭନ…

ବ୍ରୁସ ଲୀଙ୍କ ଅଧିକ ପାଣି ପିଇବା ଯୋଗୁ ହୋଇଥିଲା ମୃତ୍ୟୁ !

ୱାଶିଂଟନ: ସାରା ବିଶ୍ୱରେ ମାର୍ଶଲ ଆର୍ଟ୍ସକୁ ଲୋକପ୍ରିୟ କରାଇଥିବା ବ୍ରୁସ ଲୀଙ୍କ ମୃତ୍ୟୁକୁ ନେଇ ଗବେଷକମାନେ ଆଉ ଏକ ଖୁଲାସା କରିଛନ୍ତି । ସେମାନଙ୍କ ମତରେ ଏହି ଆମେରିକୀୟ ଅଭିନେତାଙ୍କ ମୃତ୍ୟୁ ଅଧିକ ପାଣି ପିଇବା ଯୋଗୁ ହୋଇଥିଲା । ମାତ୍ର ୩୨ ବୟସରେ ୧୯୭୩ରେ ବ୍ରୁସ ଲୀଙ୍କ ହଠାତ ମୃତ୍ୟୁ…

ଝିଅ ଅଛି ଘରେ… କିଏ ଲେଖିଥିଲା ବିବାହ ଓ ବିକ୍ରି ନେଇ ଚିଠି ?

ଜଗତସିଂହପୁର: ବଦନାମ ପାଇଁ ଷଡ଼ଯନ୍ତ୍ର । ନାବାଳିକାଙ୍କ ଭବିଷ୍ୟତ ସହ ଖେଳ । ୧ ଲକ୍ଷ ଟଙ୍କା ନେଇ ମାତ୍ର ୧୫ ବର୍ଷ ବୟସରେ ଝିଅକୁ ବାପାମାଆ, ବିବାହ କରାଇ ଦେଇଥିବା ଖବର ପ୍ରଘଟ ହୋଇଥିଲା । ଏହାପରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବସୁନ୍ଧରାକୁ ଆସିଥିଲା ଏକ ଚିଠି । ଚିଠିକୁ ନେଇ ଜଗତସିଂହପୁର…

ଇଡିରେ ହାଜର ହେଲେ ଅକ୍ଷୟ ପରିଜା ଓ ବ୍ୟବସାୟୀ ଅମୀୟକାନ୍ତ ଦାସ

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମନି ଲଣ୍ଡରିଂ ମାମଲାରେ ତଦନ୍ତକୁ ଆହୁରି ଜୋରଦାର କରିଛି ଇଡି । ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ବ୍ୟବସାୟୀ ଅମୀୟକାନ୍ତ ଦାସ । ଅକ୍ଷୟଙ୍କୁ ହନିଟ୍ରାପ୍, ବ୍ଲାକମେଲ୍ ପରେ ଅର୍ଚ୍ଚନା ନାଗ ଗିରଫ ହୋଇଥିଲେ । ଏବେ…