ଲିଷ୍ଟ ଏ କ୍ରିକେଟରେ ଇତିହାସ ରଚିଲେ ଜଗଦୀଶନ
ମାଡ୍ରାସ: ତାମିଲନାଡୁର ଉଦୀୟମାନ କ୍ରିକେଟର ନାରାୟଣ ଜଗଦୀଶନ ଲିଷ୍ଟ ଏ କ୍ରିକେଟରେ ଇତିହାସ ରଚିଛନ୍ତି । ଚଳିତ ବିଜୟ ହଜାରେ ଟ୍ରଫିରେ ସେ ଅରୁଣାଚଳ ପ୍ରଦେଶ ବିପକ୍ଷରେ ୨୭୭ ରନର ଇନିଂସ ଖେଳି ଏହି କୀର୍ତିମାନ ସ୍ଥାପନ କରିଛନ୍ତି । ଲିଷ୍ଟ ଏ କ୍ରିକେଟରେ ଏହା ସବୁଠାରୁ ବଡ ବ୍ୟକ୍ତିଗତ ସ୍କୋର ।…