ବର୍ଣ୍ଣାଢ୍ୟ ପରିବେଶରେ ଆରମ୍ଭ ହେଲା ଫିଫା ବିଶ୍ୱକପ
ଦୋହା: ଫିଫା ବିଶ୍ୱକପର ୨୨ତମ ସଂସ୍କରଣ ଆଜି କାତାରରେ ଆରମ୍ଭ ହୋଇଯାଇଛି । ଉଦଘାଟନୀ ଉତ୍ସବ କତାରର ଅବଲ ବାୟଦ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା । ବର୍ଣ୍ଣାଢ଼୍ୟ ପରିବେଶଷର ଉଦଘାଟନୀ ଉତ୍ସବ ଆୟୋଜିତ ହୋଇଥିଲା । ଭାରତର ମଡେଲ ତଥା ଅଭିନେତ୍ରୀ ନୋରା ଫତେହି ଆକର୍ଷଣୀୟ କାର୍ଯ୍ୟକ୍ରମ ପରିବେଷଣ…