Latest Odisha News

BREAKING NEWS

ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ଭୂମିକା କରିବେ ପଙ୍କଜ ତ୍ରିପାଠୀ

ମୁମ୍ବାଇ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅଟଳ ବିହାରୀଙ୍କ ଜୀବନୀ ଉପରେ ଏକ ଫିଲ୍ମ ନିର୍ମାଣ ହେଉଛି । ଦି ଅନଟୋଲ୍ଡ ବାଜପେୟୀ: ପଲିଟିକ୍ସ ଆଣ୍ଡ ପ୍ୟାରାଡକ୍ସ ପୁସ୍ତକ ଉପରେ ଏହା ଆଧାରିତ । ଅଟଳଙ୍କ ଭୂମିକା ବଲିଉଡର ପ୍ରତିଷ୍ଠିତ ଅଭିନେତା ପଙ୍କଜ ତ୍ରିପାଠୀ…

ବିଶ୍ୱକପ ଫୁଟବଲ: ପୋଲାଣ୍ଡ ଖେଳାଳିଙ୍କୁ ନେଇ ଯାଉଥିବା ବିମାନକୁ ଏସ୍କର୍ଟ କରି ନେଲେ ଏଫ୧୬ ଯୁଦ୍ଧ ବିମାନ

ଦୋହା: ଫିଫା ବିଶ୍ୱକପ ପାଇଁ ପ୍ରାୟ ସମସ୍ତ ଟିମ କତାରରେ ପଂହଚି ସାରିଲେଣି । ତେବେ ପୋଲାଣ୍ଡ ଟିମକୁ ନେଇ ଆସୁଥିବା ବିମାନର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଖେଳାଳିମାନଙ୍କୁ ନେଇ ଆସୁଥିବା ବିମାନ କାତାର ଉପରେ ଦେଇ ଗଲା ବେଳେ ସେମାନଙ୍କୁ ଏଫ୧୬ ଯୁଦ୍ଧ ବିମାନ ଏକ୍ସର୍ଟ କରି ନେଇଥିଲେ ।…

ପାରାଦୀପରେ ଦେଶର ୯ଟି ବୃହତ ବନ୍ଦରକୁ ନେଇ ସାଂସ୍କୃତିକ ମିଳନ

ପାରାଦୀପ: ଦେଶର ୯ଗୋଟି ବୃହତ ବନ୍ଦରର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ପାରାଦୀପରେ ଆୟୋଜିତ ହୋଇଛି ୨୨ତମ ସର୍ବଭାରତୀୟ ସାଂସ୍କୃତିକ ମିଳନ । ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରେ ଘଟିଥିବା ଘଟଣାବଳୀକୁ ନାଟକ ମାଧ୍ୟମରେ ନିଛକ ଭାବେ ପ୍ରଦର୍ଶିତ କରିଛନ୍ତି ବନ୍ଦରର କଳାକାର ।…

ଏସିଆନ କପ ଟିଟିରେ ଇତିହାସ ରଚିଲେ ଭାରତର ମାନିକା

ବ୍ୟାଙ୍କକ: ଚଳିତ ଏସିଆନ କପ ଟେବୁଲ ଟେନିସ ଟୁର୍ଣ୍ଣାମେଂଟରେ ଇତିହାସ ରଚିଛନ୍ତି ଭାରତର ଷ୍ଟାର ମହିଳା ଖେଳାଳି ମାନିକା ବାତ୍ରା । ସେ ପ୍ରଥମ ଭାରତୀୟ ମହିଳା ଭାବେ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିବା ଗୌରବ ଅର୍ଜନ କରିଛନ୍ତି । କ୍ୱାର୍ଟର ଫାଇନାଲରେ ସେ ଚାଇନିଜ ତାଇପେର ଚେନ ସୁ…

ବାଲ୍ୟବିବାହ ନିରୋଧ ସମ୍ପର୍କରେ କର୍ମଶାଳା ଅନୁଷ୍ଠିତ

ପୁରୀ :  ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ, ୟୁନିସେଫ୍, ଆକ୍ସନ ଏଡ୍ ,ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଓ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ପକ୍ଷରୁ ବାଲ୍ୟବିବାହ ନିରୋଧ ସମ୍ପର୍କରେ ଏକ କର୍ମଶାଳା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ…

ଷଡଯନ୍ତ୍ର: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଗୁପ୍ତ ସୂଚନା ପାକିସ୍ତାନକୁ ଯୋଗାଉଥିଲା କାର୍ଯ୍ୟରତ ଡ୍ରାଇଭର

ନୂଆଦିଲ୍ଲୀ: ଭାରତର ସୁରକ୍ଷା ଏଜେନ୍ସି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ କାର୍ଯ୍ୟ କରୁଥିବା ଜଣେ ଡ୍ରାଇଭରକୁ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ଗିରଫ କରିଛନ୍ତି । ପାକିସ୍ତାନର ଆଇଏସଆଇ ତାଙ୍କୁ ପ୍ରଥମେ ହନୀ ଟ୍ରାପରେ ଫସାଇଥିଲା । ଏହା ପରେ ଗୁପ୍ତ ତଥ୍ୟ ଯୋଗାଇବାକୁ ବାଧ୍ୟ କରାଇଥିଲା ।…

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଚଳଚ୍ଚିତ୍ର ‘ଦମନ’ ହେଲା ଟିକସ ମୁକ୍ତ । ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ  କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରିର…

ପ୍ରେୟସୀଙ୍କ ମୁଦିରେ ସାରା ବ୍ରହ୍ମାଣ୍ଡ ରଖିଦେଲେ ପ୍ରେମିକ; ଫଟୋ ଭାଇରାଲ

ଗହଣା ପୁଣି ୟୁନିକ୍ ଷ୍ଟାଇଲର  । କାହାକୁ ବା ଭଲ ନ ଲାଗିବ ? ବିଶେଷକରି ଡିଜାଇନର ମୁଦି ସମସ୍ତଙ୍କର ପସନ୍ଦ । ଆଉ ସେ ଯଦି ନିର୍ବନ୍ଧ ମୁଦି ହୋଇଥାଏ ତେବେ ତାର ଡିଜାଇନ କେମିତି ହେବ, କେଉଁ ଡାଇମଣ୍ଡ ଲାଗିବ ସେଥିନେଇ ସମସ୍ତଙ୍କର ଉତ୍କଣ୍ଠା ଥାଏ । ସେଥିପାଇଁ ମୁଦିର ଡିଜାଇନ ବାଛିବା ପାଇଁ…

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦ ବର୍ଷା ଯୋଗୁ ବାତିଲ

ୱେଲିଂଟନ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି୨୦ କ୍ରିକେଟ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଛି । ଟି୨୦ ବିଶ୍ୱକପ ପରେ ଏହି ସିରିଜ ଆରମ୍ଭ ହେଉଛି । ପ୍ରବଳ ବର୍ଷା ଯୋଗୁ ଖେଳାଳିମାନେ ଡ୍ରେସିଂ ରୁମରେ ବସି ସମୟ କାଟୁଥିବା ଦେଖିବାକୁ ମିଳିଛି । ଉଭୟ ଦେଶର କେତେକ…

୫ ମାସ ତଳେ ମନରେଗା ଯୋଜନାରେ ଟଙ୍କା ଉଠିଛି, ଏବେ ମେସିନ୍ ଖୋଳୁଛି ପୋଖରି !

ନୂଆପଡ଼ା: କାଗଜ କହୁଛି କାମ ହୋଇଛି ୫ ମାସ ତଳୁ । କିନ୍ତୁ ଏବେ ମେସିନ୍ ଲଗାଇ ଖୋଳା ଚାଲିଛି ପୋଖରି । ତରବରିଆ ଭାବେ ଦୋଷ ଘୋଡ଼ାଇବାକୁ ଚାଲିଛି ତାଳିପକା ଉଦ୍ୟମ । ଅନିୟମିତତାର ଏ ଅଭିଯୋଗ ଆସିଛି ନୂଆପଡ଼ାରୁ । ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ବିଭାଗ ପକ୍ଷରୁ ହେଉଥିବା ଫାର୍ମ ଫଣ୍ଡ କାମ…