Latest Odisha News

BREAKING NEWS

ସେଇ ଦୁର୍ଗମ ରାସ୍ତା..ପୁଣି ଯନ୍ତ୍ରଣାରେ ଛଟପଟ ହେଲେ ଗର୍ଭବତୀ

କୋରାପୁଟ: କେବେ ଗାଁକୁ ମିଳିବ ରାସ୍ତା ? କେବେ ସରିବ ଏ ଜନନୀ ଯନ୍ତ୍ରଣା ? କେବେ ମିଳିବ ରୋଗୀକୁ ଆଶ୍ୱସ୍ତି ? ରାସ୍ତା ନ ଥିବାରୁ ଖଟିଆରେ ରୋଗୀ ବୁହାହେବା ଆଜି ନୂଆ କଥା ନୁହେଁ । ବର୍ଷ ବର୍ଷ ଧରି ଲାଗି ରହିଛି  ଏମିତି ଅବ୍ୟବସ୍ଥା  । ହେଲେ  ଏ ଯନ୍ତ୍ରଣାରୁ ମୁକ୍ତି କାହିଁ ? ଏ ଦୃଶ୍ୟ…

ମର୍ଣ୍ଣିଂ ୱାକରୁ ହେଇଗଲା ପ୍ରେମ: ଏକାଠି ହେଲେ ୧୯ ବର୍ଷର ଝିଅକୁ ୭୦ ବର୍ଷୀୟ ବୃଦ୍ଧ

ସକାଳୁ ସକାଳୁ ଉଭୟେ ଯାଉଥିଲେ ମର୍ଣ୍ଣିଂ ଓ୍ୱାକରେ । ଧୀରେ ଧୀରେ ଆଖିରେ ଆଖି ମିଶିଲା । ପରେ ହୃଦୟ ସହ ହୃଦୟ ଆଉ ତା ପରେ ପ୍ରେମ । କାହାଣୀ ପୂରା ଫିଲ୍ମ ଷ୍ଟାଇଲ ଲଭ୍ ଷ୍ଟୋରୀ କରି । ଘଟଣା ଘଟିଛି ପାକିସ୍ତାନରେ । ତେବେ ଫିଲ୍ମ ଷ୍ଟାଇଲ ଲଭ ଷ୍ଟେରୀ ଏଠି  ଖବରର ଶୀର୍ଷକ ନୁହେଁ ।  ଖବରର…

ଚଳନ୍ତା ଟ୍ରେନରୁ ଯବାନକୁ ଠେଲି ଦେଲେ ଟିଟିଇ

ପାଟନା: ଉତ୍ତର ପ୍ରଦେଶର ବରେଲି ରେଳ ଷ୍ଟେସନରେ ଗତକାଲି ଜଣେ  ଯବାନଙ୍କୁ ଚଳନ୍ତା ଟ୍ରେନରୁ ଟିକେଟ୍ କଲେକ୍ଚର ଧକ୍କା ଦେଇ ବାହାର କରି ଦେଇଛନ୍ତି । ଯାହା ଫଳରେ ଯବାନଙ୍କ ଗୋଟିଏ ଗୋଡ ଟ୍ରେନ ଚକ ତଳେ ଆସି କଟି ଯାଇଛି । ଗୁରୁତର ଅବସ୍ଥାରେ ଯବାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।…

କମ୍ପାନୀ ଛାଡ଼ୁଛନ୍ତି କର୍ମଚାରୀ, ଇସ୍ତଫା ପରେ ବନ୍ଦ ରହିଲା ଟୁଇଟର କାର୍ଯ୍ୟାଳୟ

ବଢିଲା ଟୁଇଟର ମାଲିକ ଏଲନ ମସ୍କଙ୍କ ଚିନ୍ତା । ଅଲ୍ଟିମେଟମ ଦେବା ପରେ ବି ଟୁଇଟର କର୍ମଚାରୀମାନେ କମ୍ପାନୀ ଛାଡ଼ି ଦେଉଛନ୍ତି । ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ କର୍ମଚାରୀମାନେ ଇସ୍ତଫା ଦେବା ପରେ ଟୁଇଟର ଅଫିସକୁ ସୋମବାର ବନ୍ଦ କରି ଦିଆଯାଇଥିଲା । ୱାର୍କ ପ୍ଲେସ ଆପ ବ୍ଲାଇଣ୍ଡର ଏକ…

ଜଳିଗଲା ଘର, ୭ ଶିଶୁ ସମେତ ୨୧ ଜୀବନ୍ତ ଦଗ୍ଧ

ଜାବାଲିଆ (ପାଲେଷ୍ଟାଇନ): ପାଲେଷ୍ଟାଇନ ଜାବା ସହରର ଉତ୍ତର ଭାଗରେ ଥିବା ଏକ ଘରେ ନିଆଁ ଲାଗି ୭ ଶିଶୁଙ୍କ ସମେତ ୨୧ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ପାଲେଷ୍ଟାଇନ ଇନକଲାବକୁ ନିୟନ୍ତ୍ରଣରେ ରଖିଥିବା ହମାସ୍୍ ଇସ୍ଲାମବାଦୀଙ୍କ କହିବା ଅନୁଯାୟୀ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି ।…

ଭୀମ ପୃଷ୍ଟି ପାଇଲେ ‘ଅକ୍ଷୟ ସାହିତ୍ୟ ସମ୍ମାନ’

ଭୁବନେଶ୍ୱର : ଓଡ଼ିଶା ସିନେକ୍ରିଟିକ ଆସୋସିଏସନ୍, ସଂସ୍କୃତି ଓ ସଂସ୍କୃତି ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମିଳିତ ସହଯୋଗରେ ଆୟୋଜିତ ସଙ୍ଗୀତ ଜଗତର କିମ୍ବଦନ୍ତୀ ବ୍ୟକ୍ତିତ୍ୱ ଅକ୍ଷୟ ମହାନ୍ତିଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆୟୋଜିତ ଅକ୍ଷୟ ସଙ୍ଗୀତ ସନ୍ଧ୍ୟା…

ଚିଙ୍ଗୁଡ଼ି ଡାଲମା

ପ୍ରବାସିନୀ ନନ୍ଦଙ୍କ ରନ୍ଧାବଢ଼ାରୁ 'ଚିଙ୍ଗୁଡ଼ି ଡାଲମା'  ଡାଲି ଓ ପରିବା ସହିତ ଚିଙ୍ଗୁଡ଼ିର ସମିଶ୍ରଣରେ ଯେଉଁ ବ୍ୟଞ୍ଜନ ପ୍ରସ୍ତୁତ ହୁଏ ତାହା ନିରାମିଷ ସହିତ ଆମିଷର ଏକ ମିଶ୍ର ସ୍ୱାଦ ପ୍ରଦାନ କରିଥାଏ । ଗାଁ ଗହଳିରେ ଭୋଜି ବା ଯନ୍ତାଳ ଅବସରରେ ଯେଉଁ ଚିଙ୍ଗୁଡ଼ି ମହୁର ପ୍ରସ୍ତୁତ କରାଯାଏ…

ଅଭିନେତା ବିଜୟ ଦେବରକୋଣ୍ଡୋ ଦାନ କରିବେ ନିଜର ଅଙ୍ଗପ୍ରତ୍ୟଙ୍ଗ

ମୁମ୍ବାଇ: ଦକ୍ଷିଣ ଭାରତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡୋ ଆଜି ପୁନର୍ବାର ପ୍ରଶଂସକଙ୍କ ମନ ଜିଣିଛନ୍ତି । ସେ ନେଇଥିବା ଏକ ନିଷ୍ପତିକୁ ସମସ୍ତେ ପ୍ରଶଂସା କରିବାରେ ଲାଗିଛନ୍ତି । ବିଜୟ ଘୋଷଣା କରିଛନ୍ତି ଯେ, ତାଙ୍କ ମୃତ୍ୟୁ ପରେ ତାଙ୍କ ଶରୀରର ଅଙ୍ଗ ପ୍ରତ୍ୟଙ୍ଗ ଦାନ କରି ଦିଆଯିବ ।…

ମାସକ ତଳେ ଫାଇଲ୍ ଫିଙ୍ଗିଥିଲେ ପୌରାଧ୍ୟକ୍ଷା, ଏବେ ଏତଲା ଦେଲେ କାର୍ଯ୍ୟ ନିର୍ବାହୀ ଅଧିକାରୀ

ଯାଜପୁର: କାଟତି ଲଢ଼େଇ, ରାତି ଅଧିଆ ବଦଳିଲେ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ । ବ୍ୟାସନଗର ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଉପରକୁ ପୌରାଧ୍ୟକ୍ଷା ଫାଇଲ୍ ଫିଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମୁନି । ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ରାତି ଅଧିଆ ଖଣ୍ଡପଡ଼ା ବଦଳି କରା ଯାଇଛି ।…

ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ପରେ ଆଉ ଜଣେ ପଂଜାବୀ ଗାୟକଙ୍କୁ ଧମକ

ଚଣ୍ଡୀଗଡ: ପଞ୍ଜାବର ଲୋକପ୍ରିୟ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ସାରା ଦେଶରେ ଚହଳ ପକାଇ ଦେଇଥିଲେ । ଏହି ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଆଜି ପଂଜାବର ଆଉ ଜଣେ ଲୋକପ୍ରିୟ ଗାୟକ ବବୁ ମାନଙ୍କୁ ହତ୍ୟା ଧମକ ମିଳିଛି । ଏହି ଧମକ ଗ୍ୟାଙ୍କଷ୍ଟାର ବବିହା ଗ୍ରୁପ ଦେଇଛନ୍ତି । ତେବେ କଣ…