ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ ସିଲିଣ୍ଡର
ଭୁବନେଶ୍ବର: ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ ସିଲିଣ୍ଡର । ସେମାନେ ପରିଚୟପତ୍ର ଦେଖାଇଲେ ତାଙ୍କୁ ୫ କେଜି ଏଲପିଜି ମିଳିବ। ସେହିପରି ଇ-କେଓ୍ବାସି ମାଧ୍ୟମରେ ବିକ୍ରୟ ହେଉଥିବା ୫ କିଲୋଗ୍ରାମ ଘରୋଇ ସିଲିଣ୍ଡର ଉପରେ କୌଣସି କଟକଣା ନାହିଁ । ଏନେଇ ଖାଦ୍ୟ ଯୋଗାଣ ବିଭାଗ…