Latest Odisha News

BREAKING NEWS

ସ୍ବାଧିନ ଭାରତର ପ୍ରଥମ ଭୋଟରଙ୍କ ପରଲୋକ

ନୂଆଦିଲ୍ଲୀ: ସବୁଦିନ ପାଇଁ ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ହିମାଚଳ ପ୍ରଦେଶ କାଲ୍‌ପା ବାସଭବନରେ ୧୦୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ନେଗୀ। ଶେଷଥର ପାଇଁ ୨ ତାରିଖରେ ମତଦାନ କରିଥିଲେ ନେଗୀ  । ଆସନ୍ତା ୧୨ ତାରିଖରେ ହେବାକୁ ଥିବା ହିମାଚଳ…

ମୁଣ୍ଡ ଉପରେ ଖସି ପଡ଼ିଲା ଛାତ ମା’ଝିଅ ଗୁରୁତର

ବଲାଙ୍ଗିର : ମା‘ ଝିଅଙ୍କ ମୁଣ୍ଡ ଉପରେ ଖସି ପଡ଼ିଲା ଛାତ। ଏପରି ଅଭାବନୀୟ ଘଟଣା ଗତ ରାତିରେ ବଲାଙ୍ଗିର ସହର ରୁଗିଡିପଡା ମ୍ୟୁନିସିପାଲିଟିରେ ଘଟିଛି। ଗୁରୁତର ମା’ଝିଅ ହେଲେ ଗାୟତ୍ରୀ କୁମ୍ଭାର ଓ ତାଙ୍କ ଝିଅ ଆରତୀ କଲେତ।ଗାୟତ୍ରୀ କୁମ୍ଭାର ରୁଗିଡିପଡା ମ୍ୟୁନିସିପାଲିଟି କଲୋନୀରେ ରୁହନ୍ତି।…

କବିତା : ହସରେ ନନ୍ଦ କୋଳେ ଗୋବିନ୍ଦ

ଉମାକାନ୍ତ ଦାସ ହସରେ ନନ୍ଦ କୋଳେ ଗୋବିନ୍ଦ ଆଜି ଜନମ ନେଇ, ଦେବକୀ ଗର୍ଭୁ ହୋଇ ଉଦୟ ସୁଧାର ତୁମେ ମହୀ ।। ଦ୍ବାପରେ ତୁମେ ଜନମି ପ୍ରଭୁ କହିଲ ଧର୍ମ ବାଣୀ , ମୁଖ ନିଃସୃତ ଶବ୍ଦ ଅମୃତ ଗୀତା ଲେଖିଲ ପୁଣି ।। ଆଜିରେ ଆମେ ହେଉ ପାଗଳ ମଧୁ କଥା ନ ଶୁଣି, ଅନ୍ଯାୟ ପଥେ ଅଧର୍ମ…

ବର୍ଷା-ଅନୁଭବ ପରସ୍ପର ପ୍ରତି କୌଣସି ଆକ୍ଷେପ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ

ଭୁବନେଶ୍ବର : ବର୍ଷା-ଅନୁଭବଙ୍କ ବିବାଦ ମାମଲା । ବର୍ଷା-ଅନୁଭବ ପରସ୍ପର ପ୍ରତି କୌଣସି ଆକ୍ଷେପ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି କରି ଉଭୟ ପରସ୍ପର ପ୍ରତି କୌଣସି ଆକ୍ଷେପ ନକରିବାକୁ ହାଇକୋର୍ଟ ପୁଣି ନିର୍ଦ୍ଦେଶ ଦେଇଛନ୍ତି ।…

ଏଫଆଇଏଚ ପ୍ରୋ ଲିଗ: କଳିଙ୍ଗ ଷ୍ଟାଡିୟମରେ ଭାରତର ଗୋଲ ବର୍ଷା

ଭୁବନେଶ୍ୱର: ଚଳିତ ଏଫଆଇଏଚ ପ୍ରୋ ଲିଗରେ ଆଜି କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ହକି ଖେଳାଳି ଗୋଲ ବର୍ଷା କରିଛନ୍ତି । ଶୁକ୍ରବାର ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ମୁକାବିଲାରେ ଭାରତ ୭-୪ରେ ବିଜୟ ହାସଲ କରିଛି । ଭାରତ ପକ୍ଷରୁ ହରମନପ୍ରୀତ ସିଂ (୭ମ, ୧୯ତମ)ଓ କାର୍ତି ସେଲଭମ(୧୭ତମ, ୩୮ତମ) ୨ଟି…

ପାରା ୱାର୍ଲ୍ଡ ବ୍ୟାଡମିଂଟନ: ସିଙ୍ଗଲ୍ସ, ଡବଲ୍ସ ସେମିରେ ଓଡିଶାର ପ୍ରମୋଦ

ଟୋକିଓ: ଏଠାରେ ଚାଲିଥିବା ପାରା ବ୍ୟାଡମିଂଟନ ୱାର୍ଲ୍ଡ ଚାମ୍ପିୟନଶିପରେ ଚମତ୍କାର ପ୍ରଦର୍ଶନ ଜାରୀ ରଖିଛନ୍ତି ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡିଶାର ପ୍ରମୋଦ ଭଗତ । ସେ ପୁରୁଷ ସିଙ୍ଗଲ୍ସ ଏବଂ ଡବଲ୍ସର ସେମିଫାଇନାଲରେ ପ୍ରବେଶ କରି ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି । ଏସଏଲ୩…

ଅଷ୍ଟ୍ରେଲିଆ ନିକଟରୁ ହାରିବା ପରେ ଅଧିନାୟକ ପଦରୁ ଇସ୍ତଫା ଦେଲେ ମହମ୍ମଦ ନବୀ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ଆଫଗାନିସ୍ତାନର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ଦଳ ଆଜି ତାର ସୁପର ୧୨ର ଅନ୍ତିମ ମୁକାବିଲାରେ ଅଷ୍ଟ୍ରେଲିଆ ନିକଟରୁ ୪ ରନରେ ହାରିଯାଇଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲା ପରେ ଆଫଗାନିସ୍ତାନର ଅଧିନାୟକ ମହମ୍ମଦ ନବୀ ତାଙ୍କ ପଦରୁ ଇସ୍ତଫା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଛି । ଏହି ବୈଠକରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…

ଜଣେ ଶିକ୍ଷକଙ୍କ ପାଇଁ ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ନୂଆପଡ଼ା: ଶିକ୍ଷକଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ । ଏକାଠି ହେଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ ଡ଼ମଝର ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ନେଇ ବିବାଦ ଦେଖା ଦେଇଛି । ଯାହାକୁ ନେଇ ଅଭିଭାବକଙ୍କ ସହ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।…

ତ୍ରିସ୍ତରୀୟ ସୁରକ୍ଷା ଭିତରେ ଷ୍ଟ୍ରଙ୍ଗରୁମରେ ଇଭିଏମ୍, ରବିବାର ସକାଳ ୮ରୁ ଭୋଟ୍ ଗଣତି

ଭଦ୍ରକ: ଧାମନଗର ଉପନିର୍ବାଚନରେ ୫ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି । ଆସନ୍ତା ୬ ତାରିଖ ରବିବାର ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ । ଷ୍ଟ୍ରଙ୍ଗରୁମରେ ତ୍ରିସ୍ତରୀୟ ସୁରକ୍ଷା ଭିତରେ ଇଭିଏମ୍ ରଖାଯାଇଛି । ୩ ତାରିଖରେ ହୋଇଥିବା ଭୋଟ୍ ଗ୍ରହଣରେ ଧାମନଗରରେ ୬୮.୯୮ ପ୍ରତିଶତ ମତଦାନ…