ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତର ଚିନ୍ତା ବଢ଼ାଇଲା ପାକିସ୍ତାନ
ସିଡନୀ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ଏ ପର୍ଯ୍ୟନ୍ତ ଖରାପ ପ୍ରଦର୍ଶନ କରି ଆସିଥିବା ପାକିସ୍ତାନ ଆଜି ବର୍ଷା ବାଧାପ୍ରାପ୍ତ ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ୩୩ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି । ଏଥିସହ ପାକିସ୍ତାନର ସେମି ଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ ହୋଇଛି । ଅବଶ୍ୟ…