ବାଂଲାଦେଶକୁ ହରାଇବା ଲକ୍ଷ୍ୟରେ ଓହ୍ଲାଇବ ଟିମ ଇଣ୍ଡିଆ
ଆଡିଲେଡ: ଟି୨୦ ବିଶ୍ୱକପ କ୍ରିକେଟର ସୁପର ୧୨ ମୁକାବିଲାରେ ବୁଧବାର ଭାରତ-ବାଂଲାଦେଶ ପରସ୍ପରକୁ ଭେଟିବେ । ଦକ୍ଷିଣ ଆଫ୍ରିକାଠାରୁ ହାରିବା ପରେ ଏହି ମୁକାବିଲା ରୋହିତ ଶର୍ମା ନେତୃତ୍ୱାଧୀନ ଟିମ ଇଣ୍ଡିଆ ପାଇଁ ଗୁରୁତ୍ୱପୂର୍ଣ୍ଣ ହୋଇ ପଡିଛି । ଉଭୟ ଟିମ ୪ ପଂଏଟ ହାସଲ କରିଛନ୍ତି । ରନରେଟ…