Latest Odisha News

BREAKING NEWS

ସକାଳୁ ବିନା ବ୍ରଶରେ ପାଣି ପିଇଲେ ହୁଏ ଏହି ସବୁ ଫାଇଦା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆପଣ ନିଶ୍ଚିତ ଭାବରେ ଘରର ଗୁରୁଜନମାନଙ୍କଠାରୁ ଶୁଣିଥିବେ ଯେ ସକାଳେ ଖାଲି ପେଟରେ ପାଣି ପିଇବା ଦ୍ୱାରା ଶରୀରରୁ ସମସ୍ତ ବିଷାକ୍ତ ପଦାର୍ଥ ବାହାର ହୋଇଥାଏ। ଏହା ବ୍ୟତୀତ ହାଇଡ୍ରେଟେଡ୍ ରହିବା ପାଇଁ ପାନୀୟ ଜଳ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆବଶ୍ୟକତାଠାରୁ କମ୍…

ଏଫଆଇଏଚ ପ୍ରୋ ଲିଗ: ରୋମାଂଚକ ମୁକାବିଲାରେ ହାରିଲା ଭାରତ

ଭୁବନେଶ୍ୱର: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫଆଇଏଚ ପ୍ରୋ ଲିଗର ରବିବାର ଅନୁଷ୍ଠିତ ରୋମାଂଚକ ମୁକାବିଲାରେ ଭାରତ ୨-୩ ଗୋଲରେ ସ୍ପେନ ନିକଟରୁ ହାରି ଯାଇଛି । ଏହି ମୁକାବିଲା ଶେଷ ମିନିଟ ପର୍ଯ୍ୟନ୍ତ ଦର୍ଶକଙ୍କୁ ବାନ୍ଧି ରଖିଥିଲା । ୧୬ତମ ମିନିଟରେ ଇଡୁଆର୍ଡ ଡେ ଇଗ୍ନାସିଓ ସ୍ପେନ…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ, ବିଧାୟକଙ୍କୁ ଲୋଭ ଦେଖାଇ ସରକାର ଭାଙ୍ଗିବାକୁ ଉଦ୍ୟମ କରୁଛି ବିଜେପି

ହାଇଦ୍ରାବାଦ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆରଏସ ମୁଖ୍ୟ କେ.ଚନ୍ଦ୍ରଶେଖର ରାଓ ଆଜି ବିଜେପି ବିରୋଧରେ ମାରାତ୍ମକ ଅଭିଯୋଗ ଆଣିଛନ୍ତି । ବିଜେପି ୨୦ ରୁ୩୦ ବିଧାୟକଙ୍କୁ ଟଙ୍କା ଲୋଭ ଦେଖାଇ ସରକାର ଭାଙ୍ଗିବା ଉଦ୍ୟମ କରୁଛି ବୋଲି ସେ କହିଛନ୍ତି । ଏଥିନେଇ କେସିଆର ପ୍ରଧାନମନ୍ତ୍ରୀ…

ଦକ୍ଷିଣ ଆଫ୍ରିକାଠାରୁ ହାରିଲା ଭାରତ : ସୂର୍ଯ୍ୟ ଚମକିଲେ, ମିଲର ସାଜିଲେ କିଲର

ପର୍ଥ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟର ରବିବାର ଅନୁଷ୍ଠିତ ଲୋ ସ୍କୋରିଂ ରୋମାଂଚକ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୫ ୱିକେଟରେ ଭାରତକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ୱେ ୧୩୩ ରନର ଆଭରେଜ ସ୍କୋର କରିଥିଲା । ସୂର୍ଯ୍ୟକୁମାର ଯାଦବ…

ଦେଶ ଛାଡିବେ ସିଦ୍ଧୁ ମୁସେୱାଲାଙ୍କ ବାପା ?

ଚଣ୍ଡୀଗଡ: ପଞ୍ଜାବର ଲୋକପ୍ରିୟ ଗାୟକ ସିଦ୍ଧୁ ମୁସେୱାଲ ହତ୍ୟାକାଣ୍ଡର ୫ ମାସ ପୂରି ଯାଇଥିଲେ ମଧ୍ୟ ଏବେ ବି ହତ୍ୟାକାରୀଙ୍କୁ ଦଣ୍ଡ ମିଳିନି । ଯାହାକୁ ନେଇ ତୀବ୍ର ପ୍ରତିକ୍ରିୟା ବ୍ୟକ୍ତ କରିଛନ୍ତି ତାଙ୍କ ବାପା ବଲକୌର ସିଂ । ଭାରତର ନ୍ୟାୟ ବ୍ୟବସ୍ଥା ଉପରୁ ମୋର ବିଶ୍ୱାସ ତୁଟି ଗଲାଣି । ୨୫…

ଖରିଆରରୋଡ଼ ଥାନା ଘେରାଉ କଲେ ମୋଙ୍ଗରାପାଳିବାସୀ

ନୂଆପଡା : ଅଭିଯୁକ୍ତ ମାନଙ୍କ ପ୍ରତି ପୋଲିସ ଦେଖାଉଛି ଅନୁକମ୍ପା। ପ୍ରତିବାଦରେ ଖରିଆର ରୋଡ଼ ଏନଏସି ଅଧ୍ୟକ୍ଷାଙ୍କ ସହ ମୋଙ୍ଗରାପାଳିବାସୀ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।  ଖରିଆର ରୋଡ଼ରେ ଦିନକୁ ଦିନ ଜୁଆ, ସଟା, ଚୋରି ଡକାୟତ ସହ ମଦ ଗଞ୍ଜେଇର କାରବାର ବଢିବାରେ ଲାଗିଛି ।…

ବେଆଇନ ଦାଦନ ଚାଲାଣ ବେଳେ ୨୭ ଜଣ ଉଦ୍ଧାର 

ପାଟଣାଗଡ : ବେଆଇନ ଦାଦନ ଚାଲାଣ ସମୟରେ ପାଟଣାଗଡ ପୋଲିସର ଚଢ଼ାଉ । ଚଢ଼ାଉ ବେଳେ ୨୭ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ। କେନ୍ଦୁମୁଣ୍ଡି ପଞ୍ଚାୟତ ବଘଲାବନ୍ଦ ଗାଁ ରେ  ପୋଲିସ ଚଢାଉ କରି  ବରଗଡ,  ସୋନପୁର ଏବଂ ଗାଇସିଲେଟ ଅଞ୍ଚଳର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି  । ଉଦ୍ଧାର…

ନେଦରଲାଣ୍ଡ ବିପକ୍ଷରେ ବିଜୟ ସ୍ୱାଦ ଚାଖିଲା ପାକିସ୍ତାନ

ପର୍ଥ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟ ସୁପର ୧୨ ପର୍ଯ୍ୟାୟରେ ପାକିସ୍ତାନ ବିଜୟ ସ୍ୱାଦ ଚାଖିଛି । ଭାରତ ଏବଂ ଜିମ୍ବାୱେ ନିକଟରୁ ହାରିବା ପରେ ପାକିସ୍ତାନ ତାର ତୃତୀୟ ମ୍ୟାଚରେ ନେଦରଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ନେଦରଲାଣ୍ଡ ୨୦ ଓଭରରେ ୯ ୱିକେଟ ହରାଇ ୯୧ ରନ…

ସୁଯୋଗ ମିଳିଲା, ତଥାପି ମ୍ୟାଚ ଜିତି ପାରିଲାନି ଜିମ୍ବାୱେ

ଗାବା: ସୁପର ୧୨ର ଏକ ରୋମାଂଚକ ମୁକାବିଲାରେ ଜିମ୍ବାୱେ ୩ ରନରେ ବାଂଲାଦେଶ ନିକଟରୁ ପରାଜିତ ହୋଇଛି । ମ୍ୟାଚର ଫଳାଫଳ ଶେଷ ବଲ ପର୍ଯ୍ୟନ୍ତ ଯାଇଥିଲା । ଅନ୍ତିମ ବଲରେ ଜିମ୍ବାୱେକୁ ବିଜୟ ହେବ ପାଇଁ ୫ରନ ଆବଶ୍ୟକ ହେଉଥିଲା । ମାତ୍ର ବ୍ୟାଟ୍ସମ୍ୟାନ ଦ୍ୱୟ ୧ରନ କରିବାରେ ସଫଳ ହୋଇଥିଲା । ବାଂଲାଦେଶ…

ପିଡିଏସ ଦୁର୍ନୀତି ଅଭିଯୋଗ ନେଇ ବିଡିଓଙ୍କ ଦ୍ବାରସ୍ଥ ହେଲେ ହିତାଧିକାରୀ

ନୂଆପଡା : ହିତାଧିକାରୀଙ୍କୁ ମିଳୁନି ପିଡ଼ିଏସ ସାମଗ୍ରୀ । କାର୍ଡ଼ ବନ୍ଦ ହୋଇଥିବା କହି ଫେରାଇ ଦେଉଛନ୍ତି । ଏଭଳି ଦୃଶ୍ୟ ନୂଆପଡ଼ା ଜିଲ୍ଲା ତୁକୁଲା ଗ୍ରାମ ପଞ୍ଚାୟତରେ ଦେଖିବାକୁ ମିଳିଛି । ହିତାଧିକାରୀ ପଞ୍ଚାୟତକୁ ସାମଗ୍ରୀ ଆଣିବାକୁ ଗଲେ ତୁମର କାର୍ଡ ବନ୍ଦ ହୋଇଯାଇଛି କହି ଫେରାଇ…