ଏପ୍ରିଲ ୧୦ ପର୍ଯ୍ୟନ୍ତ ବଢିଲା ସିଇଇର ପଞ୍ଜୀକରଣ ଅବଧି
କଟକ: ଭାରତୀୟ ସେନାର ଅଗ୍ନିପଥ ଯୋଜନା ଏବଂ ରେଗୁଲାର କ୍ୟାଡରର ନିଯୁକ୍ତି ପାଇଁ ହେବାକୁ ଥିବା ଅନ୍ଲାଇନ ଏକକ ପ୍ରବେଶିକା ପରୀକ୍ଷା (ସିଇଇ)ର ପଞ୍ଜୀକରଣ ଅବଧି ବୃଦ୍ଧି ହୋଇଛି । ଏହି ପରୀକ୍ଷା ନିମନ୍ତେ ଆଶାୟୀମାନେ ଆସନ୍ତା ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ ପଞ୍ଜୀକରଣ କରିପାରିବେ ବୋଲି ସୂଚନା…