Latest Odisha News

BREAKING NEWS

ବାଂଲାଦେଶ ଗସ୍ତରେ ଯିବ ଭାରତୀୟ କ୍ରିକେଟ ଟିମ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମ ଚଳିତ ବର୍ଷ ଶେଷ ଭାଗରେ ବାଂଲାଦେଶ ଗସ୍ତରେ ଯିବ । ଭାରତ ଏଠାରେ ୩ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚ ଖେଳିବ । ୭ ବର୍ଷ ପରେ ବାଂଲାଦେଶରେ ଖେଳିବ ଭାରତ । ଡିସେମ୍ବର ୪ରୁ ଦିନିକିଆ ସିରିଜ ଆରମ୍ଭ ହେବ । ଏହାର ସମସ୍ତ ମ୍ୟାଚ ମୀରପୁରରେ ଖେଳାଯିବ । ପ୍ରଥମ…

ଯୁବପିଢ଼ୀଙ୍କୁ ଜାପାନ ସରକାରଙ୍କ ଅନୁରୋଧ, ଅଧିକରୁ ଅଧିକ ମଦ ପିଅ !

ଟୋକିଓ: ମଦ ସ୍ୱାସ୍ଥ୍ୟ ପ୍ରତି ହାନିକାରକ । ଏହାକୁ ପିଇବା ପାଇଁ ବୋଧହୁଏ କେହି କାହାକୁ ପରାମର୍ଶ ଦେଇ ନ ଥାଏ । ମାତ୍ର ଜାପାନ କ୍ଷେତ୍ରରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି । ରିପୋର୍ଟ ଅନୁସାରେ ଜାପାନ ସରକାର ଯୁବ ପିଢ଼ୀଙ୍କୁ ଅଧିକରୁ ଅଧିକ ମଦ୍ୟପାନ କରିବା ପାଇଁ କହିଛନ୍ତି । ଏଥିନେଇ…

ଶ୍ରୀଲଙ୍କା ପରେ ସୁପର ୧୨ରେ ପ୍ରବେଶ କଲା ନେଦରଲାଣ୍ଡ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ଆଜି ଶ୍ରୀଲଙ୍କା ପରେ ନେଦରଲାଣ୍ଡ ଟିମ ସୁପର ୧୨ରେ ପ୍ରବେଶ କରିଛି । ଗ୍ରୁପ ୧ରେ ଶ୍ରୀଲଙ୍କା ଏବଂ ଭାରତ ଥିବା ଗ୍ରୁପ ୨ରେ ନେଦରଲାଣ୍ଡ ସ୍ଥାନ ପାଇଛନ୍ତି । କ୍ୱାଲିଫାଇଂ ରାଉଣ୍ଡର ଗ୍ରୁପ ଏର ଶେଷ ମୁକାବିଲାରେ ୟୁଏଇ ୭ ରନରେ ନାମ୍ବିଆକୁ ପରାସ୍ତ…

ଲୁଟ୍‌ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କଲେ ବ୍ୟବସାୟୀ ସଂଘ

ଜଗତସିଂହପୁର : ବାରମ୍ବାର ଚୋରି ଓ ଲୁଟ ହେଉଥିବା ନେଇ ରାସ୍ତା ଅବରୋଧ କଲେ ବ୍ୟବସାୟୀ ସଂଘ । ଜଗତସିଂହପୁର ମ୍ୟୁନିସିପାଲିଟି ଅନ୍ତର୍ଗତ ସ୍ଥାନୀୟ ହାଟ ବଜାର ଠାରେ ଦୀର୍ଘଦିନ ଧରି କ୍ରମାଗତ ଭାବେ ଚୋରି, ଲୁଟ ଏବଂ ରାହାଯାନୀ ବଢ଼ି ଚାଲିଥିବା ବେଳେ ପୋଲିସର କାର୍ଯ୍ୟାନୁଷ୍ଠାନ ଉପରେ…

ବିସିିସିଆଇରେ ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇପାରନ୍ତି ଓଡିଶାର ଶିବସୁନ୍ଦର, ସଞ୍ଜୟ

ପୁରୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଏବେ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ ଲାଗିଛି । ବିରାଟ କୋହଲିଙ୍କୁ ଅଧିନାୟକ ପଦରୁ ହଟାଇବାଠାରୁ ଆରମ୍ଭ କରି ସୌରଭ ଗାଙ୍ଗୁଲିଙ୍କ ସଭାପତି ପଦ ଏହାର ଜ୍ୱଳନ୍ତ ଉଦାହରଣ । ଏବେ ଏକ ସୂତ୍ରରୁ ମିଳିଥିବା ଖବର ଅନୁସାରେ ବିସିସିଆଇ ଚୟନ କମିଟି ମୂଖ୍ୟ ଚେତନ…

ସୁବର୍ଣ୍ଣପୁରରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର : ଗାଁ ମୁହାଁ ହେଉଛନ୍ତି ହାତୀପଲ । ଉଜୁଡ଼ି ଗଲାଣି ଧାନ ଫସଲ । ଚାଷୀ ମୁଣ୍ଡରେ ପଡ଼ିଲା ଚଡ଼କ । ହାତୀ ପଲ ଦିନ ବେଳା ନିକଟସ୍ଥ ଜଙ୍ଗଲରେ ଆଶ୍ରୟ ନେଇଥିବା ବେଳେ ରାତିରେ ଆସି ଧାନ ବିଲ ଗୁଡିକରେ ଧାନ ନଷ୍ଟ କରି ପୁଣି ଜଙ୍ଗଲକୁ ଫେରି ଯାଉଛନ୍ତି  । ହାତୀପଲ ଗାଁ ଛାଡି ଯାଉନଥିବାରୁ…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବ୍ଲକ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିଜୟାନନ୍ଦ ସାହୁ ଲାଞ୍ଚ ନେଇ ଧରା ପଡ଼ିଛନ୍ତି । ଜଣେ ଠିକାଦାରଙ୍କ ବିଲ୍ ପାରିତ କରାଇବା ଲାଗି କନିଷ୍ଠ ଯନ୍ତ୍ରୀ ବିଜୟାନନ୍ଦ ସାହୁ ୮ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ…

ପୁସ୍ତକମେଳା ଆୟୋଜନ ନେଇ ଆଲୋଚନା

ଭୁବନେଶ୍ୱର : ଓଡ଼ିଶାର ସର୍ବବୃହତ ପ୍ରକାଶକ ସଂଘ "ଉତ୍କଳ ପବ୍ଲିଶର୍ସ ଆଣ୍ଡ୍ ବୁକସେଲର୍ସ ଆସୋସିଏସନ" ପକ୍ଷରୁ ଓଡ଼ିଆ ଭାଷା ସାହିତ୍ଯ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସହିତ ଏକ ସୌଜନ୍ୟମୂଳକ ସାକ୍ଷାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି…

୧ ନମ୍ବର ହାଟରେ ପୋଲିସର ରେଡ୍, ବିପୁଳ ବାଣ ଜବତ

ଭୁବନେଶ୍ୱର: ଆଉ ୪ ଦିନ ପରେ ଦୀପାବଳି । ବାଣ ଫୁଟାଇବା ପାଇଁ ସମସ୍ତେ ଉତ୍ସୁକ ଥିବାବେଳେ ବଜାରରେ ବାଣର ପସରା ମେଲିଛି । ଏଣେ ବିଭିନ୍ନ ସ୍ଥାନରେ ବେଆଇନ୍ ଭାବେ ବାଣ ନିର୍ମାଣ ସହ ବିକ୍ରି କରାଯାଉଛି । ଦିନକ ତଳେ କଟକରେ ବେଆଇନ୍ ବାଣ ନିର୍ମାଣ କରୁଥିବା ୬ ଜଣଙ୍କୁ ପୋଲିସ ଗିରଫ କରିଥିଲା । ଆଜି…

ଅନିଦ୍ରାର କାରଣ ଏବଂ ଏହାର ଉପଚାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜିକାଲି ନିଦ ନ ହେବା ଲୋକଙ୍କର ଏକ ପ୍ରମୁଖ ସମସ୍ୟା ପାଲଟିଛି। ସେ ଅଫିସ ଚିନ୍ତାରେ ହେଉ କିମ୍ବା ଘର ଚିନ୍ତା, ପ୍ରତ୍ୟେକ ବ୍ୟକ୍ତି ଅତ୍ୟଧିକ ଚିନ୍ତା କରିବାରୁ ଆସ୍ତେ ଆସ୍ତେ ନିଦ କମିଯାଏ। ପୁରୁଷଙ୍କ ତୁଳନାରେ ମହିଳାଙ୍କ କ୍ଷେତ୍ରରେ ଏହା ଅଧିକ ଦେଖାଦିଏ। ଠିକ୍…