Latest Odisha News

BREAKING NEWS

ସଂଘର୍ଷପୂର୍ଣ୍ଣ ମୁକାବିଲାରେ ୟୁଏଇକୁ ହରାଇଲା ନେଦରଲାଣ୍ଡ

ଗିଲୋଙ୍ଗ: ଟି୨୦ ବିଶ୍ୱକପର ରବିବାର ଅନୁଷ୍ଠିତ କ୍ୱାଲିଫାଇଂ ରାଉଣ୍ଡର ଦ୍ୱିତୀୟ ମ୍ୟାଚରେ ୟୁଏଇକୁ ୩ ୱିକେଟରେ ନେଦରଲାଣ୍ଡକୁ ପରାସ୍ତ କରିଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲା ଶେଷ ଓଭର ଯାଁଏ ଯାଇଥିଲା । ଟସ ଜିତି ୟୁଏଇ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ୱିକେଟ ହରାଇ ୧୧୧ରନ ସଂଗ୍ରହ…

ବିଜୁ ମେମୋରିଆଲ୍ ଟ୍ରଷ୍ଟ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ପାରାଦୀପ : ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମ ଦିବସକୁ ସାରା ରାଜ୍ୟରେ ମହା ସମାରୋହରେ ପାଳନ କରାଯାଉଥିବା ବେଳେ ପାରାଦୀପ ବିଜୁ ପଟ୍ଟନାୟକ ମେମୋରିଆଲ୍ ଟ୍ରଷ୍ଟ ପରିସରରେ ମୂଖ୍ୟମନ୍ତ୍ରୀ ଜନ୍ମଦିନକୁ ବଡ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ପାରାଦୀପ ନଗର ବିଜୁ ଜନତା ଦଳର…

ଆଇପିଏଲ ୨୦୨୩ର ନିଲାମ ଡିସେମ୍ବର ୧୬ରେ

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗର ୨୦୨୩ ସଂସ୍କରଣର ନିଲାମ ପ୍ରକ୍ରିୟା ଚଳିତ ବର୍ଷ ଡିସେମ୍ବରରେ ହେବ । ପ୍ରକାଶିତ ରିପୋର୍ଟ ଅନୁସାରେ ଡିସେମ୍ବର ୧୬ରେ ବାଙ୍ଗାଲୋର ନିଲାମ ପ୍ରକ୍ରିୟା ଆୟୋଜିତ ହେବ । ଏଥର ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଂଟ ଭାରତରେ ଖେଳାଯିବ । ମ୍ୟାଚଗୁଡିକ ପୂର୍ବଭଳି ହୋମ ଏବଂ…

ଟି୨୦ ବିଶ୍ୱକପ କ୍ରିକେଟ: ପୂର୍ବତନ ଚାମ୍ପିୟନକୁ ହରାଇଲା ନାମ୍ବିଆ

ଗିଲୋଙ୍ଗ: ଟି୨୦ ବିଶ୍ୱକପ କ୍ରିକେଟରେ ଆଜି ନାମ୍ବିଆର ପ୍ରଦର୍ଶନ ସମସ୍ତଙ୍କୁ ଚକିତ କରିଦେଇଛି । ନାମ୍ବିଆ ପ୍ରଥମ ରାଉଣ୍ଡ ଗ୍ରୁପ ଏ ମୁକାବିଲାରେ ପୂର୍ବତନ ବିଶ୍ୱ ଚାମ୍ପିୟନ ଶ୍ରୀଲଙ୍କାକୁ ୫୫ ରନରେ ପରାସ୍ତ କରିଛି । ଶ୍ରୀଲଙ୍କା ଟସ ଜିତି ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲା ।…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଧର୍ମଶାଳା ଯୁବ ବିଜେଡି ପକ୍ଷରୁ ୧୦୮ ଦୀପଦାନ

ଯାଜପୁର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମଦିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ଧର୍ମଶାଳା ବିଜୁ ଯୁବ ଜନତା ଦଳ ପକ୍ଷରୁ ୧୦୮ ଦୀପଦାନ। ଆଜି ସକାଳୁ ଯାଜପୁର ଜିଲ୍ଲାର ଅନ୍ୟତମ  ପ୍ରସିଦ୍ଧ ଶୈବ ପୀଠ ଗୋକର୍ଣ୍ଣେଶ୍ୱର ମନ୍ଦିର ପରିସରରେ…

କୁକୁଡ଼ା ଫାର୍ମରେ କୁକୁଡ଼ା ମାରି ଖାଉଥିବା ବେଳେ ଅଜଗର ଉଦ୍ଧାର 

ମୟୂରଭଞ୍ଜ : କପ୍ତିପଦା ବନ ବିଭାଗ ଅଧୀନସ୍ଥ ରାଢୋ ଗାଁରେ ୮ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି  । ଜଣେ ବ୍ୟକ୍ତିଙ୍କ କୁକୁଡ଼ା ଫାର୍ମ ହାଉସରେ ବିଶାଳକାୟ ଅଜଗର ସାପ ପଶି ଫାର୍ମରେ ଥିବା କୁକୁଡ଼ାକୁ ଖାଉଥିଲା । ଫାର୍ମରେ ୩ ରୁ ଅଧିକ କୁକୁଡ଼ା ଖାଇଥିବା  ଜଣାପଡ଼ିଛି ।  ମାତ୍ର ଫାର୍ମ…

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ ପାଇଁ ଯାଜପୁରରେ ସ୍ବତନ୍ତ୍ର ପ୍ରସ୍ତୁତି

ଯାଜପୁର : ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଜନ୍ମଦିନକୁ ମହାସମାରୋହରେ ପାଳନ କରିବା ପାଇଁ ଯାଜପୁରରେ ଚାଲିଛି ବ୍ୟାପକ ପ୍ରସ୍ତୁତି।ଯାଜପୁର ସହରସ୍ଥିତ ବାଳାଶ୍ରମ ପଡିଆରେ ବିଜୁ ଜନତା ଦଳ ପକ୍ଷରୁ ଏହି ଭବ୍ୟ ଆୟୋଜନ କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀଙ୍କ ୧୦୦ ଫୁଟର…

ସଡ଼କ ଦୁର୍ଘଟଣାରେ ଦୁଇ ମହିଳାଙ୍କ ମୃତ୍ୟୁ

ଯାଜପୁର: ବୈରୀ ଥାନା ଅନ୍ତର୍ଗତ ଛତିଆ ନିକଟରେ ଟ୍ରକ ଧକ୍କାରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି ।  ଭୁବନେଶ୍ଵର ସହିଦନଗର ଅଞ୍ଚଳରୁ ଏକ ପରିବାର ଯାଜପୁର ବିରଜା ଦର୍ଶନ ପାଇଁ ଯାଉଥିବା ବେଳେ ଛତିଆ ନିକଟରେ ଜଳଖିଆ ଖାଇବା ପାଇଁ ରହିଥଲେ  । କାରର  ଡ୍ରାଇଭର ହ୍ୟାଣ୍ଡବ୍ରେକ ନ ପକାଇ ବାହାର କୁ…

ଟି୨୦ ବିଶ୍ୱକପରେ ଭାଙ୍ଗିବ ଏହି ୧୦ ରେକର୍ଡ

ପୁରୀ: ଟି୨୦ ବିଶ୍ୱକପ ଆରମ୍ଭ ହୋଇଯାଇଛି । ୧୩ ନଭେମ୍ବରରେ ଜଣାପଡିବ କେଉଁ ଟିମ ବାଜି ମାରିବ । ତେବେ ଏହି ବିଶ୍ୱକପରେ ୧୦ ରେକର୍ଡ ଭାଙ୍ଗିବା ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତୁ ଜାଣିବା କଣ ସେହି ରେକର୍ଡ.. ୧.ସର୍ବାଧିକ ବ୍ୟକ୍ତିଗତ ରନ: ଟି୨୦ ବିଶ୍ୱକପରେ ସର୍ବାଧିକ ବ୍ୟକ୍ତିଗତ ରନ…